ଅନ୍ତର୍ଜାତୀୟ

ପୁଟିନଙ୍କୁ ହତ୍ୟାକାରୀ କହିଲେ ବାଇଡେନ୍‌

ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନଙ୍କୁ ହତ୍ୟାକାରୀ କହିଛନ୍ତି। ସେ କହିଛନ୍ତି, ୨୦୨୦ ଆମେରିକୀୟ ନିର୍ବାଚନରେ ପୁଟିନଙ୍କ ଠକେଇର ପ୍ରମାଣ ପାଇଛନ୍ତି।…

4 years ago

ବିଶ୍ୱର ସବୁଠୁ ଖୁସିର ଦେଶ ଫିନଲାଣ୍ଡ: ଭାରତକୁ ପଛରେ ପକାଇଲା ପାକିସ୍ତାନ

ମହାମାରୀ କରୋନା ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ବିଶେଷ କରି ୨୦୨୦ ଚିନ୍ତା, ଉଦାସୀନତା, ଏକାକୀ, ଅସୁସ୍ଥତା ଏବଂ ମୃତ୍ୟୁର ବର୍ଷ ଥିଲା କହିଲେ କିଛି…

4 years ago

ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗର ସନ୍ଧାନ

ଇସଲାମାବାଦ,୨୦।୩: ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗ ପଥର ସନ୍ଧାନ ମିଳିଛି। ଲାହୋର ଦୁର୍ଗର ମରାମତି ସମୟରେ ସୁଡ଼ଙ୍ଗକୁ ଦେଖି କାମକରୁଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପୁରୁଣା…

4 years ago

୩ ଥର ଝୁଣ୍ଟିଲେ ବାଇଡେନ୍‌: ଭିଡ଼ିଓ ଭାଇରାଲ

ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏୟାର ଫୋର୍ସ ଓ୍ବାନ୍‌ ବିମାନରେ ଚଢ଼ିବା ସମୟରେ ୩ ଥର ଝୁଣ୍ଟିଛନ୍ତି। ଶେଷରେ ସେ ନିଜକୁ ସମ୍ଭାଳି ବିମାନରେ ପ୍ରବେଶ…

4 years ago

୧୦ ବର୍ଷ ଗୃହଯୁଦ୍ଧ

ବିରୁଟ/ଡାମାସ୍‌କସ୍‌/ଇଦ୍‌ଲିବ,୨୦ା୩: ଏକ ଦଶନ୍ଧି ତଳେ ସିରିଆ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ଙ୍କ ବିରୋଧରେ ଆରମ୍ଭ ହୋଇଥିବା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କେତେବେଳେ ଆନ୍ଦୋଳନର ରୂପ ନେଇ କ୍ରମଶଃ ଏକ ବୃହତ୍‌…

4 years ago

ଭାରତ ଗସ୍ତରେ ଆମେରିକାର ପ୍ରତିରକ୍ଷା ସଚିବ

ୱାଶିଂଟନ/ନୂଆଦିଲ୍ଲୀ,୧୯।୩: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ୩ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶନିବାର ଅଷ୍ଟିନ…

4 years ago

ମହାମାରୀ ସତ୍ତ୍ୱେ ଏହା ବିଶ୍ୱର ସବୁଠୁ ସୁଖୀ ଦେଶ

ହେଲସିଙ୍କି (ଫିନଲାଣ୍ଡ),୧୯।୩ : ବିଶ୍ୱର ସବୁଠୁ ସୁଖୀ ଦେଶ ମାନ୍ୟତା ପାଇଛି ଫିନଲାଣ୍ଡ। ମହାମାରୀ ସତ୍ତ୍ୱେ କ୍ରମାଗତ ଚତୁର୍ଥ ଥର ପାଇଁ ଫିନଲାଣ୍ଡ ବଜାୟ ରଖିଛି ଏହି…

4 years ago

ପରସ୍ପରକୁ ଆଖି ଦେଖାଇଲେ ଚାଇନା-ଆମେରିକା

ଓ୍ବାଶିଂଟନ୍‌,୧୯।୩: ଆମେରିକାରେ ନୂତନ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଚାଇନା ସହିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଦୁଇ ଦେଶର…

4 years ago

ନିର୍ବାଚନ ପୂର୍ବରୁ ସାମ୍ନାକୁ ଆସିଲା ପ୍ରଧାନମନ୍ତ୍ରୀଙ୍କ ନଗ୍ନ ଷ୍ଟାଚ୍ୟୁ, ଘଟଣାର ଯାଞ୍ଚ କରୁଛି ପୋଲିସ

ଜେରୁଜେଲମ୍‌,୧୮।୩: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଏକ ନଗ୍ନ ଷ୍ଟାଚ୍ୟୁ ଅବିବ ସହରର ହାବିମା ସ୍କୋୟାରରେ ଦେଖିବାକୁ ମିଳିଛି। ଏକ ରିପୋର୍ଟ ଅନୁଯାୟୀ, କଂସାର ଏହି ମୂର୍ତ୍ତିରେ…

4 years ago

ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଭାଙ୍ଗିି ଦେଲେ ୮୦ ଘର

ଢାକା,୧୮।୩: ଫେସବୁକ୍‌ ପୋଷ୍ଟକୁ ନେଇ ବାଂଲାଦେଶର ଏକ ହିନ୍ଦୁ ଗାଁରେ ହିଫାଜତ୍‌-ଇ-ଇସଲାମ୍‌ ନାମକ ମୌଳବାଦୀ ସଂଗଠନ ପକ୍ଷରୁ ବ୍ୟାପକ ଭଙ୍ଗାରୁଜା କରାଯାଇଛି। ସଂଗଠନର ସଦସ୍ୟମାନେ ଗାଁ ପଶି…

4 years ago