ଅନ୍ତର୍ଜାତୀୟ

ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…

ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।…

3 years ago

ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ…

3 years ago

କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା

ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା…

3 years ago

ମିଗୁଏଲ୍‌ କ୍ୟୁବା କମ୍ୟୁନିଷ୍ଟ ପାର୍ଟିର ନୂଆ ନେତା

ହାଭାନା, ୨୦।୪: କ୍ୟୁବା କମ୍ୟୁନିଷ୍ଟ ପାର୍ଟି ନେତା ପଦରୁ ରାଉଲ କାଷ୍ଟ୍ରୋଙ୍କ ଅବସର ପରେ ସୋମବାର ଦଳ ମିଗୁଏଲ୍‌ ଡିଆଜ୍‌-କାନେଲଙ୍କୁ ନୂଆ ନେତା ବାଛିଛି। କମ୍ୟୁନିଷ୍ଟ ପାର୍ଟି…

3 years ago

ମଙ୍ଗଳରେ ଉଡ଼ିଲା ହେଲିକପ୍ଟର

ପୃଥିବୀ ବାହାରେ କୌଣସି ଦ୍ୱିତୀୟ ଗ୍ରହରେ ହେଲିକପ୍ଟର ଉଡ଼ାଇବାରେ ସଫଳ ହୋଇଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସୋମବାର ମଙ୍ଗଳ ମାଟିରେ ଇନ୍‌ଜେନ୍ୟୁଟି ମାର୍ସ ହେଲିକପ୍ଟର…

3 years ago

ଚାଳକ ବିହୀନ ଟେସ୍‌ଲା କାର୍‌ ଦୁର୍ଘଟଣାରେ ୨ ମୃତ

ନ୍ୟୁୟର୍କ,୧୯।୪ : ଟେକ୍ସାସଠାରେ ଚାଳକ ବିହୀନ ଟେସଲା କାର୍‌ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଶନିବାର ବିଳମ୍ବିତ ରାତିରେ କାର୍‌ଟି ଖୁବ୍‌…

3 years ago

ନିଜକୁ କରୋନାମୁକ୍ତ ଘୋଷଣା କଲା ଏହି ଦେଶ

ଜେରୁଜେଲମ,୧୯।୪: ସମଗ୍ର ଦୁନିଆ କରୋନା କବଳରେ ଥିବା ସମୟରେ ଇସ୍ରାଏଲ ଗୋଟିଏ ଦେଶ ଯିଏ କି ନିଜକୁ କରୋନାମୁକ୍ତ ଘୋଷଣା କରିଛି। ଏହି ଦେଶ ସାମୁହିକ ଟିକାକରଣ…

3 years ago

ଅନ୍ତଃବସ୍ତ୍ରକୁ ପୋତା ଯାଉଛି ମାଟିରେ…

ଜୁରିଚ୍‌,୧୯।୪: ଅନ୍ତଃବସ୍ତ୍ରକୁ ପୋଷାକ ତଳେ ପିନ୍ଧା ଯାଏ। ତେବେ ଏହାକୁ ମାଟିରେ ପୋତିଯାଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି କାର୍ଯ୍ୟ ସ୍ବିଜରଲାଣ୍ଡରେ କରାଯାଉଛି।…

3 years ago

ଗୁଗଲକୁ ପଚରା ଯାଉଛି ଶାରୀରିକ ସମ୍ପର୍କକୁ ନେଇ ଅଧିକ ପ୍ରଶ୍ନ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୪: ଏବେ ସମସ୍ତଙ୍କ ହାତ ପାଆନ୍ତାରେ ଇଣ୍ଟରନେଟ୍‌। କୌଣସି ସମସ୍ୟାରେ ପଡ଼ିଲେ ଅବା ମନରେ କିଛି ପ୍ରଶ୍ନ ଆସିଲେ ତତ୍‌କ୍ଷଣାତ୍‌ ଗୁଗଲକୁ ପ୍ରଶ୍ନ ପଚରା ଯାଉଛି। ଏନେଇ…

3 years ago

ଏବେ ଗର୍ଭଧାରଣ କରନାହିଁ

ବ୍ରାସିଲିଆ, ୧୯।୪: ବ୍ରାଜିଲରେ କରୋନା ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାକାର ମହିଳାମାନଙ୍କୁ ଗର୍ଭଧାରଣ ଯୋଜନା ସ୍ଥଗିତ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ବ୍ରାଜିଲରେ କରୋନା…

3 years ago