ଅନ୍ତର୍ଜାତୀୟ

କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ…

4 years ago

ମୋଦିଙ୍କୁ ‘ଟେରିଫିକ୍‌’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍‌’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ…

4 years ago

କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ପ୍ରତିଷେଧକ ଟୀକା କରିବ ବିକ୍ରି !

ବେଜିଂ,୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି। କରୋନା…

4 years ago

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ…

4 years ago

ଆମେରିକାରେ ୪ ଲକ୍ଷ ଉପରେ ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୯।୪: ବିଶ୍ୱ ଏବେ କରୋନା କବଳିତ। ଚାରିଆଡ଼େ ତ୍ରାହି ତ୍ରାହି ଡାକ। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିଲେ ବି ଏଭଳି ଯମଯନ୍ତ୍ରଣାରୁ ମୁକୁଳିବା ଲାଗି ଅଣ୍ଟା ସଳଖ…

4 years ago

କରୋନା ସଂକ୍ରମଣରେ ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ: ମୋଦି କଲେ ଶୋକ ପ୍ରକାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: ଆମେରିକାରେ ବାସ କରୁଥିବା ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧି ବ୍ରହ୍ମା କାଞ୍ଚିବୋଟଲାଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି…

4 years ago

କରୋନା ଭୂତାଣୁ ଡିପ୍‌ ଫ୍ରିଜରରେ ବି ବଞ୍ଚିରୁହେ ୨୮ ଦିନ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ, ପନିପରିବା ଆଦିକୁ ସତେଜ ରଖିବା ପାଇଁ ଘରେ ସଭିଏଁ ଫ୍ରିଜର ବ୍ୟବହାର କରିଥାନ୍ତି।…

4 years ago

ସଙ୍କଟ ସମୟରେ ହନୁମାନଙ୍କ ଭଳି ମୋଦି ଆଣିଦେଲେ ସଞ୍ଜିବନୀ ବୁଟି: ବ୍ରାଜିଲ୍‌ ରାଷ୍ଟ୍ରପତି

ବ୍ରାସିଲିଆ,୮।୪: କରୋନା ସଂକ୍ରମଣ ଯୋଗୁ ବ୍ରାଜିଲ୍‌ରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରାଜିଲ ରାଷ୍ଟ୍ରପତି ଜେୟର ଏମ୍‌. ବୋଲସାନାରୋ ଭାରତର ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାଇଡ୍ରୋକ୍ସିକ୍ଲୋରୋକ୍ୟୁଇନ୍‌…

4 years ago

୪୨୦ କୋଟି ଲୋକ ଘରେ ବନ୍ଦ ଥିବାବେଳେ କରୋନାର ଏନ୍ତୁଡ଼ିଶାଳ ଉହାନ ସହର ଉତ୍ସବ ମୁଖର !

ବେଜିଂ,୮।୪: ଚାଇନାର ହୁବେଇ ପ୍ରଦେଶର ଉହାନ ସହରର ମାଂସ ବଜାରରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିଲା। ପରେ ସୁରକ୍ଷା ଦୃଷ୍ଟିରୁ ସହରକୁ ଲକ୍‌ଡାଉନ୍‌ କରାଯାଇଥିଲା। ଏବେ…

4 years ago

କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶ ଦିଅନ୍ତୁ ୮ ଶହ କୋଟି ଡଲାର: ୧୬୫ ଜଣ ବିଶିଷ୍ଟ ବ୍ୟକ୍ତି ଲେଖିଲେ ଚିଠି

ଓ୍ବାଶିଂଟନ,୮।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶକୁ ୧୬୫…

4 years ago