ଅନ୍ତର୍ଜାତୀୟ

ବର୍ଷେ ପରେ ଚାଇନାରେ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ବେଜିଂ,୧୯।୩: କରୋନା ମହାମାରୀର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣି ଥରେ କରୋନା ପ୍ରକୋପ ଦେଖିବାକୁ ମିଳିଛି। ଏକ ବର୍ଷରୁ ଅଧିକ ସମୟ ପରେ ଚାଇନାରେ ୨ଜଣ କରୋନା…

3 years ago

ସର୍ବବୃହତ ସେତୁ ଉଦ୍‌ଘାଟିତ

ଇସ୍ତାନବୁଲ,୧୯।୩: ବିଶ୍ବର ସର୍ବବୃହତ ସେତୁ ‘୧୯୧୫ କାନାକଲେ’ ତୁର୍କି ରାଷ୍ଟ୍ରପତି ରିସେପ ତାଇପ ଏରଦୋଗାନ ଉଦ୍‌ଘାଟନ କରିଛନ୍ତି। କାନାକଲେ ନିକଟରେ ନିର୍ମିତ ଏହି ସେତୁ ଗେଲିବୋଲୁ ସହର…

3 years ago

ବିପଦରେ ଇମ୍ରାନଙ୍କ ସରକାର

କରାଚି,୧୯।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ଆସନ ପ୍ରତି ବିପଦ ବଢିବାରେ ଲାଗିଛି। ଇତିମଧ୍ୟରେ ବିରୋଧୀ ସଂସଦରେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିବା ବେଳେ ଇମ୍ରାନଙ୍କ ଦଳ (ପାକିସ୍ତାନ…

3 years ago

ୟୁକ୍ରେନର ଦାବି ୨୪ ଘଣ୍ଟାରେ ନଷ୍ଟ କରିଛି ରୁଷିଆର ୧୪ ହେଲିକପ୍ଟର-ବିମାନ

କ୍ୱିଭ୍‌,୧୯ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଥମିବାର ନାଁନେଉନି । ଏହାରି ଭିତରେ ବହୁ ଧନଜୀବନ ନଷ୍ଟ ହୋଇଥିବା ବେଳେ ଶାନ୍ତି କଥାବାର୍ତ୍ତା ମାଧ୍ୟମରେ ଏହାର ସମାଧାନ ହୋଇପାରିବ…

3 years ago

ୟୁକ୍ରେନର ଚିନ୍ତା ବଢାଉଛି ଜୀବନ୍ତ ବୋମା, ନଷ୍ଟ ହେବାକୁ ଲାଗିବ ବର୍ଷ ବର୍ଷ

କ୍ୱିଭ,୧୯ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ସାରା ବିଶ୍ୱକୁ ଅଡୁଆରେ ପକାଇ ଦେଇଥିବା ବେଳେ ଏବେ ଚିନ୍ତା ହେଲାଣି ଯୁଦ୍ଧ ପରର ପରିସ୍ଥିତିକୁ ନେଇ । ରୁଷିଆ…

3 years ago

ବିଶ୍ୱର ସବୁଠାରୁ ଖୁସିର ଦେଶ ଫିନ୍‌ଲାଣ୍ଡ, ପଞ୍ଚମ ଥର ପାଇଁ ଶୀର୍ଷରେ

ନ୍ୟୁୟର୍କ,୧୮।୩: ମିଳିତ ଜାତିସଂଘ(ୟୁଏନ୍‌)ର ବାର୍ଷିକ ସୂଚକାଙ୍କରେ ପଞ୍ଚମ ବର୍ଷ ପାଇଁ ଫିନ୍‌ଲାଣ୍ଡକୁ ଦୁନିଆର ସବୁଠାରୁ ଖୁସି ଦେଶ ଭାବେ ନାମିତ କରାଯାଇଛି। ଶୁକ୍ରବାର ପ୍ରକାଶିତ ହୋଇଥିବା ଓ୍ବାଲର୍‌ଡ…

3 years ago

ହସ୍ପିଟାଲକୁ ଯାଇ ଆହତଙ୍କୁ ଭେଟିଲେ ଜେଲେନ୍‌ସ୍କି

କ୍ୱିଭ୍‌,୧୮।୩: ୟୁକ୍ରେନ ଉପରେ ରୁଷିଆ ଲଗାତର ୨୩ଦିନ ହେଲାଣି ଆକ୍ରମଣ ଜାରି ରଖିଛି। ୟୁକ୍ରେନର କେତୋଟି ସହରକୁ କବ୍‌ଜା କରାଯାଇଥିବା ବେଳେ ଅନ୍ୟ କେତେକ ସହର ଉପରେ…

3 years ago

ରୁଷିଆକୁ ଲାଗିଲା ବଡ଼ ଝଟ୍‌କା

ଲଣ୍ଡନ,୧୮।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରିିରହିଥିବା ଯୁଦ୍ଧକୁ ଅନେକ ଦେଶ ବିରୋଧ କରୁଛନ୍ତି। ରୁଷିଆ ଉପରେ ପାଶ୍ଚାତ୍ୟ ଦେଶଗୁଡ଼ିକ ଅନେକ ପ୍ରତିବନ୍ଧକ ସହ ଆର୍ଥିକ କଟକଣା…

3 years ago

ରକେଟ ମାଡ଼ରେ ୟୁକ୍ରେନର ଲୋକପ୍ରିୟ ଅଭିନେତ୍ରୀଙ୍କ ପରଲୋକ

କ୍ୱିଭ୍‌,୧୮।୩: ରୁଷିଆର ରକେଟ୍‌ ମାଡ଼ରେ ୟୁକ୍ରେନ ଅଭିନେତ୍ରୀ ଓକସାନା ସଭେଟଙ୍କ ମୃତ୍ୟୁ ଘଟିଛି। ଓକସାନା ହେଉଛନ୍ତି ୟୁକ୍ରେନର ଜଣେ ଲୋକପ୍ରିୟ ଅଭିନେତ୍ରୀ। ମୃତ୍ୟୁ ବେଳକୁ ତାଙ୍କୁ ୬୭…

3 years ago

ଢାକା ଇସ୍କନ ମନ୍ଦିରରେ ଆକ୍ରମଣ, ଭଙ୍ଗାରୁଜା

ଢାକା,୧୮।୩: ବଂଲାଦେଶରେ ପୁଣି ଥରେ ଆଉ ଏକ ହିନ୍ଦୁ ମନ୍ଦିରରେ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ବାଂଲାଦେଶ ରାଜଧାନୀ ଢାକା ସ୍ଥିତ ଇସ୍କନ ରାଧାକାନ୍ତ ମନ୍ଦିରରେ…

3 years ago