ଅନ୍ତର୍ଜାତୀୟ

ଜାତୀୟ ସଙ୍ଗୀତ ବିଲ୍‌କୁ ହଂକଂରେ ବିରୋଧ

ହଂକଂ,୨୮ା୫(ଆଇଏଏନ୍‌ଏସ୍‌): ହଂକଂରେ ଚାଇନାର ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ତାହା ଅପରାଧ ବିବେଚିତ। ଏଭଳି ଉଦ୍ଦେଶ୍ୟ ନେଇ ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏକ ବିଲ୍‌ ଉପସ୍ଥାପନ ପୂର୍ବରୁ ଅର୍ଦ୍ଧସ୍ବୟଂଶାସିତ…

4 years ago

ଟୁଇଟର ଉପରେ ଟ୍ରମ୍ପ୍‌ କ୍ଷୁବ୍ଧ

ଓ୍ବାଶିଂଟନ,୨୮ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦୁଇଟି ପୋଷ୍ଟ ଉପରେ ଟୁଇଟର ପ୍ରଥମ ଥର ଲାଗି ଫ୍ୟାକ୍ଟ ଚେକ୍‌ ଅଭିଯୋଗ ଲଗାଇଛି। ଉକ୍ତ ପୋଷ୍ଟର ତଥ୍ୟ ଯାଞ୍ଚ…

4 years ago

କରୋନାକୁ ନିଷ୍କ୍ରିୟ କରିବ ପ୍ରୋଟିନ

ବେଜିଂ,୨୮ା୫: ଚାଇନା ଏବଂ ଆମେରିକାର ଗବେଷେକମାନେ ମିଳିତ ଭାବେ ବ୍ୟାକ୍ଟେରିଆ ଦ୍ୱାରା କ୍ଷରିତ ୨ ପ୍ରୋଟିନ ଚିହ୍ନଟ କରିଛନ୍ତି, ଯାହା କରୋନା ଭୂତାଣୁ, ଡେଙ୍ଗୁ ଏବଂ ଏଚ୍‌ଆଇଭି…

4 years ago

ଚାଇନା କହିଲା ସ୍ଥିତି ନିୟନ୍ତ୍ରଣାଧୀନ

ବେଜିଂ,୨୮ା୫: ଭାରତ-ଚାଇନା ସୀମାରେ ସ୍ଥିତି ସ୍ଥିର ଓ ନିୟନ୍ତ୍ରଣାଧୀନ ରହିଛି। ଆଲୋଚନା ଓ ବିଚାରବିମର୍ଶ ଜରିଆରେ ସମସ୍ୟାର ସମାଧାନ ପାଇଁ ଉଭୟ ଦେଶ ଉପଯୁକ୍ତ ବ୍ୟବସ୍ଥା ଆପଣାଇଥିବା…

4 years ago

ନକ୍ସା ବିବାଦ ମାମଲାରେ ପଛଘୁଞ୍ଚା ଦେଲା ନେପାଳ

କାଠମାଣ୍ଡୁ,୨୭।୫: ନେପାଳ ନିଜର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ନିକଟରେ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତତା ଦେଖାଦେଇଥିଲା। ହେଲେ ରାଜନୈତିକ ଓ…

4 years ago

ଭାରତ-ଚାଇନା ସୀମା ବିବାଦ: ମଧ୍ୟସ୍ଥତା କରିବାକୁ ପ୍ରସ୍ତାବ ଦେଲା ଆମେରିକା

ଓ୍ବାଶିଂଟନ୍‌,୨୭।୫: କିଛି ଦିନରୁ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଛି। ଏହି ବିବାଦକୁ ସମାଧାନ କରିବା ପାଇଁ ଏବେ ଆମେରିକା ଆଗକୁ ଆସିଛି।…

4 years ago

ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୫୨ ହଜାର: ୫୬ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୬ ଲକ୍ଷ ୮୬ ହଜାର…

4 years ago

କରୋନା ମୃତକଙ୍କ ପାଇଁ ସ୍ପେନରେ ୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ବାର୍ସେଲୋନା,୨୭।୬: କରୋନା ଭୂତାଣୁ ସାରା ବିଶ୍ୱର ୨୧୩ଟି ଦେଶକୁ ବ୍ୟାପିଲାଣି। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ୟୁରୋପୀୟ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ…

4 years ago

ଆମେରିକାରେ ଲକ୍ଷେ ଟପିଲା ମୃତ୍ୟୁ

ଓ୍ବାଶିଂଟନ/ମସ୍କୋ,୨୭ା୫: କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଆମେରିକାରେ ସ୍ଥିତି ସବୁଠାରୁ ଜଟିଳ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ମୋଟ…

4 years ago

ଚାଇନା ‘ବ୍ୟାଟ୍‌ ଓମେନ’ଙ୍କ ଚେତାବନୀ: କରୋନା ଭାଇରସ୍‌ ଆରମ୍ଭ ମାତ୍ର

ବେଜିଂ, ୨୭।୫: ସାରା ବିଶ୍ୱରେ ‘ବ୍ୟାଟ ଓମେନ’ ନାମରେ ପରିଚିତ ଚାଇନାର ଭାଇରୋଲୋଜିଷ୍ଟ ସି ଝେଙ୍ଗଲି ନିକଟରେ ଏକ ସରକାରୀ ଟେଲିଭିଜନରେ ଦେଇଥିବା ସାକ୍ଷାତ୍‌କାରକୁ ନେଇ ଚର୍ଚ୍ଚା…

4 years ago