ଅନ୍ତର୍ଜାତୀୟ

ଜାପାନରେ ଭୂକମ୍ପ, ୧୦ରୁ ଊର୍ଦ୍ଧ୍ୱ ଆହତ

ଟୋକିଓ,୨୨ା୧: ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ ଜାପାନରେ ହୋଇଥିବା ଭୂକମ୍ପ ସମସ୍ତଙ୍କୁ ଥରାଇ ଦେଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୪ ରେକର୍ଡ କରାଯାଇଛି। ଏହି ଶକ୍ତିଶାଳୀ…

3 years ago

ଜଣେ ବ୍ୟକ୍ତି ଏକାସାଙ୍ଗରେ ଘରକୁ ନେଇ ଆସିଲେ ୧୦୦ରୁ ଅଧିକ ସାପ, ଆଉ ତା’ ପରେ…

ଓ୍ବାଶିଂଟନ,୨୨ା୧: ଆମେରିକାର ମ୍ୟାରିଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାକାର ଜଣେ ବ୍ୟକ୍ତି ଘରକୁ ଏକାସାଙ୍ଗରେ ୧୦୦ରୁ ଅଧିକ ସାପ ନେଇଆସିଥିଲେ। ଏହି ଘଟଣା ଗତ…

3 years ago

ଗୁଗ୍‌ଲକୁ ବେଆଇନ ଘୋଷଣା

ବ୍ରସଲେସ୍‌,୨୧ା୧: ୟୁରୋପରେ ଗୁଗ୍‌ଲକୁ ବେଆଇନ ଘୋଷଣା କରାଯାଇଛି। ଫଳରେ ଗୁଗ୍‌ଲକୁ ଶକ୍ତ ଧକ୍କା ଲାଗିଛି। ଏହା କେବଳ ଗୁଗ୍‌ଲ ପାଇଁ ନୁହେଁ, ଅନ୍ୟ ଓ୍ବେବସାଇଟ୍‌ଙ୍କ ମାଲିକଙ୍କ ପାଇଁ…

3 years ago

ମାସ୍କ ପିନ୍ଧିବାକୁ ଯାତ୍ରୀ ମନା କରିବାରୁ ଅଧ ବାଟରୁ ଫେରିଲା ଫ୍ଲାଇଟ୍‌

ଓ୍ବାଶିଂଟନ,୨୧।୧: ଜଣେ ଯାତ୍ରୀ କୋଭିଡ୍‌ ମାସ୍କ ପିନ୍ଧିବାକୁ ମନା କରି ଦେବାରୁ ମିଆମିରୁ ଲଣ୍ଡନ ଯାଉଥିବା ଆମେରିକାନ ଏୟାରଲାଇନ ଜେଟଲାଇନର ଏକ ବିମାନ ଅଧ ବାଟରୁ ଫେରି…

3 years ago

ଜୋ ବାଇଡେନ, ବୋରିସ ଜନସନଙ୍କୁ ପଛରେ ପକାଇ ପୁଣିଥରେ ବିଶ୍ୱର ଲୋକପ୍ରିୟ ନେତା ତାଲିକାରେ ମୋଦି ଆଗରେ

ୱାଶିଂଟନ/ନୂଆଦିଲ୍ଲୀ,୨୧ ।୧: ଦେଶରେ ଗୋଟିଏ ପଟେ କରୋନା ମହାମାରୀର ତୃତୀୟ ଲହର ଚାଲିଥିବା ବେଳେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଲୋକପ୍ରିୟ ନେତା ତାଲିକାରେ ସବୁଠାରୁ…

3 years ago

ଫ୍ରାନ୍ସ-ଜର୍ମାନୀରେ ରେକର୍ଡ କରୁଛି କରୋନା

ପ୍ୟାରିସ/ବର୍ଲିନ,୨୧ ।୧: ବ୍ରିଟେନରେ ଓମିକ୍ରନ୍ ପିକ୍‌ରେ ପହଞ୍ଚି ଏବେ କମ୍ ହୋଇଯାଇଥିବା ସେଠାକାର ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ସତ । ହେଲେ ୟୁରୋପୀୟ ଦେଶରେ କରୋନାର ତାଣ୍ଡବ…

3 years ago

ଘାନାରେ ଶକ୍ତିଶାଳୀ ବିସ୍ଫୋରଣ

ଆକରା,୨୧ ।୧: ଘାନାରେ ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ନିକଟରେ ଥିବା…

3 years ago

କିଟ୍‌କାଟ ପ୍ୟାକ୍‌ରୁ ହଟିଲା ଜଗନ୍ନାଥଙ୍କ ଫଟୋ

ନୂଆଦିଲ୍ଲୀ,୨୦।୧: ଲୋକପ୍ରିୟ ଚୋକେଲେଟ୍‌ ବ୍ରାଣ୍ଡ କିଟ୍‌କାଟ ପ୍ୟାକର ର଼୍ୟାପରରୁ ଭଗବାନ ଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଫଟୋ ହଟାଇ ଦିଆଯାଇଛି। ଏ ନେଇ ନେସଲେ ଇଣ୍ଡିଆ…

3 years ago

ଦଳାଚକଟାରେ ୨୯ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ମୋନ୍‌ରୋଭିଆ,୨୦ା୧: ପଶ୍ଚିମ ଆଫ୍ରିକୀୟ ରାଷ୍ଟ୍ର ଲାଇବେରିଆର ରାଜଧାନୀ ମୋନ୍‌ରୋଭିଆରେ ଗୁରୁବାର ଏକ ଧର୍ମୀୟ କାର୍ଯ୍ୟକ୍ରମ ବେଳେ ଦଳାଚକଟା ହୋଇଛି। ଏଥିରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

3 years ago

ଲାହୋରରେ ବଡ ଧରଣର ବିସ୍ଫୋରଣ: ଜଣେ ଶିଶୁ ସମେତ ୨ ମୃତ, ୨୫ ଆହତ

ଲାହୋର,୨୦ ।୧: ପାକିସ୍ତାନର ଲାହୋରରେ ଲୋହାରୀ ଗେଟ ନିକଟରେ ଗୁରୁବାର ବଡ ଧରଣର ବିସ୍ଫୋରଣ ହୋଇଛି । ମିଳିଥିବା ଖବର ଅନୁଯାୟୀ, ଏପର୍ଯ୍ୟନ୍ତ ଏହି ବିସ୍ଫୋରଣରେ ୨…

3 years ago