ଅନ୍ତର୍ଜାତୀୟ

୧୩୦ଟି ବସ୍‌ରେ ଖାର୍କିଭ-ସୁମିରୁ ଉଦ୍ଧାର ହେବେ ଭାରତୀୟ

କ୍ୱିଭ୍‌,୪।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରମାନଙ୍କୁ ଉଦ୍ଧାର କରିବା ଲାଗି ରୁଷିଆ ମଧ୍ୟ ଆଗକୁ ଆସିଛି। ରୁଷିଆ ପକ୍ଷରୁ ଏଥିପାଇଁ ୧୩୦ଟି ବସ୍‌କୁ ପ୍ରସ୍ତୁତ କରାଯାଇଛି।…

3 years ago

ପେଶାୱର ମସ୍‌ଜିଦରେ ଆତ୍ମଘାତୀ ଆକ୍ରମଣ: ବିସ୍ଫୋରଣରେ ୪୬ମୃତ

ଇସ୍‌ଲାମାବାଦ,୪।୩: ପାକିସ୍ତାନର ଏକ ମସ୍‌ଜିଦ ଉପରେ ଆତ୍ମଘାତୀ ଆକ୍ରମଣ ହୋଇଛି। ଏହି ବିସ୍ଫୋରଣରେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଶୁକ୍ରବାର…

3 years ago

ରୁଷିଆରେ ଫେସ୍‌ବୁକ୍‌ ସହିତ ଆଉ କିଛି ଓ୍ବେବ୍‌ସାଇଟ୍‌ ଡାଉନ୍‌

ମସ୍କୋ,୪ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଘମାଘଟ ଯୁଦ୍ଧ ଚାଲିଛି। ଏହା ଭିତରେ ରୁଷିଆର ଅନେକ ମିଡିଆ ଓ୍ବେବସାଇଟ ଡାଉନ୍‌ ହୋଇଥିବା ଜଣାପଡ଼ିଛି। ଏଥିରେ ଫେସବୁକ୍‌ ମଧ୍ୟ ଅନ୍ତର୍ଭୁକ୍ତ। କୁହାଯାଉଛି,…

3 years ago

ବିଶ୍ୱରେ ବଢ଼ିବ ଖାଦ୍ୟ ଆଉ ଗରିବୀ ସମସ୍ୟା

ନୂଆଦିଲ୍ଲୀ,୪ା୩: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗର ପରିବର୍ତ୍ତନ ଯୋଗୁ ବିଶ୍ୱ ଅର୍ଥ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଯଦି ଏହାକୁ ଗମ୍ଭୀର ସହକାରେ ଧ୍ୟାନ ଦିଆ ନ ଯାଏ,…

3 years ago

ନ୍ୟୁକ୍ଲିୟର ପ୍ଲାଣ୍ଟରେ ରୁଷିଆର କବ୍‌ଜା ପରେ ୟୁଏନ୍‌ ଡକାଇଲା ଜରୁରୀକାଳୀନ ବୈଠକ

ଲଣ୍ଡନ,୪।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଛି। ବେଳକୁ ବେଳ ୨ଦେଶ ମଧ୍ୟରେ ଯୁଦ୍ଧ ଭୟଙ୍କର ହେବାରେ ଲାଗିଛି। ଶୁକ୍ରବାର…

3 years ago

ପରମାଣୁ ପ୍ଲାଣ୍ଟ କବ୍‌ଜା କଲା ରୁଷିଆ

କ୍ୱିଭ୍‌,୪।୩: ରୁଷିଆ ସୈନ୍ୟବାହିନୀ ୟୁକ୍ରେନର ଜାପୋରିଜିଆ ପରମାଣୁ ପାଓ୍ବାର ପ୍ଲାଣ୍ଟକୁ କବ୍ଜା କରି ନେଇଛି। ଏହାପୂର୍ବରୁ ରୁଷିଆ ସେନା ଏହାକୁ ବୋମାମାଡ଼ କରିଥିଲା, ଏହା ପରେ ପ୍ଲାଣ୍ଟ…

3 years ago

ମହାକାଶ ରକେଟରେ ତ୍ରିରଙ୍ଗାକୁ ରଖି ଆମେରିକା, ଜାପାନ ପତାକା ହଟାଇଲା ରୁଷିଆ

ନୂଆଦିଲ୍ଲୀ,୪।୩: ରୁଷିଆ ସରକାରଙ୍କ ମହାକାଶ ଏଜେନ୍ସି ଆମେରିକା, ଜାପାନ ସମେତ ଅନ୍ୟ କିଛି ଦେଶର ପତାକା ହଟାଇ ଦେଇଛି। କିନ୍ତୁ ସ୍ପେସ୍‌ପୋର୍ଟ ବାଇକୋନୁରରେ ଥିବା ବିରାଟ ରକେଟରେ…

3 years ago

ରୋମାନିଆ ମେୟର-ବିମାନ ଚଳାଚଳ ମନ୍ତ୍ରୀ ମୁହାଁମୁହିଁ

ରୋମାନିଆ,୪ା୩: ଭାରତର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ରୋମାନିଆର ମେୟର ମୁହାଁମୁହିଁ ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ‘ଅପରେଶନ…

3 years ago

ୟୁକ୍ରେନର ସ୍କୁଲ, ବଡ ବଡ ଘର ଉପରେ ରୁଷିଆର ଆକ୍ରମଣ: ଚେର୍ନିହିବରେ ୩୩ ଜଣଙ୍କ ମୃତ୍ୟୁ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ନବମ ଦିନରେ ପହଞ୍ଚିଛି । ଏବେ ୟୁକ୍ରେନର ଯୁଆଡେ ଚାହିଁଲେ ସିଆଡେ ଖାଲି ଧ୍ୱଂସ ଆଉ ଧ୍ୱଂସ । ରୁଷିଆର…

3 years ago

ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଜେଲେନସ୍କିଙ୍କ ସହ କଥା ହେଲେ ବାଇଡେନ

ୱାଶିଂଟନ,୪ ।୩: ୟୁକ୍ରେନର ଏନରହୋଦର ସହରରେ ଥିବା ୟୁରୋପର ସବୁଠାରୁ ବଡ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜାପୋରଝିଆରେ ରୁଷିଆ ପକ୍ଷରୁ ବିସ୍ଫୋରଣ କରାଯିବା ପରେ ଶୁକ୍ରବାର ଏଥିରେ…

3 years ago