ଅନ୍ତର୍ଜାତୀୟ

ଉବର କ୍ୟାବ ଚଲାଉଛନ୍ତି ପୂର୍ବତନ ଅର୍ଥ ମନ୍ତ୍ରୀ

ଓ୍ବାଶିଂଟନ,୨୧।୩: ଦିନେ କାବୁଲରେ ଅର୍ଥ ମନ୍ତ୍ରୀ ଭାବେ ଆଫଗାନିସ୍ତାନର ପାର୍ଲାମେଣ୍ଟରେ ୬ ବିଲିଅନ ଡଲାର ବଜେଟ ଆଗତ କରିଥିଲେ। ମାତ୍ର ବର୍ତ୍ତମାନ ପରିବାରକୁ ଆର୍ଥିକ ସହଯୋଗ କରିବା…

3 years ago

ଚାଇନାରେ ବଡ଼ ଧରଣର ବିମାନ ଦୁର୍ଘଟଣା

ବେଜିଂ,୨୧।୩: ଚାଇନାରେ ସୋମବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ଚାଇନାର ଇଷ୍ଟର୍ନ ପାସେଞ୍ଜର ଜେଟ ବିମାନ ଚାଇନାର ଦକ୍ଷିଣପଞ୍ଚିମ…

3 years ago

ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସିଗଲେ ପୁଟିନ୍‌ଙ୍କ ପ୍ରେମିକା

ମସ୍କୋ,୨୧ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ତୃତୀୟ ବିଶ୍ୱଯୁଦ୍ଧ ଆଡ଼କୁ ମୁହାଁଉଛି।…

3 years ago

ଟଙ୍କା ଭର୍ତ୍ତି ୬ ସୁଟ୍‌କେସ ସହ ଧରାପଡ଼ିଲେ

ମସ୍କୋ,୨୧।୩: ୟୁକ୍ରେନ ପାର୍ଲାମେଣ୍ଟର ପୂର୍ବତନ ସଦସ୍ୟଙ୍କ ପତ୍ନୀ ପଡ଼ୋଶୀ ଦେଶ ହଙ୍ଗେରୀରେ ୨୮ ନିୟୁତ ଡଲାର ଏବଂ ୧.୩ ନିୟୁତ ୟୁରୋ ଭର୍ତ୍ତି ୬ ସୁଟ୍‌କେସ ସହ…

3 years ago

ଛୋଟ ଡଙ୍ଗାକୁ ବୁଡାଇ ଦେଲା ବଡ଼ କାର୍ଗୋ ଜାହାଜ, ଅନେକ ନିଖୋଜ

ଢାକା,୨୧।୩: ବାଂଲାଦେଶରୁ ସାମ୍ନାକୁ ଆସିଥିବା ଏକ ଲୋମ ଟାଙ୍କୁରା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏକ ବଡ଼ ମେରାଇନ ଭେସେଲ ସହ ଦୁର୍ଘଟଣା ଗ୍ରସ୍ତ…

3 years ago

ଆତ୍ମସମର୍ପଣ କରିବାକୁ ମନା କଲା ୟୁକ୍ରେନ

କ୍ୱିଭ୍‌,୨୧।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଦୁଇ ଦେଶ ମଧ୍ୟ ମଧ୍ୟରେ ୨୬ ଦିନ ମଧ୍ୟରେ ଲାଗିଥିବା ଏହି ଯୁଦ୍ଧ ଥମିବାର…

3 years ago

ଆମୋନିଆ ଗ୍ୟାସ୍‌ ଲିକ୍‌, ଲୋକଙ୍କୁ ଅଣ୍ଡରଗ୍ରାଉଣ୍ଡରେ ରହିବାକୁ ପରାମର୍ଶ

କ୍ୱିଭ୍‌,୨୧।୩: ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧର ଆଜି ୨୬ତମ ଦିନ। ରୁଷିଆ ୟୁକ୍ରେନ ରାଜଧାନୀ କ୍ୱିଭ୍‌ ଦଖଲ ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛି। କିନ୍ତୁ ୟୁକ୍ରେନରୁ ଆତ୍ମସମର୍ପଣ…

3 years ago

ରୁଷିଆ ଆକ୍ରମଣ ବନ୍ଦ ନ ହେଲେ ତୃତୀୟ ବିଶ୍ୱଯୁଦ୍ଧ ନିଶ୍ଚିତ…

କ୍ୱିଭ୍‌,୨୧।୩ : ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଆକ୍ରମଣ ଜାରି ରହିଛି। ଏହାକୁ ନେଇ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ବଡ ବିବୃତ୍ତିି ଦେଇଛନ୍ତି। ଜେଲେନସ୍କି…

3 years ago

ମିଲିଟାରୀ କ୍ୟାମ୍ପ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼, ୧୦୦ରୁ ଅଧିକ ସୈନ୍ୟ ନିହତ…

କ୍ୱିଭ୍‌,୨୧।୩ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ରୁଷିଆ ଗଣମାଧ୍ୟମ ସ୍ପୁଟ୍ନିକ ଦାବି କରିଛି ଯେ…

3 years ago

ଇମ୍ରାନଙ୍କ ବିକଳ୍ପ କିଏ ?

ଇସଲାମାବାଦ,୨୧ା୩: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ସରକାର ଏବେ ଅଡୁଆରେ ପଡ଼ିଥିବା ଜଣାପଡ଼ିଛି। ଇମ୍ରାନ ସରକାରଙ୍କୁ ଅଳ୍ପ ସଂଖ୍ୟକ ମତ ଆସୁଛି। ତେବେ ତାଙ୍କ ଦଳର ୨୪…

3 years ago