ଅନ୍ତର୍ଜାତୀୟ

ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍‌ରେ ନାହାନ୍ତି ମୋଦି: ଟ୍ରମ୍ପ୍‌

ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ ଦେଶ…

4 years ago

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ…

4 years ago

ହଂକଂ ସୁରକ୍ଷା ବିଲ୍‌କୁ ଚାଇନାର ମଞ୍ଜୁରୀ

ବେଜିଂ/ହଂକଂ,୨୯ା୫: ଚାଇନା ପାର୍ଲାମେଣ୍ଟ ଗୁରୁବାର ହଂକଂ ସୁରକ୍ଷା ବିଲ୍‌କୁ ମଞ୍ଜୁରୀ ଦେଇଛି। ବେଜିଂର କ୍ଷମତାକୁ ଦୁର୍ବଳ କରିବା ଏହି ବିବାଦୀୟ ଆଇନ ଅନୁସାରେ ଅପରାଧ ବିବେଚିତ ହେବ।…

4 years ago

କରୋନା ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ ବ୍ୟବହାର କରିବାକୁ ମନା କଲା ୟୁରୋପିୟନ ୟୁନିୟନ

ଫ୍ରାନ୍ସ,୨୮।୫: କରୋନା ଭାଇରସର ଚିକିତ୍ସା ପାଇଁ କିଛି ଦେଶ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ବ୍ୟବାହର କରୁଥିବା ବେଳେ ବୁଧବାର ୟୁରୋପିୟନ ୟୁନିୟନ ଏହାକୁ ବ୍ୟାନ କରିଛନ୍ତି। ଏହାକୁ ନେଇ…

4 years ago

ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଚେତାବନୀ ପରେ ଏବେ ଆମେରିକା, ବ୍ରାଜିଲ, ଭାରତ ଓ କିଛି ଲାଟିନ ଆମେରିକା ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ…

4 years ago

୨୭ ଦିନରେ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ମାପିଲା ଚାଇନା

ବେଜିଂ,୨୮।୫: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପକ୍ଷରୁ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ୨୭ ଦିନରେ ମାପ କରାଯାଇଛି।…

4 years ago

୨୦୨୦ ଶେଷ ସୁଦ୍ଧା ଆର୍ଥିକ ସମସ୍ୟା ଯୋଗୁ ୮ କୋଟି ୬୦ ଲକ୍ଷ ଶିଶୁଙ୍କୁ ମିଳିବନି ଖାଦ୍ୟ

ଜେନେଭା,୨୮।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ଆଗାମୀ ଦିନରେ ଖାଦ୍ୟ ସଙ୍କଟ ଦେଖାଯିବ। ଫଳରେ ୮ କୋଟି ୬୦ ଲକ୍ଷ ଶିଶୁ ଆର୍ଥିକ ସମସ୍ୟା ଯୋଗୁ ସାଧାରଣ…

4 years ago

କରୋନା ସଂକ୍ରମଣକୁ ରୋକିବ କଟନ ମାସ୍କ

ଓଟଓ୍ବା, ୨୮ା୫: କରୋନା ସଂକ୍ରମଣକୁ ନେଇ ସାରା ପୃଥିବୀରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହି ସଂକ୍ରମଣଠାରୁ କିଭଳି ଦୂରେଇ ରହିହେବ ଏବଂ ସଂକ୍ରମିତଙ୍କୁ ଶୀଘ୍ର ଚିହ୍ନଟ…

4 years ago

ମାନଚିତ୍ର ସଂଶୋଧନ ଆଲୋଚନା ଅଟକିଲା

କାଠମାଣ୍ଡୁ,୨୮ା୫: ନେପାଳ ମାନଚିତ୍ରରେ ପରିବର୍ତ୍ତନ ଲାଗି ବୁଧବାର ପାର୍ଲାମେଣ୍ଟରେ ସମ୍ବିଧାନ ସଂଶୋଧନ ନେଇ ଆଲୋଚନା ହେବାର ଥିଲା। ଏବେ ଆଲୋଚନାରୁ ଏହି ପ୍ରସଙ୍ଗ ବାଦ୍‌ ପଡ଼ିଛି। ଫଳରେ…

4 years ago

ଜାତୀୟ ସଙ୍ଗୀତ ବିଲ୍‌କୁ ହଂକଂରେ ବିରୋଧ

ହଂକଂ,୨୮ା୫(ଆଇଏଏନ୍‌ଏସ୍‌): ହଂକଂରେ ଚାଇନାର ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ତାହା ଅପରାଧ ବିବେଚିତ। ଏଭଳି ଉଦ୍ଦେଶ୍ୟ ନେଇ ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏକ ବିଲ୍‌ ଉପସ୍ଥାପନ ପୂର୍ବରୁ ଅର୍ଦ୍ଧସ୍ବୟଂଶାସିତ…

4 years ago