ଅନ୍ତର୍ଜାତୀୟ

ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଲା: ୧୧ ଉପକୂଳ ସହର ସମୁଦ୍ର ଆଁକୁ ଯିବା ଆଶଙ୍କା !

ଜେନେଭା,୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୩…

5 years ago

୨୭ ଦେଶକୁ ମାଡ଼ିଲାଣି କରୋନା

ବେଜିଂ, ୯ା୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ଏହି ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪, ୮୦୦କୁ…

5 years ago

୨୦ ଜଣଙ୍କୁ ଗୁଳିକଲେ ସୈନ୍ୟ

ବ୍ୟାଙ୍କ୍‌କ,୯ା୨: ଥାଇଲାଣ୍ଡର ଜଣେ ସୈନ୍ୟ ଶନିବାର ମେଶିନ୍‌ ଗନ୍‌ରେ ନିରୀହ ଲୋକମାନଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇବା ଫଳରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନେକ…

5 years ago

କରୋନାଭାଇରସର ନୂଆ ନାଁ ରଖିଲା ଚାଇନା

ବେଜିଂ,୮।୨: କରୋନାଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଚାଇନାରେ କରୋନାଭାଇରସରେ ମୃତ୍ୟୁସଂଖ୍ୟା ଏବେସୁଦ୍ଧା ୭୨୨ ଛୁଇଁଲାଣି। ଏହାସହ ୩୪ ହଜାରରୁ ଊର୍ଦ୍ଧ୍ୱ ଲୋକ…

5 years ago

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଅଲଗା ହୋଇଯାଇଥିବା ୨ ଭଉଣୀ ୭୮ ବର୍ଷ ପରେ ହେଲେ ଏକାଠି

ମସ୍କୋ, ୮।୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପରସ୍ପରଠାରୁ ଅଲଗା ହୋଇଯାଇଥିବା ୨ ଭଉଣୀ ଦୀର୍ଘ ୭୮ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ଏନେଇ ସେମାନେ ଟିଭି…

5 years ago

୧୪ ବର୍ଷ ବୟସ୍କା ନାବାଳିକାଙ୍କ ବିବାହକୁ ବୈଧ କହିଲେ ପାକିସ୍ତାନ କୋର୍ଟ

ଇସଲାମାବାଦ୍‌,୮।୨: ପାକିସ୍ତାନର ଏକ କୋର୍ଟ ଜଣେ ୧୪ ବର୍ଷ ବୟସ୍କା ଖ୍ରୀଷ୍ଟିଆନ୍‌ ନାବାଳିକାଙ୍କ ବିବାହକୁ ବୈଧ ବୋଲି କହିଛନ୍ତି। ନାବାଳିକା ଜଣକ ଋତୁମତୀ ହୋଇଥିବାରୁ ଏହି ବିବାହ…

5 years ago

ଚାଇନାରେ କରୋନାଭାଇରସ ପୀଡିତଙ୍କୁ ଦିଆଯାଉଛି କଇଁଛ ମାଂସ!

ବେଜିଂ,୮।୨: କରୋନାଭାଇରସ ଏବେ ଚାଇନାରେ ମହାମାରୀର ରୂପ ନେଇଛି। ଏବେସୁଦ୍ଧା ଏଥିରେ ପ୍ରାୟ ୭୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ହଜାରରୁ ଊର୍ଦ୍ଧ୍ୱ ଏଥିରେ ସଂକ୍ରମିତ…

5 years ago

୭୩ ବର୍ଷ ପରେ ପାକିସ୍ତାନରେ ଧୁମ୍‌ଧାମ୍‌ରେ ପାଳନ କରାଯିବ ଶିବରାତ୍ରି: ଖୋଲାଯିବ ୨୦୦ ବର୍ଷ ପୁରୁଣା ମନ୍ଦିର

ଇସଲାମାବାଦ୍‌,୮।୨: ପାକିସ୍ତାନରେ ଥିବା ଏକ ୨୦୦ ବର୍ଷ ପୁରୁଣା ଶିବ ମନ୍ଦିରରେ ଚଳିତ ଥର ଶିବରାତ୍ରି ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି।…

5 years ago

ଗୁଗୁଲ ମ୍ୟାପ୍‌କୁ ପୂରିଲା ୧୫ ବର୍ଷ

ଓ୍ବାଶିଂଟନ,୮।୨: ଗୁଗୁଲ ମ୍ୟାପ୍‌କୁ ଶନିବାର ୧୫ ବର୍ଷ ପୂରିଛି। ଗୁଗୁଲ ଦ୍ୱାରା ବିକଶିତ ହୋଇଥିବା ଓ୍ବେବ୍‌ ମ୍ୟାପିଂ ସର୍ଭିସ୍‌ ୨୦୦୫ ଫେବୃୟାରୀ ୮ରେ ଶୁଭାରମ୍ଭ ହୋଇଥିଲା। ଏହାକୁ…

5 years ago

ପାକିସ୍ତାନର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୭।୨: ପାକିସ୍ତାନର ସରାକୋଟ ସହର ନିକଟରେ ସେନାର ପ୍ରଶିକ୍ଷଣ ବିମାନ ମିରାଜ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।…

5 years ago