ଅନ୍ତର୍ଜାତୀୟ

ରୁଷିଆ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ମସ୍କୋ,୧୬ା୧: ରୁଷିଆ ପ୍ରଧାନମନ୍ତ୍ରୀ ଡିମିଟ୍ରି ମେଡ୍‌ଭେଡେଭ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନଙ୍କୁ ଦେଇଥିଲେ। ପୁଟିନ ମେଡ୍‌ଭେଡେଭ୍‌ଙ୍କୁ ତାଙ୍କ…

5 years ago

ଆମେରିକା, ୟୁରୋପକୁ ରୁହାନିଙ୍କ ଧମକ: ଆଗକୁ ଭୟାବହ ପରିଣତି

ତେହେରାନ,୧୬ା୧: ୨୦୧୫ ଇରାନ ଆଣବିକ ଚୁକ୍ତିରୁ ଆମେରିକା ଓହରିଯିବା ଏକ ବଡ଼ ବିପଦ। ମଧ୍ୟପ୍ରାଚ୍ୟରେ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକର ସୈନ୍ୟ ମୁତୟନର ପରିଣାମ ଭୟଙ୍କର ହେବ…

5 years ago

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିବାବେଳେ…

5 years ago

ୟୁକ୍ରେନ୍‌ ଯାତ୍ରୀବାହୀ ବିମାନରେ ମାଡ଼ ହୋଇଥିଲା ୨ଟି ଇରାନୀ କ୍ଷେପଣାସ୍ତ୍ର

ଓ୍ବାଶିଂଟନ,୧୫।୧: ଇରାନ ପକ୍ଷରୁ ଇରାକ୍‌ରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ସମୟରେ ଭୁଲ୍‌ ବଶତଃ ତେହେରାନ୍‌ରୁ ୟୁକ୍ରେନ୍‌ ଯାତ୍ରା କରୁଥିବା…

5 years ago

ପ୍ରଥମ ଧାଡ଼ି ପଢ଼ି ବହି ବିଷୟରେ ସମ୍ପୂର୍ଣ୍ଣ କହି ଦିଅନ୍ତି…

ଓ୍ବାଶିଂଟନ, ୧୫।୧: କୁହାଯାଏ ବଣ ମଲ୍ଲୀର ବାସରେ ଚଉଦିଗ ସୁବାସିତ ହୋଇଯାଇଥାଏ। ସେହିପରି ପ୍ରତିଭା ଦିନେ ନା ଦିନେ ଲୋକଲୋଚନକୁ ଆସିପାରିଥାଏ। ଆମେରିକାର ଜଣେ ୧୪ ବର୍ଷ…

5 years ago

ୟୁକ୍ରେନ ବିମାନ ଦୁର୍ଘଟଣା: ଇରାନରେ ୩୦ ଗିରଫ

ତେହେରାନ,୧୫ା୧(ପି.ଟି.): ୟୁକ୍ରେନ ବିମାନ ଦୁର୍ଘଟଣାକୁ ନେଇ ଇରାନରେ ସରକାର ବିରୋଧୀ ବିକ୍ଷୋଭ ତେଜିବା ପରେ ମଙ୍ଗଳବାର ୩୦ ଜଣଙ୍କୁ ଗିରଫ କରାଯାଇଛି। ଗତ ୮ ତାରିଖରେ ଶତ୍ରୁପକ୍ଷର…

5 years ago

ପାଞ୍ଚଦିନରେ ୫ ହଜାର ଓଟଙ୍କୁ ଗୁଳିକରି ହତ୍ୟା

ସିଡ୍‌ନୀ,୧୫-୧:ଦକ୍ଷିଣ ଅଷ୍ଟ୍ରେଲିଆର ମରୁଡ଼ି ଗ୍ରସ୍ତ ଅଞ୍ଚଳରେ ୫ ଦିନରେ ୫ ହଜାର ଓଟଙ୍କୁ ହତ୍ୟା କରାଯାଇଛି। ସ୍ଥାନୀୟ ଆଦିମ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏହି…

5 years ago

ବୈଜ୍ଞାନିକ ତିଆରି କଲେ ନିଆରା ମେଶିନ: ଏକ ସପ୍ତାହ ପର୍ଯ୍ୟନ୍ତ ବାହାରେ ଜୀବନ୍ତ ରହିପାରିବ ଲିଭର

ଲଣ୍ଡନ,୧୪।୧: ମଣିଷର କୌଣସି ଅଙ୍ଗକୁ ଡୋନରଙ୍କ ଶରୀରରୁ ବାହାର କରିବା ପରେ ୬ରୁ ୧୨ ଘଣ୍ଟା ମଧ୍ୟରେ ଟ୍ରାନ୍ସପ୍ଲାଣ୍ଟ କରିଦିଆଯାଇଥିବା କୁହାଯାଏ। ବିଶେଷଜ୍ଞଙ୍କ ମତରେ ଲିଭର ବାହାର…

5 years ago

୨୭୨୦ ଫୁଟ ଉଚ୍ଚା ବିଲ୍ଡିଂରେ ହେଲା ବଜ୍ରପାତ: ଫଟୋ ଉଠାଇ ପ୍ରଶଂସା ସାଉଁଟିଲେ ଫଟୋଗ୍ରାଫର

ଦୁବାଇ,୧୪।୧: ଦୁବାଇରେ ୧୯୯୬ ପରେ ଚଳିତ ବର୍ଷ ପ୍ରବଳ ବର୍ଷା ହୋଇଛି। ବର୍ଷାରେ ବିମାନ ବନ୍ଦର ରନ୍‌ ଓ୍ବେ ବୁଡ଼ିଯିବାରୁ କେତେକ ବିମାନ ଉଡ଼ାଣକୁ ପ୍ରଶାସନ ପକ୍ଷରୁ…

5 years ago

ମାଟି ତଳୁ ମିଳିଲା ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବୋମା: ଭୟରେ ରାସ୍ତାରେ ଦୌଡ଼ିଲେ ଲୋକେ

ବର୍ଲିନ୍‌,୧୪।୧: ଦ୍ୱିତୀୟ ବିଶ୍ୱ ଯୁଦ୍ଧ ଶେଷ ହେବାକୁ ଇତିମଧ୍ୟରେ ୭୫ ବର୍ଷ ବିତିଛି। ତେବେ ଜର୍ମାନୀର ହାର୍ଡମୁଣ୍ଡ ସହରରେ ଲୋକେ ଏବେ ବି ଭୟରେ ଜୀବନ ବିତାଉଛନ୍ତି।…

5 years ago