ଅନ୍ତର୍ଜାତୀୟ

ଡାଇମଣ୍ଡ ପ୍ରିନ୍‌ସେସ୍‌ ଶିପ୍‌ରୁ ଉଦ୍ଧାର ପାଇଁ ମୋଦିଙ୍କ ସହାୟତା ଲୋଡିଲେ ଯୁବତୀ: ୧୩୮ ଭାରତୀୟଙ୍କୁ ସ୍ବଦେଶ ଫେରାଇ ନେବାକୁ କଲେ ଅନୁରୋଧ

ଟୋକିଓ,୧୯।୨: ଜାପାନର ଟୋକିଓରେ ଡାଇମଣ୍ଡ ପ୍ରିନ୍‌ସେସ୍‌ ଶିପ୍‌ରେ ୧୩୮ ଭାରତୀୟଙ୍କୁ କରୋନା ସଂକ୍ରମଣ ଯାଞ୍ଚ୍‌ ପାଇଁ ଅଟକ ରଖାଯାଇଛି। ଇତିମଧ୍ୟରେ ୧୪ ଦିନ ବିତି ଯାଇଛି। ସେମାନଙ୍କୁ…

5 years ago

ମୋଦିି ମୋର ପସନ୍ଦ ତେବେ ଭାରତ ସହିତ ଏବେ ନୁହେଁ ବଡ଼ ବ୍ୟବସାୟିକ ଚୁକ୍ତି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୯।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତେବେ ଏହା ପୂର୍ବରୁ ଭାରତ ସହିତ ବଡ଼ ବ୍ୟବସାୟିକ ଚୁକ୍ତି ନେଇ ଟ୍ରମ୍ପ୍‌ଙ୍କ…

5 years ago

୪୦ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ

ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାର ଉପରେ କଟକଣା ଜାରି ହୋଇଛି।…

5 years ago

ସୁଯୋଗ ଛାଡ଼ିବା ଚାଇନାକୁ ମହଙ୍ଗା ପଡ଼ିଲା

ବେଜିଂ,୧୯ା୨(ଏଏଫ୍‌ପି): କରୋନା ଭୂତାଣ ସଂକ୍ରମଣ ରୋକିବା ଦିଗରେ ଗୋଟିଏ ପରେ ଗୋଟିଏ ସୁଯୋଗ ହାତଛଡ଼ା କରିବା ଚାଇନା କର୍ତ୍ତୃପକ୍ଷଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ସେଠାରେ କରୋନା…

5 years ago

ଭାରତ-ବ୍ରିଟେନ ମିଳିତ ସମରାଭ୍ୟାସ: ଅଜେୟ ଓ୍ବାରିଅର-୨୦୨୦

ଲଣ୍ଡନ,୧୮।୨: ଭାରତ ଏବଂ ବ୍ରିଟେନ ମଧ୍ୟରେ ୫ମ ଥର ପାଇଁ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ମିଳିତ ସମରାଭ୍ୟାସ ଅଜେୟ ଓ୍ବାରଅର-୨୦୨୦ ବ୍ରିଟେନର ସାଲିସବୁରୀ ସମତଳ ଅଞ୍ଚଳରେ…

5 years ago

କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ଉହାନ ହସ୍ପିଟାଲରେ ନିର୍ଦ୍ଦେଶକଙ୍କ ମୃତ୍ୟୁ

ବେଜିଂ,୧୮।୨: କରୋନା ଚାଇନା ସମେତ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ପ୍ରତିଦିନ ସେଠାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ଏପର୍ଯ୍ୟନ୍ତ…

5 years ago

ପୋଷା ଘୋଡ଼ା ସହିତ ବିମାନରେ ଯାତ୍ରା କଲେ ମହିଳା

ଓ୍ବାଶିଂଟନ,୧୮।୨: ଆମେରିକାରେ ଜଣେ ମହିଳା ନିଜ ପୋଷା ଘୋଡ଼ା ସହିତ ବିମାନରେ ଯାତ୍ରା କରିଛନ୍ତି। ସ୍ଥାନୀୟ ମିସିଗାନରେ ବାସ କରୁଥିବା ରୋନିକା ଫ୍ରୋଇସେ ନିଜ ଘୋଡ଼ା ଫ୍ରେକଲ୍‌…

5 years ago

ମାଗଣା ଖାଦ୍ୟ ପାଇଁ ଧାଁ ଦୌଡ ବେଳେ ୨୦ ମୃତ

ନିୟାମେ,୧୮।୨: ଆଫ୍ରିକୀୟ ଦେଶ ନାଇଜରରେ ମାଗଣା ଖାଦ୍ୟ ପାଇବାକୁ ଧାଁ ଦୌଡ ହେଉଥିବା ବେଳେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୧୫…

5 years ago

୫୦ ଦିନରେ କରୋନା: ୯୦ ହଜାର କୋଟି ଖର୍ଚ୍ଚ କଲାଣି ଚାଇନା; ୭୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ !

ବେଜିଂ,୧୮।୨: ଇତିମଧ୍ୟରେ ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣକୁ ୫୦ ଦିନ ବିତିଛି। ୨୦୧୯ ଡିସେମ୍ବର ୩୧ରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଘଟିଥିଲା। କରୋନା ଏବେ…

5 years ago

କରୋନା ଭାଇରସ: ମୃତ୍ୟୁ ସଂଖ୍ୟା ଛୁଇଁଲା ୧,୮୬୮

ବେଜିଂ,୧୮।୨: କରୋନା ଭାଇରସ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ଏଠାରେ ଶହ ଶହ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ଅନେକ ଲୋକଙ୍କ ମୃତ୍ୟୁ…

5 years ago