ଅନ୍ତର୍ଜାତୀୟ

ବିମାନ ଦୁର୍ଘଟଣା: ଗୋଟିଏ ପରିବାରର ୪ ଜଣଙ୍କ ସମେତ ୫ ମୃତ

ଜର୍ଜିଆ,୬।୬: ଆମେରିକାର ଜର୍ଜିଆରେ ହୋଇଥିବା ଏକ ଛୋଟ ବିମାନ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…

4 years ago

‘ଏଚ୍‌ସିକ୍ୟୁ ଅସୁରକ୍ଷିତ’ ଦାବିରୁୁ ଓହରିଲେ ଅଧ୍ୟୟନକାରୀ

ଓ୍ବାଶିଂଟନ,୬ା୬: କରୋନା ରୋଗୀଙ୍କୁ ଦିଆଯାଉଥିବା ମ୍ୟାଲେରିଆ ନିରୋଧୀ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ (ଏଚ୍‌ସିକ୍ୟୁ) ବିରୋଧରେ ଏକପ୍ରକାର ଷଡ଼ଯନ୍ତ୍ର କରାଯାଇଥିବା ମନେହେଉଛି। କାରଣ ଏହି ଔଷଧ କରୋନା ରୋଗୀଙ୍କ ପାଇଁ…

4 years ago

କମାଣ୍ଡର ନିଯୁକ୍ତ କଲା ଚାଇନା

ବେଜିଂ,୬ା୬(ପି.ଟି.): ସୀମାବିବାଦକୁ ନେଇ ଭାରତ ଓ ଚାଇନା ସେନା ମଧ୍ୟରେ ପାଖାପାଖି ୨ ସପ୍ତାହ ହେଲା ଅଚଳାବସ୍ଥା ଲାଗି ରହିଛି। ଏହାର ସମାଧାନ ଲାଗି ଶନିବାର ଦୁଇଦେଶର…

4 years ago

ଅଣ୍ଡରଓ୍ବାଲର୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ କରୋନା ପଜିଟିଭ୍‌

କରାଚି‌,୫।୬: ପାକିସ୍ତାନ କରାଚିରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନରେ ଲୁଚି ରହିଥିବା ଅଣ୍ଡରଓ୍ବାଲର୍ଡ ଡନ୍‌ ତଥା ଭାରତର ମୋଷ୍ଟ ଓ୍ବାଣ୍ଟେଡ୍‌…

4 years ago

କରୋନା ସଂକ୍ରମଣରେ ଆଗକୁ ବଢୁଛି ବ୍ରାଜିଲ-ଭାରତ

ଓ୍ବାଶିଂଟନ,୫।୬: ୟୁରୋପୀୟ ଦେଶକୁ ବାଦ୍‌ ଦେଲେ ଏବେ ଆମେରିକା ସମେତ ଏସିଆ ଓ ଆଫ୍ରିକାରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ସୁଦ୍ଧା ବିଶ୍ୱରେ…

4 years ago

ଓ୍ବାଶିଂଟନରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୬(ପି.ଟି.)ଆମେରିକାର ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସ ବାହାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କେତେଜଣ ଅଜଣା ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହ ସେଥିରେ ରଙ୍ଗ ସ୍ପ୍ରେ କରିଛନ୍ତି। ଦୂତାବାସ…

4 years ago

ମୋଦିଙ୍କ ଆଲିଙ୍ଗନକୁ ମିସ୍‌ କଲେ ମୋରିସନ

କାନବେରା,୪।୬: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଗୁରୁବାର ଏକ ଭର୍ଚୁଆଲ ସାକ୍ଷାତ୍‌କାର ହୋଇଛି। ଏହି ସମୟରେ କିନ୍ତୁ ସ୍କଟ କିଛି…

4 years ago

ପ୍ରଦର୍ଶନକାରୀଙ୍କୁ ସମର୍ଥନ କଲେ ଟ୍ରମ୍ପ୍‌ଙ୍କ ଝିଅ ଟିଫ୍‌ନି

ଓ୍ବାଶିଂଟନ, ୪।୬: ଆମେରିକାରେ ପୋଲିସ ନିର୍ଯାତନାରେ କୃଷ୍ଣକାୟ ଜର୍ଜ ଫ୍ଲୋୟଡ୍‌ଙ୍କର ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ବଢ଼ିବାରେ ଲାଗିଛି। ମିନିଆପଲିସ ସହରରେ ହୋଇଥିବା ପୋଲିସ…

4 years ago

ଗ୍ବାଦରରେ ନୌସେନା ଘାଟି ଗଢ଼ୁଛି ଚାଇନା

ଗ୍ବାଦର,୪ା୬: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶସ୍ଥିତ ଗ୍ବାଦର ବନ୍ଦରରେ ଚାଇନା ଗୋପନରେ ଏକ ହାଇ ସିକ୍ୟୁରିଟି କମ୍ପାଉଣ୍ଡ ନିର୍ମାଣ କରୁଛି। ଏହାକୁ ଚାଇନା ନୌସେନା ଘାଟି ଭାବେ ବ୍ୟବହାର…

4 years ago

ଛାଡ଼ପତ୍ର ଦାବିକଲେ ଡେରେକ୍‌ଙ୍କ ସ୍ତ୍ରୀ

ଓ୍ବାଶିଂଟନ,୪ା୬(ପି.ଟି.): ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଅଧିକାରୀ ଡେରେକ୍‌ ଶଉଭିନ୍‌ (୪୪)ଙ୍କୁ ଚାକିରିରୁ ନିଲମ୍ବନ କରାଯାଇ ଗିରଫ କରାଯାଇଛି। ଡେରେକ୍‌ଙ୍କ ସ୍ତ୍ରୀ କିଲିଏ ମେ ଶଉଭିନ୍‌…

4 years ago