Advertisement

ଅନ୍ତର୍ଜାତୀୟ

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମା’ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମା’

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମା’

ଲାହୋର,୨୨।୧୧-ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ମା’ ବେଗମ ଶମୀମ ଅଖତରଙ୍କ ରବିବାର ପରଲୋକ ହୋଇଯାଇଛି। ଲଣ୍ଡନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି…

4 years ago
ଭାଇରାଲ ହେଉଛି ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଫଟୋଭାଇରାଲ ହେଉଛି ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଫଟୋ

ଭାଇରାଲ ହେଉଛି ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଫଟୋ

ଢାକା,୨୨।୧୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବେ ଚର୍ଚ୍ଚାରେ। ତାଙ୍କର ୨ଟି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଜଣେ ନେତ୍ରୀଙ୍କ…

4 years ago
ଟ୍ରମ୍ପ୍‌ଙ୍କୁ ସୁସ୍ଥ କରିଥିଲା ଏହି ଔଷଧ, ଯାହା ଆମେରିକୀୟଙ୍କ ପାଇଁ ହେବ ବରଦାନଟ୍ରମ୍ପ୍‌ଙ୍କୁ ସୁସ୍ଥ କରିଥିଲା ଏହି ଔଷଧ, ଯାହା ଆମେରିକୀୟଙ୍କ ପାଇଁ ହେବ ବରଦାନ

ଟ୍ରମ୍ପ୍‌ଙ୍କୁ ସୁସ୍ଥ କରିଥିଲା ଏହି ଔଷଧ, ଯାହା ଆମେରିକୀୟଙ୍କ ପାଇଁ ହେବ ବରଦାନ

ଓ୍ବାଶିଂଟନ,୨୨ା୧୧: କରୋନା ଭୂତାଣୁ ପୁଣି ଥରେ ଲେଉଟିଛି। ଫଳରେ ଲୋକେ ଏଥିରେ ଶିକାର ହେବାର ଲାଗିଲେଣି। ଏଭଳି ପରିସ୍ଥିତିରେ ଆମେରିକାର ଖାଦ୍ୟ ଏବଂ ଔଷଧ ବିଭାଗ ଶନିବାର…

4 years ago
ମଙ୍ଗଳରେ ଜନବସତି: କାଚ ଘରେ ରହିବେ ଲୋକେମଙ୍ଗଳରେ ଜନବସତି: କାଚ ଘରେ ରହିବେ ଲୋକେ

ମଙ୍ଗଳରେ ଜନବସତି: କାଚ ଘରେ ରହିବେ ଲୋକେ

ଓ୍ବାଶିଂଟନ,୨୨।୧୧: ମଙ୍ଗଳରେ ଘର କରିବା ପାଇଁ ଯୋଜନା ଜାରି ରହିଛି। ପୃଥିବୀ ସହିତ କେତେକ ସାମ୍ୟତା ରଖୁଥିବା ମଙ୍ଗଳରେ ଜୀବନର ସନ୍ଧାନ ଲାଗି ଦୀର୍ଘ ଦିନ ଧରି…

4 years ago
କର୍କଟ ଯୋଗୁ ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଛାଡି ପାରନ୍ତି ପୁଟିନ୍‌ !କର୍କଟ ଯୋଗୁ ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଛାଡି ପାରନ୍ତି ପୁଟିନ୍‌ !

କର୍କଟ ଯୋଗୁ ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଛାଡି ପାରନ୍ତି ପୁଟିନ୍‌ !

ମସ୍କୋ,୨୨।୧୧: ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଦେଶର ସର୍ବୋଚ୍ଚ ପଦବୀରେ ୨୦୩୪ ପର୍ଯ୍ୟନ୍ତ ରହିବା ପାଇଁ ସାମ୍ବିଧାନିକ ବ୍ୟବସ୍ଥାର ସଂଶୋଧନ କରିଥିଲେ। ତେବେ ଏବେ ଏହା ସମ୍ଭବ…

4 years ago
ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟାପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି…

4 years ago
ମହାତ୍ମାଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାରରେ ନିଲାମମହାତ୍ମାଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାରରେ ନିଲାମ

ମହାତ୍ମାଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାରରେ ନିଲାମ

ବ୍ରିଷ୍ଟଲ,୨୨।୧୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାର ଟଙ୍କା(୧୨ ହଜାର ପାଉଣ୍ଡ)ରେ ନିଲାମ ହୋଇଛି। ଏହି ଘଣ୍ଟାକୁ ମହାତ୍ମା ପକେଟରେ ରଖୁଥିଲେ।…

4 years ago
ପାକିସ୍ତାନକୁ ଧମକ ଦେଲେ ଗୁଗୁଲ, ଫେସବୁକ୍‌, ଟୁଇଟରପାକିସ୍ତାନକୁ ଧମକ ଦେଲେ ଗୁଗୁଲ, ଫେସବୁକ୍‌, ଟୁଇଟର

ପାକିସ୍ତାନକୁ ଧମକ ଦେଲେ ଗୁଗୁଲ, ଫେସବୁକ୍‌, ଟୁଇଟର

ଇସ୍‌ଲାମାବାଦ,୨୨ ।୧୧: ପାକିସ୍ତାନରେ ଡିଜିଟାଲ ମିଡିଆକୁ ନେଇ ହୋଇଥିବା ନୂଆ ନିୟମ ଯୋଗୁ ଏବେ ଉଠିଛି ବିବାଦ । ଏହାକୁ ନେଇ ଗୁଗୁଲ ,ଫେସବୁକ୍‌, ଟୁଇଟର ଭଳି…

4 years ago
ବ୍ରିଟେନ ଲେବର ପାର୍ଟିରୁ ମେଘନାଦ ଦେଶାଇଙ୍କ ଇସ୍ତଫାବ୍ରିଟେନ ଲେବର ପାର୍ଟିରୁ ମେଘନାଦ ଦେଶାଇଙ୍କ ଇସ୍ତଫା

ବ୍ରିଟେନ ଲେବର ପାର୍ଟିରୁ ମେଘନାଦ ଦେଶାଇଙ୍କ ଇସ୍ତଫା

ଲଣ୍ଡନ, ୨୨।୧୧: ଭାରତୀୟ ବଂଶୋଦ୍ଭବ ଅର୍ଥନୀତିଜ୍ଞ ତଥା ଲେଖକ ଲର୍ଡ ମେଘନାଦ ଦେଶାଇ ବ୍ରିଟେନର ବିରୋଧୀ ଦଳ ଲେବର ପାର୍ଟିର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଜାତିବାଦକୁ…

4 years ago
ଆଇନ ଊର୍ଦ୍ଧ୍ୱରେ ଆଜୀବନ ରାଷ୍ଟ୍ରପତିଆଇନ ଊର୍ଦ୍ଧ୍ୱରେ ଆଜୀବନ ରାଷ୍ଟ୍ରପତି

ଆଇନ ଊର୍ଦ୍ଧ୍ୱରେ ଆଜୀବନ ରାଷ୍ଟ୍ରପତି

ମସ୍କୋ,୨୨ା୧୧:୬୮ ବର୍ଷୀୟ ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୦୦୦ ମସିହାରୁ କ୍ଷମତାର ଶୀର୍ଷରେ ରହିଛନ୍ତି। କେତେବେଳେ ପ୍ରଧାନମନ୍ତ୍ରୀ ତ ପୁଣି କେବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରି…

4 years ago