ଅନ୍ତର୍ଜାତୀୟ

୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି।…

3 years ago

କୋଭିଡ୍‌ ଟିକାର ଚତୁର୍ଥ ଡୋଜ୍‌ ଦେବାକୁ ଘୋଷଣା କଲା ଇସ୍ରାଏଲ

ଇସ୍ରାଏଲ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ବିସ୍ତାରକୁ ନେଇ ଦେଶରେ ଚିନ୍ତା ବଢାଇଛି। ଏହାରି ମଧ୍ୟରେ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ କୋଭିଡ ଟିକାର ଚତୁର୍ଥ…

3 years ago

ବାବର କ୍ରୁଜ ମିଶାଇଲର ସଫଳ ପରୀକ୍ଷଣ କଲା ପାକିସ୍ତାନ

ଇସଲାମାବାଦ,୨୨ ।୧୨: ପାକିସ୍ତାନ ସ୍ୱଦେଶ ନିର୍ମିତ ବାବର କ୍ରୁଜ ମିଶାଇଲର ଅପଡେଟ ଭର୍ସନର ସଫଳ ପରୀକ୍ଷା ମଙ୍ଗଳବାର କରିଛି । ଏହା ୯୦୦ କିଲୋମିଟର ଦୂର ପର୍ଯ୍ୟନ୍ତ…

3 years ago

ଉଜ୍‌ରା ତିବ୍ବତ ପ୍ରସଙ୍ଗରେ ଆମେରିକା ପ୍ରତିନିଧି

ଓ୍ବାଶିଂଟନ/ଚାଇନା,୨୨।୧୨: ଭାରତୀୟ ବଂଶୋଦ୍ଭବ କୂଟନୀତିଜ୍ଞ ଉଜ୍‌ରା ଜେୟାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତିବ୍ବତ ପ୍ରସଙ୍ଗରେ ସ୍ପେଶାଲ କୋଅର୍ଡିନେଟର ଭାବେ ନିଯୁକ୍ତ କରିଛନ୍ତି। ଚାଇନା ଓ ତିବ୍ବତୀୟ…

3 years ago

ସାଙ୍ଗିଆ ଚୟନ ସ୍ବାଧୀନତା

ପ୍ୟାରିସ୍‌, ୨୨।୧୨: ନାରୀ ସଶକ୍ତୀକରଣର ପ୍ରସଙ୍ଗ ଉଠିଲେ ପ୍ରଥମେ ଆଲୋଚନା ହୁଏ ମହିଳା ସ୍ବାଧୀନତା ଉପରେ। ହେଲେ ଶିଶୁ ଜନ୍ମ ହେବା ପରେ ତା’ର ସାଙ୍ଗିଆ (ସର୍‌ନେମ୍‌)…

3 years ago

ଓମିକ୍ରନରେ ଅଧିକ ସଂକ୍ରମିତ ହେଉଛନ୍ତି ୨୦-୩୦ ବର୍ଷ ବୟସର ଯୁବବର୍ଗ, ରହିଛି ଏସବୁ ଲକ୍ଷଣ..

ୱାଶିଂଟନ,୨୨ ।୧୨: କମ୍ ପ୍ରଭାବି କୁହାଯାଉଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ତା’ର ଅସଲ ରୂପ ଦେଖାଇବା ଆରମ୍ଭ କଲାଣି । ଗତ ୨୪ ଘଣ୍ଟା…

3 years ago

କରୋନା ମହାମାରୀ ଯୋଗୁ ଆମେରିକାରେ କମିଛି ଜନସଂଖ୍ୟା ବୃଦ୍ଧି

ୱାଶିଂଟନ,୨୨ ।୧୨: ପୂର୍ବରୁ ଜନସଂଖ୍ୟା ବୃଦ୍ଧି ଅର୍ଥାତ୍ ଆମେରିକାରେ ଜନସଂଖ୍ୟା ବୃଦ୍ଧି ହାର କମ୍ ଥିବା ବେଳେ କରୋନା ମହାମାରୀ ପରେ ଏହା ଆହୁରି କମ୍ ହୋଇ…

3 years ago

ଆମେରିକା ପରେ ଇସ୍ରାଏଲରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଜେରୁଜେଲମ,୨୨ ।୧୨: ଡରାଇଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଆମେରିକା ପରେ ଏବେ ଇସ୍ରାଏଲରେ ଓମିକ୍ରନର ପ୍ରଥମ ମୃତ୍ୟୁ ସାମ୍ନାକୁ ଆସିଛି । ଇସ୍ରାଏଲର…

3 years ago

ଓମିକ୍ରନ୍ ଯୋଗୁ ୟୁରୋପରେ ଆସିବ ଆଉ ଏକ ଝଡ଼: ଡବ୍ଲୁଏଚଓ

ଜେନେଭା,୨୨ ।୧୨: ବିଶ୍ୱକୁ ଭୟ ଓମିକ୍ରନ୍ । ଏବେ ଏହା ଅନେକ ଦେଶକୁ ବ୍ୟାପିଥିବା ବେଳେ ଭବିଷ୍ୟତରେ ୟୁରୋପରେ ଏହା ଝଡ଼ ଆଣିବ ବୋଲି କହିଛନ୍ତି ଡବ୍ଳୁଏଚଓର…

3 years ago

ପୂର୍ବତନ ସ୍ତ୍ରୀଙ୍କୁ ୫,୫୦୦ କୋଟି ଦେବେ ଦୁବାଇ ଶାସକ

ଲଣ୍ଡନ, ୨୧ା୧୨: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ଶାସକ ଶେଖ୍‌ ମହମ୍ମଦ ବିନ୍‌ ରସିଦ୍‌-ଅଲ୍‌-ମୁକ୍ତମ୍‌ ଏବଂ ତାଙ୍କ ପୂର୍ବତନ ସ୍ତ୍ରୀ ହାୟା ବିଣ୍ଟ ଅଲ୍‌ ହୁସେନ୍‌(୪୭)ଙ୍କ ମଧ୍ୟରେ ଚାଲିଥିବା…

3 years ago