ଅନ୍ତର୍ଜାତୀୟ

ଟ୍ୟୁନିସିଆର ପ୍ରଥମ ମହିଳା ମୁଖିଆ

ଟୁନିସ୍‌: ଟ୍ୟୁନିସିଆରେ ପ୍ରଥମ କରି ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରାଷ୍ଟ୍ରପତି କାଏସ୍‌ ସଇଦ୍‌ ଆଶ୍ଚର୍ଯ୍ୟଜନକ ଭାବେ ୬୩ ବର୍ଷୀୟା ରାଓଧା ବୁଡେଣ୍ଟ ରାମାଧାନେଙ୍କ ନାଁ ଏହି…

3 years ago

ଡ୍ରାଇଭର ନ ମିଳିବାରୁ ସୈନିକ ଚଲାଇବେ ତେଲ ଟ୍ୟାଙ୍କର

ଲଣ୍ଡନ, ୨୯ା୯: ଟ୍ରକ୍‌ ଚାଳକଙ୍କ ଅଭାବରୁ ବ୍ରିଟେନରେ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହେବାଯୋଗୁ ସପ୍ତାହେ ହେଲା ଲାଗି ରହିଥିବା ତୈଳ ସଙ୍ଗଟ ଦୂର କରିବା ପାଇଁ ସେନା…

3 years ago

ବୈଦେଶିକ ମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ

ଟୋକିଓ,୨୯ା୯: ଜାପାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଫୁମିଓ କିଶିଦା ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ। ଶାସକ ଦଳ ଲିବେରାଲ୍‌ ଡେମୋକ୍ରାଟିକ୍‌ ପାର୍ଟିର ବୁଧବାର ଅନୁଷ୍ଠିତ ନିର୍ବାଚନରେ ସେ ନେତା…

3 years ago

ଫେସ୍‌ବୁକ ପାଇଁ ୭୦ ବର୍ଷ ପରେ ମା’ଙ୍କୁ ଫେରିପାଇଲେ

ଢାକା,୨୯।୯: ସୋସିଆଲ ମିଡିଆ ପ୍ଲାଟଫର୍ମ କାରଣରୁ ୭୦ ବର୍ଷ ପରେ ନିଜ ମା’ଙ୍କୁ ଫେରିପାଇଛନ୍ତି ବାଂଲାଦେଶର ଜଣେ ୮୨ ବର୍ଷୀୟ ବୃଦ୍ଧ। ବୃଦ୍ଧଙ୍କ ମା’ଙ୍କ ବୟସ ପାଖାପାଖି…

3 years ago

ବିଜୁଳି ପାଇଁ ଚାଇନାରେ ହାହାକାର, ଫ୍ଲାସ ଲାଇଟ୍‌ରେ ଭୋଜନ କଲେ ଲୋକେ

ବେଜିଂ,୨୯ା୯: ଚାଇନାରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ସ୍ମାର୍ଟଫୋନ ଫ୍ଲାସ୍‌ ଲାଇଟ୍‌ ବ୍ୟବହାର କରି ତାହାର ଆଲୋକରେ ଲୋକଙ୍କୁ…

3 years ago

ଆମେରିକାକୁ ତାଲିବାନର ଚେତାବନୀ

କାବୁଲ,୨୯ ।୯: ଆଫଗାନିସ୍ତାନରେ ଶାସନକୁ ଫେରିବା ପରେ ତାଲିବାନ ଆମେରିକାକୁ ଚେତାବନୀ ଦେଇଛି । ଆମେରିକା ଦ୍ୱାରା ଆଫଗାନିସ୍ତାନ ବିମାନ ବନ୍ଦରରେ ଡ୍ରୋନ୍ ଉଡାଇବାକୁ ନେଇ ଚେତାବନୀ…

3 years ago

ବର୍ଷେ ପରେ ବଦଳିବେ ପ୍ରଧାନମନ୍ତ୍ରୀ, ବିଦେଶମନ୍ତ୍ରୀ ଧରିବେ ଡୋର…

ଟୋକିଓ,୨୯।୯: ବର୍ଷେ ପରେ ପୁଣି ଜାପାନରେ ପ୍ରଧାନମନ୍ତ୍ରୀ ବଦଳିବାକୁ ଯାଉଛନ୍ତି। ବିଦାୟୀ ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗାଙ୍କ ବଦଳରେ ଏବେ ଫୁମିଓ କିଶିଦା ଦାୟିତ୍ୱ ସମ୍ଭାଳିବେ। ୬୪ ବର୍ଷ…

3 years ago

ଆତଙ୍କବାଦୀଙ୍କ ବନ୍ଧୁକ ମୂନରେ ପାକିସ୍ତାନ…

ଇସଲାମାବାଦ,୨୯।୯: ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ପାକିସ୍ତାନକୁ ମହଙ୍ଗା ପଡ଼ିଛି। ଏବେ ପାକିସ୍ତାନ ଆତଙ୍କବାଦୀଙ୍କ ବନ୍ଧୁକ ମୂନରେ ରହିଛି। ଭାରତ ବିରୋଧରେ ରଚୁଥିବା ଷଡ଼ଯନ୍ତ୍ର ଏବେ ପାକିସ୍ତାନ ପାଇଁ…

3 years ago

ଅନ୍ଧାରରେ କରୋନା ଏନ୍ତୁଡ଼ିଶାଳ, କାର୍‌ଠାରୁ ମୋବାଇଲ ପର୍ଯ୍ୟନ୍ତ ସମସ୍ତ ଉତ୍ପାଦନ ପ୍ରଭାବିତ ହେବା ଆଶଙ୍କା…

ବେଜିଂ,୨୯।୯: ଚାଇନାରେ ସୃଷ୍ଟି ହୋଇଥିବା ବିଦ୍ୟୁତ୍‌ ସଙ୍କଟ ଯୋଗୁ ଏବେ ଅନ୍ତର୍ଜାତୀୟସ୍ତରରେ ବହୁ ଶିଳ୍ପ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ଉତ୍ପାଦନ ଏବଂ ଚାହିଦା…

3 years ago

ପାକିସ୍ତାନରେ ୧୨ ବିଦେଶୀ ଆତଙ୍କବାଦୀ ସଙ୍ଗଠନ

ଓ୍ବାଶିଂଟନ, ୨୯।୯: ପାକିସ୍ତାନ ଅନୂ୍ୟନ ୧୨ଟି ବିଦେଶୀ ଆତଙ୍କବାଦୀ ସଂଗଠନକୁ ଆଶ୍ରୟ ଦେଇଥିବା ଆମେରିକା କଂଗ୍ରେସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ସେଥିରୁ ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ (ଜେଇଏମ୍‌)…

3 years ago