ଅନ୍ତର୍ଜାତୀୟ

କାହିଁକି ଭାରତରେ କରୋନା ସଂକ୍ରମଣ ବଢୁଛି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦେଲା ଉତ୍ତର

ନୂଆଦିଲ୍ଲୀ/ନ୍ୟୁୟର୍କ,୨୮।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ତେବେ ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହର ବେଶୀ ମାରାତ୍ମକ ଜଣାପଡୁଛି। ଏଥିରେ…

3 years ago

ଆଇପିଏଲ୍‌ରେ ସାମିଲ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ଜବାବ

ମେଲବୋର୍ନ,୨୭।୪: ଆଇପିଏଲ ୨୦୨୧ରେ ଅଂଶଗ୍ରହଣ କରୁଥିବା ତାଙ୍କ ଦେଶର କ୍ରିକେଟରମାନଙ୍କୁ ଘରକୁ ଫେରିବା ପାଇଁ ନିଜସ୍ବ ବ୍ୟବସ୍ଥା କରିବାକୁ ପଡ଼ିବ ବୋଲି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ…

3 years ago

ଛାତି ଥରାଇ ଦେଉଛି ଭାରତର କରୋନା ସ୍ଥିତି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଳୀ,୨୭।୪: ଭାରତର କରୋନା ମହାମାରୀ ସଂକ୍ରମଣ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଭାରତର କରୋନା ସ୍ଥିତି ଛାତି ଥରାଇ ଦେଉଛି ବୋଲି…

3 years ago

ବିନା ମାସ୍କ୍‌ରେ ନାଚିଲେ ଲୋକେ: ସଂକ୍ରମଣ ସମୟରେ ବଡ଼ ମ୍ୟୁଜିକ୍‌ କନସର୍ଟ…

ଓ୍ବିଲିଂଟନ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ମାସ୍କ୍‌…

3 years ago

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ଅପରିହାର୍ଯ୍ୟ ହୋଇଥିବାବେଳେ ଏହି ନିୟମ ଉଲ୍ଲଂଘନ କରିଛନ୍ତି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ୍‌ ଚାନ୍‌-ଓ-ଚା। ଏଥିପାଇଁ ଦଣ୍ଡ ସ୍ବରୂପ ତାଙ୍କୁ ୬…

3 years ago

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ…

3 years ago

ସବୁଠୁ ମହଙ୍ଗା ଛାଡ଼ପତ୍ର: ପିତାଙ୍କ ପକ୍ଷରୁ ପୁଅ ମା’ଙ୍କୁ ଦେବେ ୭୬୦ କୋଟି ଟଙ୍କା, ଜାଣନ୍ତୁ ପୂରା ମାମଲା…

ଲଣ୍ଡନ,୨୬।୪: ଅଧିକାଂଶ ଛାଡ଼ପତ୍ର ମାମଲା ସାମ୍ନାକୁ ଆସିଥାଏ। ଯେଉଁଥିରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷକୁ ଭରଣପୋଷଣ ବାବଦ ବହୁ ଅର୍ଥ ଦେବାକୁ ପଡ଼ିଥାଏ ବୋଲି ନଜିର ରହିଛି।…

3 years ago

ବିପଦ ବେଳର ବନ୍ଧୁ: ମଜଭୁତ ରହିବା ପାଇଁ ଭାରତକୁ ନିଆରା ବାର୍ତ୍ତା ଦେଲା ୟୁଏଇ

ଆବୁଧାବି,୨୬।୪: ଭାରତ କରୋନା ମହାମାରୀ ସହ ସଂଘର୍ଷ କରୁଛି। ଦିନକୁ ଦିନ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହି ଗୁରୁତର ସଙ୍କଟବେଳେ ଅନେକ ଦେଶ ଭାରତକୁ ସହାୟତାର…

3 years ago

ଭାଇ ଚାହୁଁଥିଲେ ୫ମ ସନ୍ତାନ, ଏହି ଇଚ୍ଛାକୁ ସ୍ତ୍ରୀ ନୁହନ୍ତି; ଏମିତି ପୂରଣ କଲେ ଭଉଣୀ

ଓ୍ବାଶିଂଟନ,୨୬।୪: ସମାଜରେ ଭାଇ-ଭଉଣୀ ସମ୍ପର୍କ ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ। ମାତ୍ର ଯେତେବେଳେ ଶୁଣିବାକୁ ମିଳେ ଯେ, ଭାଇଙ୍କ ପିଲାକୁ ଭଉଣୀ ଜନ୍ମ ଦେଇଛନ୍ତି ତାହା…

3 years ago

୨୫ ହଜାର ବର୍ଷ ଧରି କନ୍ଦାଉଛି କରୋନା, କହିଲେ ବିଶେଷଜ୍ଞ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬।୪: ପୃଥିବୀରେ ସମ୍ପ୍ରତି ଦେଖା ଦେଇଥିବା କରୋନା ମହାମାରୀ ନେଇ ଏକ ନୂଆ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଉଲ୍ଲେଖ କରାଯାଇଛି ଯେ, ଏବେ ନୁହେଁ…

3 years ago