ଅନ୍ତର୍ଜାତୀୟ

କରୋନାକୁ ହରାଇ ଘରକୁ ଫେରିଲେ ଅଭିନେତା ଟମ୍‌ ହଙ୍କସ୍‌-ସ୍ତ୍ରୀ ରୀଟା

ଓ୍ବାଶିଂଟନ୍‌,୨୮।୩: କରୋନା ସହିତ ଲଢ଼ି ବିଜୟୀ ହୋଇ ହଲିଉଡ୍‌ ଅଭିନେତା ଟମ୍‌ ହଙ୍କସ୍‌ ଏବଂ ସ୍ତ୍ରୀ ରୀଟା ଓ୍ବିଲସନ୍‌ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କଠାରେ କରୋନା ଭୂତାଣୁ…

4 years ago

କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !

ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ ନିଶ୍ୱାସପ୍ରଶ୍ୱାସ…

4 years ago

ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ

ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍‌ରେ ରହିଛନ୍ତି। ଏନେଇ…

4 years ago

ମାତ୍ର ୫ ମିନିଟରେ ଚିହ୍ନଟ ହେବେ କରୋନା ପଜେଟିଭ୍‌

ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ପଜେଟିଭ୍‌ଙ୍କୁ ଚିହ୍ନଟ କରିବା ପାଇଁ ଲ୍ୟାବ୍‌ରେ କରାଯାଉଥିବା ସ୍ବାବ୍‌ ପରୀକ୍ଷାରେ ଅଧିକ ସମୟ…

4 years ago

ଓଜନ ହୋଲ୍‌ର ଆକାର କମିବାରେ ଲାଗିଛି !

ଓ୍ବାଶିଂଟନ,୨୮।୩: ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍‌ର ଆକାର ଇତିମଧ୍ୟରେ କମିବାରେ ଲାଗିଛି। ୧୯୮୭ ମଣ୍ଟେକାର୍ଲୋ ପ୍ରୋଟୋକଲ ଅନ୍ତର୍ଗତ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା…

4 years ago

ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍‌

ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍‌ ପ୍ଲାଜ୍‌ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ ବିଶ୍ୱବାସୀ…

4 years ago

କରୋନା ଭାଇରସ: ପାଖରେ ବସିଲେ ହୋଇପାରେ ୬ମାସ ଜେଲ

ସିଙ୍ଗାପୁର,୨୮।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାଗ୍ରସ୍ତ। ଏଥିରୁ ମୁକୁଳିବାକୁ ସମସ୍ତେ ବାଟ ଖୋଜୁଥିବା ବେଳେ ଏପଟେ କିନ୍ତୁ ଏହା ବଢି ବଢି ଚାଲିଛି।…

4 years ago

କରୋନା ସଂକ୍ରମଣରେ ୨୭ ହଜାର ୩୬୫ ମୃତ: ଇଟାଲି-ସ୍ପେନ୍‌-ଫ୍ରାନ୍ସ୍‌ରେ ଗଡ଼ିଲାଣି ୧୬,୨୬୭ ମୁଣ୍ଡ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ସୃଷ୍ଟି କରିଛି କୋକୁଆ ଭୟ । ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୨୭ ହଜାର ୩୬୫ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ…

4 years ago

ଜୀବନ ଯୁଦ୍ଧରେ ହାରିଗଲେ କରୋନା ସହ ଲଢୁଥିବା ୪୫ ଡାକ୍ତର

ରୋମ,୨୮।୩: କରୋନା ମହାମାରୀ ଏବେ ଇଟାଲୀରେ କାୟା ବିସ୍ତାର କରିଥିବା ବେଳେ ଏଠାରେ ମୃତ୍ୟୁ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି। ଇଟାଲୀରେ ଏବେ ମୃତକଙ୍କ ସଂଖ୍ୟା…

4 years ago

ଅଢ଼େଇ ଘଣ୍ଟାରେ କରୋନା ପରୀକ୍ଷା

ବର୍ଲିନ,୨୮ା୩ : ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପିବାରେ ଲାଗିଛି। ୧୯୯ ଦେଶରେ ମୋଟ ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୫ଲକ୍ଷ ୬୦ ହଜାର ଟପିଥିବାବେଳେ ମୃତ୍ୟୁସଂଖ୍ୟା…

4 years ago