ଅନ୍ତର୍ଜାତୀୟ

ବିଶ୍ୱର ସର୍ବଶ୍ରେଷ୍ଠ ଧନୀଙ୍କୁ ଏମିତି ନିବେଦନ କଲେ ଟ୍ରମ୍ପଙ୍କ ପୁଅ

ଓ୍ବାଶିଂଟନ୍‌,୧୫।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରଙ୍କଙ୍କ ପୁଅ ଜୁନିୟର୍‌ ଟ୍ରମ୍ପ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ ଏଲନ ମସ୍କଙ୍କ ନିକଟରେ ଏକ ନିବେଦନ କରିଛନ୍ତି। ସେ କହିଛନ୍ତି, ଆପଣ…

4 years ago

‘ସିନେଟ୍‌ରେ ଦେଖିନେବି’

ଓ୍ବାଶିଂଟନ,୧୫ା୧:୨୦୨୦ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରିପବ୍ଲିକାନ୍‌ ପାର୍ଟିରେ ଏକଚ୍ଛତ୍ରବାଦୀ ନେତା ଥିଲେ। ହ୍ବାଇଟ୍‌ ହାଉସ୍‌କୁ ଦ୍ୱିତୀୟ ଥର ଯିବା ପାଇଁ ଦଳରେ ସେ ଏକମାତ୍ର ପ୍ରାର୍ଥୀ…

4 years ago

୧୫୭ ଥର ଡ୍ରାଇଭିଂ ଟେଷ୍ଟରେ ଫେଲ୍‌ ହେଲେ ବ୍ୟକ୍ତି, ଆଉ ତା’ ପରେ …

ଡ୍ରାଇଭିଂ ଟେଷ୍ଟରେ ଜଣେ ବ୍ୟକ୍ତି ଥରେ, ଦୁଇ ଥର କିମ୍ବା ଅତି ବେଶିରେ ଦଶ ଥର ଫେଲ୍‌ ହୋଇଥାନ୍ତି। ମାତ୍ର ଇଂଲଣ୍ଡରେ ରହୁଥିବା ଜଣେ ବ୍ୟକ୍ତି ୧୫୭…

4 years ago

ପାକିସ୍ତାନରେ ହିନ୍ଦୁ ମନ୍ଦିର ଭଙ୍ଗା ଘଟଣା: ୧୨ ପୋଲିସ କର୍ମୀ ନିଲମ୍ବିତ

ପେଶାଓ୍ବର,୧୪ା୧- ଖାଇବର ପାଖତୁନଖ୍ବା ପ୍ରଦେଶ ସରକାର ହିନ୍ଦୁ ମନ୍ଦିର ଭଙ୍ଗା ଘଟଣାରେ ୧୨ ଜଣ ପୋଲିସକର୍ମୀଙ୍କୁ ନିଲମ୍ବିତ କରିଛି। ଘଟଣାର ତଦନ୍ତ ରିପୋର୍ଟରେ ନିଲମ୍ବିତ ପୋଲିସକର୍ମୀଙ୍କ ବିରୋଧରେ…

4 years ago

କ୍ୱାରାଣ୍ଟାଇନ୍‌ରେ ୧୦ ଜଣିଆ ଡବ୍ଲ୍ୟୁଏଚ୍‌ଓ ଅନୁସନ୍ଧାନକାରୀ ଟିମ୍‌

ଉହାନ,୧୪।୧: କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ସହରରେ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ୧୦ ଜଣିଆ ଅନୁସନ୍ଧାନକାରୀ ଟିମ୍‌ ପହଞ୍ଚିଛନ୍ତି। ସେମାନେ କରୋନା ଉତ୍ପତ୍ତି…

4 years ago

ଡବ୍ଲୁଏଚ୍‌ଓର ଚେତାବନୀ: ଆହୁରି କଠିନ ହେବ କରୋନା

ଜେନେଭା,୧୪।୧: ସାରା ବିଶ୍ୱ କରୋନାଠାରୁ ମୁକ୍ତି ଚାହୁଁଥିବା ବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ଏକ ଚେତାବନୀ ଦେଇଛି। କରୋନା ମହାମାରୀର ଦ୍ୱିତୀୟ ଅବଧି ପ୍ରଥମ ବର୍ଷ ଅପେକ୍ଷା…

4 years ago

ମହିଳା ଅପରାଧୀଙ୍କୁ ଫାଶୀ

ଓ୍ବାଶିଂଟନ୍‌,୧୪ା୧: ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆମେରିକାର ସୁପ୍ରିମକୋର୍ଟ ଲିସା ମଣ୍ଟଗୋମୋରି (୫୨)ଙ୍କୁ ଫାଶୀ ଦିଆଯାଇଛି। ପ୍ରାୟ ସାତ ଦଶନ୍ଧିରେ ଆମେରିକା ଇତିହାସରେ ଜଣେ ମହିଳାଙ୍କୁ…

4 years ago

ଟ୍ରମ୍ପ୍‌ଙ୍କ ବିରୋଧରେ ନିମ୍ନ ସଦନ

ଓ୍ବାଶିଂଟନ୍‌, ୧୪ା୧: ପରାଜୟ ପରେ ବି କ୍ଷମତାମୋହ ଯୋଗୁ ଦଙ୍ଗା ଉସୁକାଇବା ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ମହାଭିଯୋଗ ପ୍ରସ୍ତାବକୁ…

4 years ago

ସ୍ବାମୀଙ୍କୁ କୁକୁର ବେଲ୍ଟରେ ବାନ୍ଧି ବୁଲାଇବାକୁ ନେଲେ ସ୍ତ୍ରୀ, କାରଣ ଜାଣିଲେ…

ଜଣେ ମହିଳା କରୋନା କଟକଣାରୁ ରକ୍ଷା ପାଇବା ପାଇଁ ଏକ ନିଆରା ପଦକ୍ଷେପ ନେଇ ଚର୍ଚ୍ଚାରେ। ମହିଳା ଜଣକ ସ୍ବାମୀଙ୍କୁ କୁକୁର ପରି ବାନ୍ଧି ବୁଲିବାକୁ ନେଇଗଲେ।…

4 years ago

ଶାରୀରିକ ସମ୍ପର୍କ ସମୟରେ ଅଢ଼େଇ ମିଟର ଦୂରତା ବଜାୟ ରଖିବା ପାଇଁ ଅନୁରୋଧ !

ନ୍ୟୁ ସାଉଥ୍‌ ଓ୍ବେଲସ୍‌,୧୩।୧: କରୋନା ମହାମାରୀ ବିରୋଧରେ ପୃଥିବୀର ପ୍ରତି ଦେଶରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ…

4 years ago