ଅନ୍ତର୍ଜାତୀୟ

ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !

ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର ଏକ…

4 years ago

ଘରେ ରହିବାକୁ ଅମଙ୍ଗ ଲଣ୍ଡନ ଲୋକେ: ଲକ୍‌ଡାଉନ୍‌ ବଢ଼ିପାରେ ୧୨ ସପ୍ତାହ; ଖିଲାପକାରୀଙ୍କୁ ୯୩ ହଜାର ଜରିମାନା

ଲଣ୍ଡନ,୨୯।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇଂଲଣ୍ଡରେ ମଧ୍ୟ ଏହାର ପ୍ରଭାବ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି…

4 years ago

ଇଟାଲିରେ ଏପ୍ରିଲ୍‌ ୩ରୁ ହଟିପାରେ ଲକ୍‌ଡାଉନ୍‌: ମୃତ୍ୟୁ ସଂଖ୍ୟା ଟପିଲା ୧୦ ହଜାର;୯୨,୪୭୨ ସଂକ୍ରମିତ

ରୋମ,୨୯।୩: ଇଟାଲିରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ସରକାର ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌କୁ ଏପ୍ରିଲ୍‌ ୩ରେ ହଟାଇବାର ଆଶା ରହିଛି। ଏଠାରେ ମାର୍ଚ୍ଚ…

4 years ago

ପୃଥିବୀରେ ୩୦ ହଜାର ୮୭୩ ଲୋକଙ୍କ ଜୀବନ ନେଲାଣି କରୋନା: ୬ ଲକ୍ଷ ୬୩ ହଜାର ୫୪୧ ସଂକ୍ରମିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ ଦେଶର…

4 years ago

ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରାଯାଉଛି।…

4 years ago

କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!

ଲସ୍‌ ଆଞ୍ଜେଲସ୍‌,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍‌ ଗାୟକ ମାଇକେଲ…

4 years ago

କୋଭିଡ-୧୯ରେ ପୀଡ଼ିତ ପ୍ରଥମ ଶିଶୁଙ୍କ ମୃତ୍ୟୁ

ନ୍ୟୁୟର୍କ,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଆମେରିକାରେ ପ୍ରଥମ କରି ଜଣେ ଶିଶୁର ମୃତ୍ୟୁ ହୋଇଛି। ୧ବର୍ଷରୁ କମ୍‌…

4 years ago

ସେଲ୍ଫ ଆଇସୋଲେଶନରେ ରହି ସମସ୍ତଙ୍କୁ ଘରେ ରହିବାକୁ କହିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌ କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରାୟ ୩୦ ମିଲିୟନ ଲୋକଙ୍କୁ…

4 years ago

କରୋନା ଭାଇରସ: ରାଜ ପରିବାରର ପ୍ରଥମ ସଦସ୍ୟ ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ

ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ…

4 years ago

କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର

ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ ସଂକ୍ରମିତଙ୍କ…

4 years ago