ଅନ୍ତର୍ଜାତୀୟ

୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦ ବେଳକୁ…

3 years ago

୨୦୨୫ ମଧ୍ୟରେ ଆମ ଉପରେ ଆକ୍ରମଣ କରିପାରେ ଚାଇନା: ତାଇଓ୍ବାନ

ତାଇପେଇ,୬ା୧୦: ଚାଇନା ୨୦୨୫ ମଧ୍ୟରେ ଆମ ଉପରେ  ବ୍ୟାପକ ଆକ୍ରମଣ କରିପାରେ। ଏନେଇ ବୁଧବାର ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରୀ ଚିୟୁ କୁଓ-ଚେଙ୍ଗ କହିଛନ୍ତି ଯେ, ଚାଇନା ସହିତ…

3 years ago

ରସାୟନ ବିଜ୍ଞାନରେ ବେଞ୍ଜାମିନ୍‌-ମ୍ୟାକ୍‌ମିଲନଙ୍କୁ ନୋବେଲ…

ଓ୍ବାଶିଂଟନ,୬।୧୦: ରସାୟନ ବିଜ୍ଞାନରେ ୨୦୨୧ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ରସାୟନ ବିଜ୍ଞାନ କ୍ଷେତ୍ରରେ ଉଲେ୍‌ଲଖନୀୟ ଅବଦାନ ଲାଗି ୨ ଜଣଙ୍କୁ ପୁରସ୍କାର…

3 years ago

ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଲା ଚାଇନା…

ବେଜିଂ,୬।୧୦: ତାଇଓ୍ବାନ ଆକାଶ ମାର୍ଗରେ ଆଣବିକ ବୋମାବର୍ଷୀ ଯୁଦ୍ଧ ବିମାନ ଉଡ଼ାଇ ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଏବେ ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଇଛି। ଦକ୍ଷିଣ ଚାଇନା…

3 years ago

‘ମୋତେ ବାହା ହେବ’ ଏମିତି ଲେଖା ଥାଇ ଉଡୁଥିଲା ବିମାନ, ହଠାତ୍‌ ଇଞ୍ଜିନ ହେଲା ଖରାପ; ଆଉ ତା’ ପରେ…

ଓଟଓ୍ବା,୬ା୧୦: କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ପାଇଲଟ୍‌ ମଧ୍ୟ ଆହତ ହୋଇଛନ୍ତି। ଏହି ବିମାନ ଏକ ବ୍ୟାନର ନେଇ…

3 years ago

ମହାକାଶରେ ହେବ ଫିଲ୍ମ ଶୁଟିଂ

ମସ୍କୋ, ୬ା୧୦: ଏଣିକି ମହାକାଶରେ ଶୁଭିବ ଲାଇଟ୍‌ସ, କ୍ୟାମେରା ଏବଂ ଆକ୍ସନ ଶବ୍ଦ। ପର୍ଯ୍ୟଟନ ପରେ ଏବେ ଦୁନିଆ ଦେଖିବ ସ୍ପେସ୍‌ରେ ଫିଲ୍ମ ଶୁଟିଂ ଦୃଶ୍ୟ। ମହାକାଶ…

3 years ago

ତାଇଓ୍ବାନ ସୀମାରେ ଚାଇନା ଯୁଦ୍ଧବିମାନ

ତାଇପେଇ/ବେଜିଂ/ ଓ୍ବାଶିଂଟନ,୬।୧୦: ତାଇଓ୍ବାନର ଏୟାର ଡିଫେନ୍ସ ଆଇଡେଣ୍ଟିଫିକେଶନ ଜୋନ୍‌ (ଏଡିଆଇଜେଡ୍‌)ରେ ଚାଇନାର ୫୬ ଯୁଦ୍ଧବିମାନ ଅନୁପ୍ରବେଶ କରିଛି। ଏହାକୁ ନେଇ ଦୁଇ ପଡ଼ୋଶୀ ମଧ୍ୟରେ ଉତ୍ତେଜନା ବୃଦ୍ଧି…

3 years ago

ଛାତ୍ରଙ୍କ ସହ କାର୍‌ରେ ଏମିତି କାମ କରୁଥିଲେ ଶିକ୍ଷୟିତ୍ରୀ

ମିଆମି,୬।୧୦: ଫ୍ଲୋରିଡା ମିଡଲ ସ୍କୁଲର ୩୧ ବର୍ଷୀୟା ଡ୍ରାମା ଶିକ୍ଷୟିତ୍ରୀ ବ୍ରିଟନି ଲୋପେଜ ମୁରେଙ୍କୁ ସୋମବାର ଗିରଫ କରାଯାଇଛି। ତାଙ୍କ ବିରୋଧରେ ଆସିଛି ଛାତ୍ରଙ୍କ ସହ ସେକ୍ସ…

3 years ago

ମହାକାଶରେ ‘ଚ୍ୟାଲେଞ୍ଜ’ର ଶୁଟିଂ

ମସ୍କୋ, ୫ା୧୦: ଏଣିକି ମହାକାଶରେ ଶୁଭିବ ଲାଇଟ୍‌ସ, କ୍ୟାମେରା ଏବଂ ଆକ୍ସନ ଶବ୍ଦ। ପର୍ଯ୍ୟଟନ ପରେ ଏବେ ଦୁନିଆ ଦେଖିବ ସ୍ପେସ୍‌ରେ ଫିଲ୍ମ ଶୁଟିଂ ଦୃଶ୍ୟ। ମହାକାଶ…

3 years ago

ଏହି ଦେଶର ମିସ୍‌ ୱାର୍ଲଡ ମୁକୁଟ ପିନ୍ଧିଲେ…

ନୂଆଦିଲ୍ଲୀ: ମିସ୍‌ ୱାର୍ଲଡ ଆମେରିକା -୨୦୨୧ର ମୁକୁଟ ପାଇଁ ଜଣେ ଭାରତୀୟ-ଆମେରିକୀୟ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ  ଶ୍ରୀସାଇନି।  ଭାରତରେ ଜନ୍ମ ହୋଇଥିଲେ ମଧ୍ୟ  ସେ…

3 years ago