ଜେନେଭା,୧୦।୪: ମହାମାରୀ କରୋନା(କୋଭିଡ୍-୧୯) ଯୋଗୁ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଚାଲିଛି ଲକ୍ଡାଉନ। ଏହି ଭାଇରସ୍ ମୁକାବିଲା ଯୋଗୁ ବ୍ୟାପକ ସଂଖ୍ୟାରେ ନିଯୁକ୍ତି ଦେଇଥିବା ଶିଳ୍ପ,…
ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍ଶାନ୍, ସବୁକିଛି ଠପ୍। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ…
ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଚାଇନା…
ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି…
ଲଣ୍ଡନ,୧୦।୪: କରୋନା ଭାଇରସ୍ ଏବେ ପୃଥିବୀର ୨୦୯ ରାଷ୍ଟ୍ରକୁ ବ୍ୟାପି ୮୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି। ଏହା ବିଶ୍ୱ ଅର୍ଥନୀତି ଉପରେ ନକାରାତ୍ମକ…
ଲଣ୍ଡନ,୯।୪: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ କେତେ ଗୁଡିଏ ଦେଶରେ ଏହି ମହାମାରୀର ସଂକ୍ରମଣ ଫଳରେ ଦିନକୁ ଶହ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ…
ଲଣ୍ଡନ,୯।୪: କରୋନା ସଂକ୍ରମଣ ଯୋଗୁ ବ୍ରିଟେନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାକାର ସୋସିଆଲ୍ ମିଡ଼ିଆରେ ୫-ଜି ମୋବାଇଲ୍ ଜ୍ଞାନକୌଶଳ ଯୋଗୁ କରୋନା ବ୍ୟାପୁଥିବା ନେଇ…
ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା…
ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ…