ଅନ୍ତର୍ଜାତୀୟ

ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଆପତ୍ତିଜନକ ଚିତ୍ର, ସ୍ପ୍ରେ ପେଣ୍ଟିଂରେ କରାଗଲା ବେରୂପ

ଆମଷ୍ଟରଡାମ,୧୮।୬: ଓ୍ବାଶିଂଟନ ଡିସି ପରେ ଏବେ ନେଦରଲାଣ୍ଡସ୍‌ର ରାଜଧାନୀ ଆମଷ୍ଟରଡାମରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ବୁତ୍ତ ନଷ୍ଟ କରିଦେଇଛନ୍ତି। ନେଦରଲାଣ୍ଡସ୍‌ ପୋଲିସର ସୂଚନା…

4 years ago

୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜେନେଭା, ୧୮।୬: ଭାରତ ୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଏନେଇ ହୋଇଥିବା ଭୋଟିଂରେ ୧୯୩ ସଦସ୍ୟ ରାଷ୍ଟ୍ର…

4 years ago

ଗଲଓ୍ବାନ ଉପରେ ଦାବି ଦୋହରାଇଲା ଚାଇନା

ବେଜିଂ,୧୮ା୬: ଲଦାଖସ୍ଥିତ ଗଲଓ୍ବାନ ଉପତ୍ୟକା ଉପରେ ବୁଧବାର ପୁଣିଥରେ ନିଜର ଦାବି ଦୋହରାଇଛି ଚାଇନା। ଏହି ଅଞ୍ଚଳ ସବୁବେଳେ ଚାଇନାର ଥିଲା ବୋଲି ବେଜିଂ ପକ୍ଷରୁ କୁହାଯାଇଛି।…

4 years ago

ନ୍ୟୁଜିଲାଣ୍ଡରେ କରୋନା ମୁକାବିଲା କରିବ ସେନା

ଓ୍ବେଲିଂଟନ୍‌,୧୭।୬: ନ୍ୟୁଜିଲାଣ୍ଡ ଜୁନ ୮ରେ କରୋନା ମୁକ୍ତ ଦେଶ ବୋଲି ଘୋଷଣା କରିଥିଲା। କିନ୍ତୁ ଗୋଟିଏ ସପ୍ତାହ ପରେ ଦେଶରେ ପୁଣି ୨ନୂଆ କରୋନା ପଜିଟିଭ୍‌ ଚିହ୍ନଟ…

4 years ago

ପ୍ରତି ୫ ଜଣରେ ଜଣଙ୍କୁ କରୋନା ସଂକ୍ରମଣର ରହିଛି ଆଶଙ୍କା: ପୃଥିବୀର ୧୭୦ କୋଟି ଲୋକ ବିପଦରେ

ପ୍ୟାରିସ୍‌, ୧୭।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଲାସେଣ୍ଟ୍‌ ପତ୍ରିକା ପକ୍ଷରୁ ହୋଇଥିବା ଏକ ଅଧ୍ୟୟନ ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ,…

4 years ago

ଭାରତ-ଚାଇନା ସୀମା ବିବାଦ ଉପରେ ଆମେରିକାର ନଜର: କହିଲା, ଶାନ୍ତିପୂର୍ଣ୍ଣ ସମାଧାନ ହେଉ

ୱାଶିଂଟନ,୧୭।୬: ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସେନାଙ୍କ ମଧ୍ୟରେ ସଂଘର୍ଷ ଘଟି ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩ ସୈନ…

4 years ago

ଭାରତ-ଚାଇନା ମଧ୍ୟରେ କଥାବାର୍ତ୍ତା ବିଫଳ: ସୀମାରେ ଉତ୍ତେଜନା ଜାରି

ନୂଆଦିଲ୍ଲୀ,୧୭।୬: ଲଦାଖର ଲାଇନ ଅଫ ଆକଚୁଆଲ କଣ୍ଟ୍ରୋଲ ନିକଟସ୍ଥ ଗଲଓ୍ବାନ ଉପତ୍ୟକା ନିକଟରେ ବର୍ତ୍ତମାନ ସ୍ଥିତି ତିକ୍ତ ଅବସ୍ଥାରେ ଅଛି। ଦୁଇ ଦେଶ ମଧ୍ୟ ଚାଲିଥିବା ଆଲୋଚନା…

4 years ago

ଚାଇନାର ୫ ସୈନ୍ୟ ମୃତ, ୧୧ ଆହତ: ଗ୍ଲୋବାଲ ଟାଇମ୍ସ୍‌

ବେଜିଂ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ…

4 years ago

ଫ୍ରାନ୍ସରେ ଖୋଲିଲା ବର୍ଡର, ବାର, କାଫେ, ସ୍କୁଲ

ପ୍ୟାରିସ,୧୬।୬: କରୋନା ଭାଇରସ୍‌ ମହାମାରୀ ସାରା ବିଶ୍ୱକୁ ଏକ ଆହ୍ବାନ ଦେଇଛି, ଯେଉଁଥିରୁ ମୁକୁଳିବା ପାଇଁ କୌଣସି ଦେଶ ଏଯାଏଁ ସଫଳ ହୋଇପାରିନାହାନ୍ତି। ପରିସ୍ଥିତି ଏପରି ହୋଇଛି…

4 years ago

ନ୍ୟୁଜିଲାଣ୍ଡକୁ ପୁଣି ଫେରିଲା କରୋନା: ୨ ନୂଆ ପଜିଟିଭ୍‌ ଚିହ୍ନଟ

ୱେଲିଂଟନ,୧୬।୬: ନ୍ୟୁଜିଲାଣ୍ଡକୁ ପୁଣି ଫେରିଛି କରୋନା। ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା ହେବାର ସପ୍ତାହେ ପରେ ନ୍ୟୁଜିଲାଣ୍ଡରେ ପୁଣି ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ…

4 years ago