ଅନ୍ତର୍ଜାତୀୟ

କରୋନ ସଙ୍କଟରେ ଆତଙ୍କବାଦୀଙ୍କ ପ୍ରତି ଇମ୍ରାନ୍‌ଙ୍କ କରୁଣା: ଓ୍ବାଚ୍‌ଲିଷ୍ଟ୍‌ରୁ ହଟିଲେ ୧୮,୦୦ ଜଣ

ଇସଲାମାବାଦ୍‌,୨୧।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ସାରା ପୃଥିବୀରେ ଲଢ଼େଇ ଜାରି ରହିଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କ ପ୍ରତି କରୁଣା ଦେଖାଇଛନ୍ତି। ପାକିସ୍ତାନର ଓ୍ବାଚ୍‌ଲିଷ୍ଟ୍‌ରୁ…

4 years ago

କରୋନାକୁ କରନ୍ତୁନି ହେୟଜ୍ଞାନ; ଆଗାମୀ ଦିନରେ ପୃଥିବୀରେ ସୃଷ୍ଟି କରିବ ଭୟଙ୍କର ସ୍ଥିତି: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୨୧।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

4 years ago

କରୋନା ପରେ ବାଲ୍ୟ ବିବାହ ବୃଦ୍ଧି ପାଇବା ଆଶଙ୍କା: ଜାତିସଂଘ

ଜେନେଭା,୨୧।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। କରୋନା ପରବର୍ତ୍ତୀ ପୃଥିବୀରେ ବହୁ ପରିବର୍ତ୍ତନ ଆସିବା ସହିତ ଆପରାଧୀକ କାର୍ଯ୍ୟକଳାପ…

4 years ago

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ଖବର କାଗଜକୁ ସାମିଲ୍‌ କରନ୍ତୁ ଲୋକେ: ବ୍ରିଟେନ୍‌ ସଂସ୍କୃତି ମନ୍ତ୍ରୀ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆଥିକ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଗଣମାଧ୍ୟମ ଶିଳ୍ପ ବିଶେଷ ଫତିଗ୍ରସ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ବ୍ରିଟେନ୍‌…

4 years ago

ଆମେରିକାରେ ନୂଆ ପ୍ରବାସନ ନେଇ କଟକଣା: ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୧।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ଯୋଗୁ ଆମେରିକାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି…

4 years ago

କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ବ୍ରେନ୍‌ ଡେଡ୍‌: ଗଣମାଧ୍ୟମ ରିପୋର୍ଟ !

ଓ୍ବାଶିଂଟନ,୨୧।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ବ୍ରେନ୍‌ ଡେଡ୍‌ ହୋଇଯାଇଥିବା କେତେକ ବିଦେଶୀ ଗଣମାଧ୍ୟମ…

4 years ago

ଚାଇନା ଉପରେ ବ୍ରିଟେନ୍‌ ଲଗାଇଲା କଟକଣା: ସହାୟତାକାରୀଙ୍କ ବିରୋଧରେ ହେବ ତଦନ୍ତ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ ବ୍ୟବସାୟ…

4 years ago

ବିଲ୍‌ ଗେଟ୍ସଙ୍କ ଭାରତୀୟ ଏଜେଣ୍ଡାର ପର୍ଦ୍ଦାଫାଶ

ଓ୍ବାଶିଂଟନ,୨୧ା୪: ଆମେରିକାର ବିଶିଷ୍ଟ ବ୍ୟବସାୟୀ ଓ୍ବିଲିୟମ୍‌ ବିଲ୍‌ ଗେଟ୍ସଙ୍କ ଭାରତୀୟ ଏଜେଣ୍ଡାର ପର୍ଦ୍ଦାଫାଶ ହୋଇଛି। ଭାରତରେ ଭାକ୍‌ସିନ ବେପାର କରିବା ପାଇଁ ଗେଟ୍ସଙ୍କୁ କିପରି ନିଶା ଘାରିଛି…

4 years ago

ପ୍ୟାରିସ୍‌ ପାଣିରେ କରୋନା ପଜିଟିଭ

ପ୍ୟାରିସ୍‌,୨୧ା୪: କରୋନା ମହାମାରୀର ପ୍ରକୋପରେ ଘାଣ୍ଟି ହେଉଥିବା ଦେଶଗୁଡ଼ିକ ମଧ୍ୟରେ ଫ୍ରାନ୍ସର ସ୍ଥାନ ବିଶ୍ୱରେ ୪ର୍ଥ ଏବଂ ୟୁରୋପରେ ୩ୟ। ଏଠାରେ ଅଦ୍ୟାବଧି ଦେଢ଼ ଲକ୍ଷ ଲୋକ…

4 years ago

ଚାଇନାକୁ ଜର୍ମାନୀର ୧୬୫ ବିଲିୟନ ଡଲାରର ବିଲ୍‌

ନୂଆଦିଲ୍ଲୀ,୨୧ା୪: କରୋନା ଭାଇରସ୍‌ ସଂକ୍ରମଣ ଦ୍ୱାରା ସାରା ବିଶ୍ୱରେ ବ୍ୟାପକ ଭାବେ ଧନଜୀବନ କ୍ଷତି ଘଟିବାରେ ଲାଗିଛି। ଚାଇନାର ଉହାନରୁ ପ୍ରଥମେ ଏହି ସଂକ୍ରମଣ ଦେଖାଦେଇଥିଲା ଏବଂ…

4 years ago