ଅନ୍ତର୍ଜାତୀୟ

ନେପାଳ ପାଣି ଛାଡ଼ିବାରୁ ୬୧ ଗାଁ ବୁଡ଼ିଗଲା

ବାହରିଚ୍‌ ୩ା୮(ପି.ଟି.): ନେପାଳ ଏହାର ତିନୋଟି ବ୍ୟାରେଜରୁ ନଦୀକୁ ଜଳ ଛାଡ଼ିଦେବାରୁ ରବିବାର ଉତ୍ତରପ୍ରଦେଶ ବାହରିଚ୍‌ ଜିଲାସ୍ଥିତ ୬୧ଟି ଗାଁ ଜଳମଗ୍ନ ହୋଇଯାଇଛି। ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ…

4 years ago

ଟାଇମ୍ସ ସ୍କୋୟାର ଡିସ୍‌ପ୍ଲେକୁ ଆମେରିକାରେ ବିରୋଧ

ନ୍ୟୁୟର୍କ,୩ା୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣର ଗ୍ରାଉଣ୍ଡବ୍ରେକିଂ ସେରେମନି ହେବ। ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ଭାଜପା ନେତା ଯୋଗଦେବେ। ଏହି…

4 years ago

ଭାରତରେ ୨୭ କୋଟିରୁ ଅଧିକ ଶିଶୁଙ୍କ ରକ୍ତରେ ଜହର

ଜେନେଭା, ୨।୮: ଭାରତରେ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ଦେଶର ୨୭ କୋଟି ୫୦ ଲକ୍ଷରୁ ଅଧିକ…

4 years ago

କରୋନା ଟୀକା ଏହି ମାସରେ ପହଞ୍ଚିବ ଲୋକଙ୍କ ପାଖରେ

ମସ୍କୋ, ୨।୮: ପୃଥିବୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ଦେଶର ବୈଜ୍ଞାନିକ କରୋନା ପ୍ରତିଷେଧକ ଟୀକାର ଟ୍ରାଏଲ୍‌ ଜାରି ରଖିଛନ୍ତି। ତେବେ ରୁଷିଆ…

4 years ago

ଭାରତକୁ ରାଫାଲ ଆସିବା ପରେ କ୍ରୋଧରେ ଜର୍ଜରିତ ପାକିସ୍ତାନ, ଓଗାଳୁଛି ବିଷ

ଲାହୋର,୧ା୮: ଫ୍ରାନ୍ସରୁ ରାଫାଲ ଆସିବା ପରେ ଭାରତୀୟ ବାୟୁସେନାର ୍‌ଶକ୍ତି ବହୁଗୁଣ ବଢ଼ିଯାଇଛି। ଫଳରେ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ କ୍ରୋଧିତ ହୋଇଉଠିଛନ୍ତି। ପ୍ରଥମେ ଚାଇନା…

4 years ago

ଚାଇନା ଉପରେ ଆମେରିକାର ଡିଜିଟାଲ ଷ୍ଟ୍ରାଇକ୍‌: ୨୪ ଘଣ୍ଟା ମଧ୍ୟରେ ବ୍ୟାନ ହୋଇପାରେ ଟିକ୍‌ଟକ୍‌

ଓ୍ବାଶିଂଟନ୍‌,୧।୮: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉଦେ୍‌ବେଗଜନକ ସ୍ଥିତି ହେବା ପରଠାରୁ ଚାଇନା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଆକ୍ରମଣ ଆଭିମୁଖ୍ୟ ସ୍ପଷ୍ଟ…

4 years ago

ପାଣିରେ ମରିପାରନ୍ତି କରୋନା ଭାଇରସ୍‌!

ମସ୍କୋ,୩୧।୭: ମହାମାରୀ କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ବିଭିନ୍ନ ଦେଶରେ କରୋନାର ବର୍ଦ୍ଧିତ ମାମଲା ସାମ୍ନାକୁ ଆସୁଛି। ଏଥିରୁ ରକ୍ଷା ପାଇବା…

4 years ago

୧୦ ବର୍ଷରୁ କମ୍‌ ବୟସର ଶିଶୁଙ୍କଠାରୁ କରୋନା ବ୍ୟାପିବାର ସମ୍ଭାବନା ଅଧିକ !

ଓ୍ବାଶିଂଟନ,୩୧।୭: କରୋନା ମହାମାରୀ ଏବେ ଭୟଙ୍କର ରୂପ ନେଇଥିବା ବେଳେ କେତେକ ସ୍ଥାନରେ ଏହା ଗୋଷ୍ଠୀ ସଂକ୍ରମଣରେ ପରିଣତ ହୋଇଥିବା କୁହାଯାଉଛି। ଏଭଳି ସମୟରେ ଜେଏଏମ୍‌ଏ ପେଡିଆଟ୍ରିକ୍ସ…

4 years ago

ପ୍ରସିଦ୍ଧ ପପ୍‌ସିଙ୍ଗର୍‌ଙ୍କୁ ହତ୍ୟା କରି ଖଣ୍ଡ ଖଣ୍ଡ କାଟି ଫ୍ରିଜ୍‌ରେ ରଖିଲେ ସ୍ତ୍ରୀ

ମସ୍କୋ,୩୧।୭: ରୁଷର ଜଣେ ପ୍ରସିଦ୍ଧ ପପ୍‌ସିଙ୍ଗର ତଥା ରାପର୍‌ଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି ତାଙ୍କ ସ୍ତ୍ରୀ। ପରେ ମୃତ ଶରୀରକୁ ଖଣ୍ଡ ଖଣ୍ଡ କରି କାଟି…

4 years ago

କରୋନା ପ୍ରଭାବ: କୁଏତରେ ଭାରତୀୟ ନାଗରିକଙ୍କ ପ୍ରବେଶ ନିଷେଧ

କୁଏତ ସିଟି,୩୧।୭: କରୋନା ସଙ୍କଟ ଯୋଗୁ କୁଏତରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଦୀର୍ଘ ଦିନରୁ କୁଏତ ସରକାର ନିଜ ଦେଶରେ ଯାତ୍ରା ଉପରେ ଲଗାଇଥିବା ପ୍ରତିବନ୍ଧକକୁ…

4 years ago