ଅନ୍ତର୍ଜାତୀୟ

ନିର୍ବାଚନ ଲଢ଼ିବେନି କ୍ୟାରି ଲାମ୍‌

ହଂକଂ, ୫ା୪: ହଂକଂ ଲିଡର କ୍ୟାରି ଲାମ୍‌ ଦ୍ୱିତୀୟ ଥର ଶାସନରେ ରହିବା ନିମନ୍ତେ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସୋମବାର ଘୋଷଣା କରିଛନ୍ତି। ଜୁନ୍‌ ୩୦ରେ…

2 years ago

ଇସ୍ତଫା ଦେଲେ ଶ୍ରୀଲଙ୍କା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନର

କଲମ୍ବୋ,୪।୪: ଶ୍ରୀଲଙ୍କା ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ଏହାର କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି ସମ୍ପର୍କିତ ନିଷ୍ପତ୍ତି ନେବାର ଦିନକ ପୂର୍ବରୁ ଗଭର୍ନର ଅଜିଥ ନିଭାର୍ଡ…

2 years ago

ବୁଚା ଗସ୍ତରେ ଜେଲେନ୍‌ସ୍କି

ବୁଚା,୪।୪: ଏକ ମାସରୁ ଅଧିକ ହେବ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଜାରି ରଖିଛି। ୟୁକ୍ରେନର ବିଭିନ୍ନ ସହର ଗୁଡ଼ିକ ଉପରେ ରୁଷିଆ ସୈନ୍ୟ ଗୁଳିମାଡ଼ ଓ…

2 years ago

ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ…

2 years ago

ଇମ୍ରାନଙ୍କ ଉପରେ ମଙ୍ଗଳବାର ନିଆଯିବ ନିଷ୍ପତ୍ତି

ଇସଲାମାବାଦ୍‌,୪।୪:ପାକିସ୍ତାନରେ ରାଜନୈତିକ ସଙ୍କଟ ଥମିବାର ନା ଧରୁନି। ନ୍ୟାଶନାଲ୍‌ ଆସେମ୍ବ୍ଲି ଭଙ୍ଗ ବିରୋଧରେ ବିରୋଧୀଙ୍କ ଆବେଦନ ଉପରେ ପାକିସ୍ତାନର ସୁପ୍ରିମକୋର୍ଟରେ ଶୁଣାଣି ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।…

2 years ago

‘ବିନ୍ଦି ଲଗାଇବାରୁ ହଇରାଣ କଲେ’

ଢାକା,୪।୪: ବାଂଲାଦେଶର ଏକ ବେସରକାରୀ କଲେଜର ଜଣେ ମହିଳା ପ୍ରଫେସରଙ୍କୁ ବିନ୍ଦି ପିନ୍ଧିବା କାରଣରୁ ଜଣେ ପୋଲିସ ଅଧିକାରୀ ହଇରାଣ କରିଛନ୍ତି। ଏ ନେଇ ଢାକା ଟ୍ରିବ୍ୟୁନ…

2 years ago

କେବେ ଥମିବ ନରସଂହାର

କ୍ୱିଭ୍‌,୪।୪: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୦ ଦିନରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ରୁଷିଆ ୟୁକ୍ରେନର ଅନେକ ବଡ ସହରକୁ ଧ୍ୱଂସ କରିଦେଇଛି।…

2 years ago

ଶ୍ରୀଲଙ୍କାରୁ ହଟିଲା ୩୬ ଘଣ୍ଟିଆ କର୍ଫ୍ୟୁ, ନୂଆ କ୍ୟାବିନେଟର ହେବ ଗଠନ

କଲମ୍ବୋ,୪ ।୪: ଶ୍ରୀଲଙ୍କାରେ ଦେଖାଯାଇଥିବା ରାଜନୈତିକ ଅଶାନ୍ତିକୁ ଲକ୍ଷ୍ୟ କରି ଯେଉଁ ୩୬ ଘଣ୍ଟିଆ କର୍ଫ୍ୟୁ ଲଗାଯାଇଥିଲା ତାହା ସୋମବାର ହଟାଇ ଦିଆଯାଇଛି । ଶ୍ରୀଲଙ୍କାରେ ଏବେ…

2 years ago

କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭୂମିକାରେ ରହିବେ ଇମ୍ରାନ

ଇସଲାବାବାଦ,୪ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିପକ୍ଷରେ ରବିବାର ବିରୋଧୀଙ୍କ ପକ୍ଷରୁ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବକୁ ନ୍ୟାଶନାଲ ଆସେମ୍ବ୍ଲିରେ ପ୍ରତ୍ୟାଖ୍ୟାନ କରାଯାଇଥିଲା। ସୋମବାର କ୍ୟାବିନେଟ୍‌ ଭଙ୍ଗ ପାଇଁ…

2 years ago

ରୁଷିଆରେ ଔଷଧ ମିଳୁନି

ମସ୍କୋ,୪ା୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ପରିଣାମ ସାଧାରଣ ଲୋକଙ୍କୁ ଭୋଗିବାକୁ ପଡୁଛି। ଏହି ଯୁଦ୍ଧ ଯୋଗୁ ମସ୍କୋରେ ବର୍ତ୍ତମାନ ଔଷଧର ଅଭାବ ପରିଲକ୍ଷିତ…

2 years ago