ଅନ୍ତର୍ଜାତୀୟ

ଜେଲେନସ୍କି ହିରୋ ନା ଅସଫଳ ରାଷ୍ଟ୍ରପତି ?…

କ୍ୱିଭ୍‌, ୫।୩ : ରୁଷିଆ ଆକ୍ରମଣ ପରେ ଧ୍ୱଂସସ୍ତୁପ ପାଲଟିଥିବା ୟୁକ୍ରେନ୍‌ ହାର୍‌ ମାନିବାକୁ ନାରାଜ। ଏପରିସ୍ଥଳେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ନେଇ ପ୍ରଶ୍ନ ଚିହ୍ନ…

3 years ago

କୁଳଭୂଷଣ ଯାଦବ ମାମଲା: ଏପ୍ରିଲ ୧୩ ସୁଦ୍ଧା ଓକିଲ ନିଯୁକ୍ତି ପାଇଁ ଭାରତକୁ କହିଲା ପାକିସ୍ତାନ

ଇସଲାମାବାଦ,୫ା୩: ପାକିସ୍ତାନୀ ହାଇକୋର୍ଟ  ଭାରତକୁ କୁଳଭୂଷଣ ଯାଦବଙ୍କ ପାଇଁ ଜଣେ ଓକିଲ ନିଯୁକ୍ତ କରିବାକୁ କହିଛନ୍ତି। ଗୁପ୍ତଚର ତଥା ଆତଙ୍କବାଦ ଅଭିଯୋଗରେ ଏପ୍ରିଲ ୨୦୧୭ରେ ପାକିସ୍ତାନୀ ସାମରିକ…

3 years ago

୧୦ ହଜାର ରୁଷିଆ ସୈନ୍ୟଙ୍କୁ ମାରିଛୁ…

କ୍ୱିଭ୍‌, ୫।୩ : ରୁଷିଆ ଆକ୍ରମଣ ସତ୍ତ୍ୱେ ୟୁକ୍ରେନ୍‌ ହାର୍‌ ମାନିବାକୁ ନାରାଜ। ଏପରିସ୍ଥଳେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ, ଆମେ ୧୦ ହଜାର…

3 years ago

୬୬ ହଜାର ୟୁକ୍ରେନ୍‌ବାସୀ ରୁଷିଆ ସହିତ ଲଢ଼ିବା ପାଇଁ ସ୍ବଦେଶ ଫେରିଲେ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ରେ ରୁଷିଆ ପାଇଁ ବାଧା ସାଜିଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ। ଆଖିରେ ଲୁହ, ମନରେ କୋହ ଥିଲେ ବି ମାତୃଭୂମିର ସୁରକ୍ଷା ପାଇଁ…

3 years ago

ଜେଲେନସ୍କିଙ୍କ ହାତ ଛାଡ଼ିଲା ନାଟୋ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ବଡ଼ ଝଟ୍‌କା ଲାଗିଛି। ନାଟୋ ନୋ ଫ୍ଲାଏ ଜୋନ୍‌ ଘୋଷଣା କରିବାକୁ ମନା କରିଛି। ଫଳରେ ଜେଲେନସ୍କି…

3 years ago

ରୁଷିଆର ଅସ୍ତ୍ରବିରତି ଘୋଷଣା

ମସ୍କୋ,୫।୩: ରୁଷିଆ ଓ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ପକ୍ଷରୁ ୟୁକ୍ରେନରେ ଅସ୍ତ୍ରବିରତି ପାଇଁ ଘୋଷଣା କରାଯାଇଛି। ଭାରତୀୟ ସମୟ…

3 years ago

ଯୁଦ୍ଧ ମଧ୍ୟରେ ପୋଲାଣ୍ଡ ଗସ୍ତ କରିବେ କମଲା ହାରିସ

ଓ୍ବାଶିଂଟନ୍‌,୫।୩: ୟୁକ୍ରେନରେ ରୁଷିଆ ପକ୍ଷରୁ ଜୋରଦାର ଆକ୍ରମଣ ଜାରି ରହିଛି। ଯୁଦ୍ଧର ୧୦ଦିନରେ ବି ରୁଷିଆ ସୈନ୍ୟ ୟୁକ୍ରେନ ଉପରେ ରକେଟ ଓ ବୋମାମାଡ଼ କରୁଛନ୍ତି। ଏହି…

3 years ago

ନିଜ ଦେଶର ବଙ୍କରରେ ସୁରକ୍ଷିତ ଅଛନ୍ତି ଜେଲେନ୍‌ସ୍କି

କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ଶନିବାର ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ରକେଟ ମାଡ଼ କରାଯାଇଛି। ଗୋଟିଏ ପଟେ…

3 years ago

ୟୁକ୍ରେନ ସୀମାରୁ ରୁଷିଆ ଗୁପ୍ତଚର ଗିରଫ

କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ହୋଇଥିବା ବେଳେ କୌଣସି ନିଷ୍କର୍ସ…

3 years ago

ରୁଷିଆରେ ଖବରଦାତାଙ୍କ କାର୍ଯ୍ୟ ବନ୍ଦ କଲା ବିବିସି

ଲଣ୍ଡନ,୫।୩ : ରୁଷିଆ ପାର୍ଲାମେଣ୍ଟର ନିମ୍ନ ସଦନ(ଡୁମା) ଶୁକ୍ରବାର ଏକ ନୂଆ ଆଇନ ଅନୁମୋଦନ କରିଛି। ଏଥିରେ ରୁଷିଆ ସଶସ୍ତ୍ର ବାହିନୀ ବିରୋଧରେ ମିଥ୍ୟା ଖବର ପ୍ରସାରଣ…

3 years ago