ଅନ୍ତର୍ଜାତୀୟ

୯ ମହଲାରୁ ତଳକୁ ଡେଇଁଲେ ଯୁବକ, ତଳେ ଥିଲା ବିଏମ୍‌ଡବ୍ଲ୍ୟୁ, ଆଉ ତା’ ପରେ…

ଓ୍ବାଶିଂଟନ,୮ା୧୦: ଆମେରିକାର ନ୍ୟୁଜର୍ସିର ଜଣେ ଯୁବକ ୯ ମହଲା ଉପରୁ ତଳକୁ ଡେଇଁଥିଲେ। ତଳେ ଏକ ବିଏମ୍‌ଡବ୍ଲ୍ୟୁ ଗାଡ଼ି ଥିବାରୁ ସୌଭାଗ୍ୟବଶତଃ ଯୁବକ ଜଣକ ବଞ୍ଚି ଯାଇଛନ୍ତି।…

3 years ago

ଦୁଇ ଖବରଦାତାଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୮।୧୦: ଚଳିତବର୍ଷ ଦୁଇ ଖବରଦାତାଙ୍କୁ ମିଳିତ ଭାବେ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ସେମାନେ ହେଲେ ମାରିଆ ରେସା ଓ ଦିମିତ୍ରି ମୁରାତୋଭ।…

3 years ago

ଡ୍ରାଗନର ଦାଦାଗିରି: ଦକ୍ଷିଣ ଚାଇନା ସାଗରରେ ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ

ୱାଶିଂଟନ,୮ ।୧୦: ଦକ୍ଷିଣ ଚାଇନା ସାଗରରେ ଆମେରିକା ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ବେଳକୁ ବେଳ ବଢିବାରେ ଲାଗିଛି । ଅନ୍ୟପଟେ ତାଇୱାନ ମାମଲାରେ ମଧ୍ୟ…

3 years ago

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର ୧୧ତାରିଖରୁ…

3 years ago

ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ ସାହିତ୍ୟରେ ନୋବେଲ…

ଷ୍ଟକହୋମ୍‌,୭।୧୦: ସାହିତ୍ୟରେ ୨୦୨୧ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ  ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ନୋବେଲ ପୁରସ୍କାର ପ୍ରଦାନ କରାଯିବ…

3 years ago

୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ, ଆଫଗାନିସ୍ତାନରେ କୁପୋଷଣ ସଙ୍କଟ …

ଜେନେଭା,୭।୧୦: ଆଫଗାନିସ୍ତାନରେ କୁପୋଷଣ ସଙ୍କଟ ଉଗ୍ରରୂପ ନେବାରେ ଲାଗିଛି। ଏହା ଦ୍ୱାରା ୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ ରହିଛି। ଦେଶରେ ୫ ବର୍ଷରୁ…

3 years ago

ପ୍ରଥମ ମ୍ୟାଲେରିଆ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ

ଜେନେଭା, ୭।୧୦: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ପ୍ରଥମ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଏହା…

3 years ago

ଥରିଲା ପାକିସ୍ତାନ: ୬.୦ ତୀବ୍ରତାର ଭୂକମ୍ପରେ ୨୦ ମୃତ ୨୦୦ଶହରୁ ଊର୍ଦ୍ଧ୍ୱ ଆହତ

ଇସଲାମାବାଦ,୭ ।୧୦: ପାକିସ୍ତାନରେ ଗୁରୁବାର ଭୋର ପ୍ରାୟ ୩ଟା ୩୦ରେ ଏକ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଏହାର ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୬.୦…

3 years ago

ଫୋର୍ବସ୍‌ ଧନୀ ତାଲିକାରୁ ବାଦ୍‌ ପଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫୋର୍ବସ ପତ୍ରିକାର ୪୦୦ ଜଣିଆ ଧନୀ ଆମେରିକୀୟଙ୍କ ତାଲିକାରୁ ପ୍ରଥମ ଥର ପାଇଁ ବାଦ୍‌ ପଡ଼ିଛନ୍ତି। ଦୀର୍ଘ…

3 years ago

୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦ ବେଳକୁ…

3 years ago