ଅନ୍ତର୍ଜାତୀୟ

୪୦ କୋଟି ବ୍ୟୟରେ ବିଦେଶରେ ନିର୍ମାଣ ହେବ ପୁରୀ ପରି ଜଗନ୍ନାଥ ମନ୍ଦିର, ଜାଣନ୍ତୁ କେଉଁଠି

ଲଣ୍ଡନ,୨୪ା୯: ଓଡ଼ିଶା ସୋସାଇଟି ଅଫ୍‌ ୟୁକେ ପକ୍ଷରୁ ଲଣ୍ଡନରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଏକ ମନ୍ଦିର ତିଆରି ହେବ। ଏହି ମନ୍ଦିରଟି ପୁରୀରେ ଥିବା ଜଗନ୍ନାଥ ମନ୍ଦିରର…

4 years ago

ଟଳିଲା ବିପଦ: ସ୍କୁଲ ବସ୍‌ ଆକାରର ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ କଲା ଅତିକ୍ରମ

ଓ୍ବାଶିଂଟନ, ୨୪।୯: ସ୍କୁଲ ବସ୍‌ ଆକାର ଏକ ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ ଗୁରୁବାର ମଧ୍ୟାହ୍ନରେ ଅତିକ୍ରମ କରିଛି। ନାସା ପକ୍ଷରୁ କୁହାଯାଇଛି ଯେ, ଗ୍ରହାଣୁ ପିଣ୍ଡଟି…

4 years ago

୫୦ ପ୍ରତିଶତ ମୂଳ ଭାରତୀୟଙ୍କ ଭୋଟ ଟ୍ରମ୍ପ୍‌ଙ୍କ ଖାତାକୁ ଯିବ: ସର୍ଭେ

ଓ୍ବାଶିଂଟନ, ୨୪।୯: ନଭେମ୍ବର ୩ରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିରେ ୫୦ ପ୍ରତିଶତ ମୂଳ ଭାରତୀୟଙ୍କ ଭୋଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଖାତାକୁ ଯିବାର…

4 years ago

ଚାଇନାର ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ଜୋକର କହିଲେ ବ୍ୟବସାୟୀ: ଆଉ ତାପରେ…

ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଜୋକର କହିବା ଜଣେ ବ୍ୟବସାୟୀଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ ସରକାରଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଉକ୍ତ ବ୍ୟବସାୟୀ ରେନ୍‌…

4 years ago

କରୋନା ମହାମାରୀକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସହିତ ତୁଳନା କଲେ ଟ୍ରମ୍ପ୍‌

ଜେନେଭା, ୨୩।୯: କରୋନା ମହାମାରୀଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ବିଶ୍ୱଯୁଦ୍ଧ ସହିତ ତୁଳନା କରିଛନ୍ତି। ଜାତିସଂଘର ୭୫ ବର୍ଷପୂର୍ତ୍ତି ପାଳନ ଅବସରରେ ଟ୍ରମ୍ପ୍‌ ଏଭଳି…

4 years ago

କରୋନା ଟିକାର କୌଣସି ଗ୍ୟାରେଣ୍ଟି ନାହିଁ: ଡବ୍ଲୁଏଚ୍‌ଓ ମୁଖ୍ୟ

ଓ୍ବାଶିଂଟନ୍‌,୨୩।୯: କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତ କରାଯାଉଥିଲେ ମଧ୍ୟ ଏହା କାମ କରିବ କିମ୍ବା ନ କରିବ ଏହାର କୌଣସି ଗ୍ୟାରେଣ୍ଟି ନାହିଁ ବୋଲି…

4 years ago

ବ୍ରିଟେନରେ ୬ମାସ ପାଇଁ ‘ଓ୍ବାର୍କ ଫ୍ରମ୍‌ ହୋମ୍‌’

ବ୍ରିଟେନ,୨୩ା୯: କୋଭିଡ୍‌ ସଂକ୍ରମଣ ରୋକିବା ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଦେଶବାସୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି। ଏଥିପାଇଁ ୬ ମାସ ପର୍ଯ୍ୟନ୍ତ…

4 years ago

ଏଠାରେ ବିବାହ କଲେ ସରକାର ଦେଉଛନ୍ତି ୪.୨୦ ଲକ୍ଷ ଟଙ୍କା: ଜାଣନ୍ତୁ…

ଏମିତି ଏକ ଦେଶ ରହିଛି ଯେଉଁଠାରେ ବିବାହ କଲେ ସରକାରଙ୍କଠାରୁ ୪.୨୦ ଲକ୍ଷ ଟଙ୍କା ମିଳିବ। ନବ ଦମ୍ପତି ନିଜର ବୈବାହିକ ଜୀବନକୁ ଖୁସିରେ ବିତାଇବା ପାଇଁ…

4 years ago

୪୨ ବର୍ଷ ତଳେ ଏଲିଅନ୍‌କୁ ଗୁଳିମାଡ଼ କରିଥିଲା ଆମେରିକା !

ଓ୍ବାଶିଂଟନ, ୨୨।୯: ଏଲିଅନ୍‌ର ଉପସ୍ଥିତି ନେଇ ବହୁ କଥା ଶୁଣିବାକୁ ମିଳିଥାଏ। ଏହାକୁ ନେଇ ବହୁ ଫିଲ୍ମ ମଧ୍ୟ ହୋଇ ସାରିଛି। କେତେକ ଏହାକୁ କାଳ୍ପନିକ ବୋଲି…

4 years ago

ଜାତିସଂଘରେ ଭାରତର କଡ଼ା ଜବାବ: ଆତଙ୍କବାଦୀଙ୍କୁ ଶହୀଦ୍‌ କହୁଛି ପାକିସ୍ତାନ

ଜେନେଭା, ୨୨।୯: ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘର ୭୫ ବର୍ଷପୂର୍ତ୍ତିି ଅବସରରେ ଆୟୋଜିତ ଏକ ବୈଠକରେ ଭାରତର ସ୍ଥାୟୀ ମିଶନର…

4 years ago