ଅନ୍ତର୍ଜାତୀୟ

‘ଅକ୍‌ସ’ରେ ଭାରତକୁ ମିଳିବନି ସ୍ଥାନ

ଓ୍ବାଶିଂଟନ୍‌,୨୩।୯: ଆମେରିକା, ବ୍ରିଟେନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ତ୍ରିପାକ୍ଷିକ ପ୍ରତିରକ୍ଷା ଚୁକ୍ତି ହୋଇଛି। ଯାହାର ନାମ ରହିଛି ‘ଅକ୍‌ସ’। ଭାରତ-ପ୍ରଶାନ୍ତ ମହାସଂଘର ସୁରକ୍ଷା ପାଇଁ ଏହି…

3 years ago

ରୋହିଙ୍ଗ୍ୟାଙ୍କ ଉପରେ ଅତ୍ୟାଚାର, ତଥ୍ୟ ପାଇଁ ଫେସବୁକକୁ ନିର୍ଦ୍ଦେଶ…

ଓ୍ବାଶିଂଟନ,୨୩।୯: ରୋହିଙ୍ଗ୍ୟାଙ୍କ ବିରୋଧରେ ହିଂସା ସହ ଜଡିତ ତଥ୍ୟ ପ୍ରକାଶ କରିବାକୁ ଆମେରିକା କୋର୍ଟ ଫେସବୁକକୁ ନିର୍ଦ୍ଦେଶ ଦେଇଛନ୍ତି। ଆମେରିକାର ନିୟମକୁ ଦର୍ଶାଇ ଫେସବୁକ ରୋହିଙ୍ଗ୍ୟାଙ୍କ ବିରୋଧରେ…

3 years ago

ଭାରତୀୟ ଆଇଟି କମ୍ପାନୀର ବଦଳିଲା ଭାଗ୍ୟ, କ୍ଷଣିକ ମଧ୍ୟରେ ୫୦୦ ପାଲଟିଲେ କୋଟିପତି…

ଓ୍ବାଶିଂଟନ,୨୩।୯: ଭାରତୀୟ ଆଇଟି କମ୍ପାନୀ ଫ୍ରେଶ୍‌ଓ୍ବାର୍କ ଆମେରିକାର ନାସଡାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ତାଲିକାଭୁକ୍ତ ହୋଇଛି। ଏହାଦ୍ୱାରା କ୍ଷଣିକ ମଧ୍ୟରେ ୫୦୦ ଲୋକ କୋଟିପତି ପାଲଟି ଯାଇଛନ୍ତି। ଫ୍ରେଶ୍‌ଓ୍ବାର୍କ…

3 years ago

ଚାଇନାର ବଡ଼ଭାଇ ପଣିଆ, ତାଲିବାନ୍‌ ସରକାରକୁ ମାନ୍ୟତା ଦେବାକୁ ଜୋର୍‌ସୋର୍‌ ଉଦ୍ୟମ…

ବେଜିଂ,୨୩।୯: ଆଫଗାନିସ୍ତାନର ତାଲିବାନ୍‌ ସରକାରକୁ ଅର୍ନ୍ତଜାତୀୟ ମାନ୍ୟତା ଦେବାକୁ ଚାଇନା ବଡ଼ଭାଇ ପଣିଆ ଦେଖାଇବା ଆରମ୍ଭ କରିଛି। ଏନେଇ ଚାଇନା ପକ୍ଷରୁ ଜୋର୍‌ସୋର୍‌ ଉଦ୍ୟମ ଜାରି ରହିଛି।…

3 years ago

କୁଳପତିଙ୍କୁ ବରଖାସ୍ତ କଲା ତାଲିବାନ୍‌, ପ୍ରତିବାଦରେ ୭୦ ଅଧ୍ୟାପକଙ୍କ ଇସ୍ତଫା..

କାବୁଲ,୨୩।୯: ଆଫଗାନିସ୍ତାନରେ ବନ୍ଧୁକ ମୁନରେ କ୍ଷମତା ଦଖଲ କରିଥିବା ତାଲିବାନ୍‌ ପାଇଁ ଏବେ ଗୋଟିଏ ପରେ ଗୋଟିଏ ନୂଆ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। କାବୁଲ ବିଶ୍ୱବିଦ୍ୟାଳୟର…

3 years ago

ଟିକା ସାର୍ଟିଫିକେଟକୁ ସ୍ବୀକୃତି ଦେବାକୁ ଆହ୍ବାନ

ଓ୍ବାଶିଂଟନ, ୨୩।୯: ଅନ୍ତର୍ଜାତୀୟ ଗମନାଗମନକୁ ସୁଗମ କରିବା ଲାଗି ଟିକା ପ୍ରମାଣପତ୍ରକୁ ଆପୋଷ ସ୍ବୀକୃତି ମିଳିବା ଆବଶ୍ୟକ ବୋଲି ୫ ଦିନିଆ ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ…

3 years ago

ଆଇଏସ୍‌ଆଇ ମୁଖ୍ୟଙ୍କୁ ହଟାଇବାକୁ ଚାହୁଁଛି ପାକ୍‌ ସେନା

ଇସ୍‌ଲାମାବାଦ, ୨୩ା୯: ତାଲିବାନ୍‌ ସରକାରରେ ପାକିସ୍ତାନର ହସ୍ତକ୍ଷେପ ଯୋଗୁ ଆଫଗାନିସ୍ତାନରେ ଅସ୍ଥିରତା ଦେଖାଦେଇଛି। ତାଲିବାନ୍‌ ସରକାରକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରଖିବାକୁ ପାକ୍‌ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ମୁଖ୍ୟ…

3 years ago

ଜାତିସଂଘ ଦେଲା ୩୩୨କୋଟି ସହାୟତା

ଜେନେଭା, ୨୩ା୯: ଆଫଗାନିସ୍ତାନକୁ ତାଲିବାନ୍‌ କବ୍‌ଜା କରିବା ପରଠାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିରେ ସୁଧାର ଆଣିବା ପାଇଁ ଜାତିସଂଘ ଜରୁରିକାଳୀନ ପାଣ୍ଠିରୁ ୪୫ ମିଲିୟନ ଡଲାର…

3 years ago

ନେଟ୍‌ ସ୍ବାଧୀନତା ସଙ୍କୁଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ବିଶ୍ୱର ବହୁ ରାଷ୍ଟ୍ରରେ ଇଣ୍ଟରନେଟ୍‌ ବ୍ୟବହାରକାରୀମାନଙ୍କୁ ଜେଲ ଯିବାକୁ ପଡ଼ୁଛି। କେତେକ ଦେଶରେ ୟୁଜର୍ସ ନିଜ ପୋଷ୍ଟକୁ ନେଇ ଆକ୍ରମଣର ଶିକାର ହେଉଛନ୍ତି। ବିଶେଷକରି ବିଗତ…

3 years ago

ୱାଶିଂଟନ ପହଞ୍ଚିଲେ ମୋଦି, ସ୍ୱାଗତ କଲେ ପ୍ରବାସୀ ଭାରତୀୟ

ୱାଶିଂଟନ,୨୩ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଆମେରିକା ଗସ୍ତରେ ଯାଇ ୱାଶିଂଟନରେ ପହଞ୍ଚି ସାରିଛନ୍ତି । ବୁଧବାର ସେ ତାଙ୍କର ଗସ୍ତ ଆରମ୍ଭ କରିଥିବା…

3 years ago