ଅନ୍ତର୍ଜାତୀୟ

ନିର୍ବନ୍ଧ ମୁଦି ୮.୭୫ କୋଟି

ଓ୍ବାଶିଂଟନ: ହଲିଉଡ ଷ୍ଟାର ଜେନିଫର୍‌ ଲୋପେଜ୍‌ ତାଙ୍କ ଲଭଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରେମିକ ଆଲେକ୍ସ ରୋଡ୍ରିଗୁଏଜ୍‌ଙ୍କ ସହ ଜେନିଫରଙ୍କର ବ୍ରେକଅପ ହୋଇଯାଇଛି। ବ୍ରେକଅପ୍‌ ପରେ ଅଭିନେତ୍ରୀଙ୍କୁ…

3 years ago

୮ କୁକୁରଙ୍କୁ ଗୁଳିକରି ହତ୍ୟା

କୋହିମା: ନାଗାଲାଣ୍ଡର ଏକ ଛାତ୍ର ସଙ୍ଗଠନ ପକ୍ଷରୁ ୮ ପୋଷା କୁକୁରଙ୍କୁ ଗୁଳି କରି ହତ୍ୟା କରାଯାଇଛି। କୁକୁରଙ୍କୁ ଭାକ୍ସିନ ଦେବା ପାଇଁ କୁହାଯାଇଥିଲେ ମଧ୍ୟ ମାଲିକମାନେ…

3 years ago

ଯୁଦ୍ଧ ପରେ ଅସ୍ତ୍ରବିରତି

ଗାଜା ସିଟି/ଜେରୁଜେଲମ୍‌,୨୨ା୫ :ଅନ୍ତର୍ଜାତୀୟ ଚାପରେ ମୁଣ୍ଡ ନୁଆଇଛନ୍ତି ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ର ହମାସ୍‌ କଠୋରପନ୍ଥୀ। ଉଭୟ ପକ୍ଷଙ୍କ ମଧ୍ୟରେ ୧୧ ଦିନ ଧରି ଚାଲିଥିବା ସଂଘର୍ଷରେ ଶୁକ୍ରବାର…

3 years ago

ପାଲେଷ୍ଟାଇନ୍‌ ସପକ୍ଷରେ ରାଲି ବେଳେ ବିସ୍ଫୋରଣ

ଇସ୍‌ଲାମାବାଦ,୨୧ା୫: ପାକିସ୍ତାନର ବେଲୁଚିସ୍ତାନରେ ଶୁକ୍ରବାର ପାଲେଷ୍ଟାଇନ୍‌ ସପକ୍ଷରେ ରାଲି କରାଯାଉଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ…

3 years ago

ବାଲକୋନିରେ ମଡେଲଙ୍କ ସହ ରୋମାନ୍ସରେ ମାତିଥିଲେ ସିଙ୍ଗର, ସ୍ତ୍ରୀ ଚାଲି ଆସିବାରୁ…

ବ୍ରାସିଲିଆ,୨୧ା୫: ବ୍ରାଜିଲର ଜଣାଶୁଣା ଜଣେ ସିଙ୍ଗରଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁର କାରଣ ହେଲା ତାଙ୍କ ରୋମାନ୍ସ। ୨୩ ବର୍ଷୀୟ ଏମ୍‌ସି କେବିନ ଦୁଇ ସପ୍ତାହ ପୂର୍ବରୁ…

3 years ago

୧୧ ଦିନ ପରେ ଥମିଲା ଯୁଦ୍ଧ!

ତେଲ ଅଭିଭ୍‌,୨୧।୫: ଗତ ୧୧ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷରେ ଶାନ୍ତ ପଡିଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସୁରକ୍ଷା…

3 years ago

ଆଣ୍ଟାର୍କଟିକାରେ ସର୍ବବୃହତ୍‌ ହିମଶୈଳ

ଲଣ୍ଡନ,୨୧ା୫: ଜଳବାୟୁ ପରିବର୍ତ୍ତନ ଯୋଗୁ ସାରା ବିଶ୍ୱରେ ବରଫ ତରଳିବାରେ ଲାଗିଥିବାବେଳେ ଆଣ୍ଟାର୍କଟିକା ମହାଦେଶ ପୃଥିବୀର ସର୍ବବୃହତ୍‌ ବରଫଖଣ୍ଡକୁ ଜନ୍ମ ଦେଇଛି। ଭୂମଧ୍ୟସାଗରରେ ଥିବା ସ୍ପେନ୍‌ର ଲୋକପ୍ରିୟ…

3 years ago

ପୁଣି ପୃଥିବୀ ଉପରେ ମାଡ଼ି ଆସିଲା ବିପଦ: ପାଣିରେ ବହୁ ଉପକୂଳ ସହର ବୁଡ଼ିଯିବା ଆଶଙ୍କା !…

ଲଣ୍ଡନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରେ ଏକ…

3 years ago

ଭାକ୍ସିନ୍‌ ବିକି ୯ ଜଣ ପାଲଟିଛନ୍ତି କୋଟିପତି: ମୋଡେର୍ନା ସିଇଓ ଶୀର୍ଷରେ..

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଉପଯୋଗୀ ସାବ୍ୟସ୍ତ ହେଉଥିବା ସାନିଟାଇଜର, ମାସ୍କ୍‌,…

3 years ago

ଡିଏନ୍‌ଏ କହିବ କଲମ୍ବସ୍‌ କାହାଣୀ

ମାଦ୍ରିଦ୍‌, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍‌ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ ଦେଶର…

3 years ago