ଅନ୍ତର୍ଜାତୀୟ

ପିଲାଙ୍କୁ ନିଆଁରୁ ବଞ୍ଚାଇ ଜେଲ ଗଲେ ମା’

ପ୍ୟୋଙ୍ଗୟାଙ୍ଗ୍‌, ୧୧ା୧ : ପୃଥିବୀରେ ଗୋଟିଏ ଦେଶ ରହିଛି ଉତ୍ତର କୋରିଆ। କିମ ଜଙ୍ଗ୍‌ ଉନ ସେଠାକାର ସର୍ବୋଚ୍ଚ ଶାସକ। ଏହି ଦେଶରେ ଆଇନକାନୁନ ନାଁରେ କିଛି…

5 years ago

ଇରାନ ଉପରେ ନୂଆ କଟକଣା

ଓ୍ବାଶିଂଟନ,୧୧ା୧ (ପି.ଟି.): ଇରାକସ୍ଥିତ ଆମେରିକାର ସେନା ଶିବିରକୁ ମିଶାଇଲ ମାଡ଼ ପରେ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ ଇରାନ ଉପରେ ନୂଆ କଟକଣା ଲଗାଯାଇଛି। ଆମେରକା ପରରାଷ୍ଟ୍ର ସଚିବ…

5 years ago

କାସିମ ସୋଲେମାନୀଙ୍କୁ ହତ୍ୟା କରି ଆମେରିକାକୁ ନ୍ୟାୟ ଦେଇଛି, ମୁଁ ନୋବେଲ ପାଇବା ପାଇଁ ଯୋଗ୍ୟ: ଟ୍ରମ୍ପ

ଓ୍ବାଶିଂଟନ୍‌,୧୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ୨୦୨୦ର ନିର୍ବାଚନ ରାଲିକୁ ସମ୍ବୋଧିତ କରିଥିଲେ। ସେହି ସମୟରେ ସେ କହିଛନ୍ତି, ଇରାନର ସେନା କମାଣ୍ଡର କାସିମ ସୋଲେମାନୀଙ୍କୁ…

5 years ago

ସାମ୍ନାକୁ ଆସିଲା ଦୁର୍ଘଟଣାଗ୍ରସ୍ତ ୟୁକ୍ରେନ୍‌ ବିମାନର ଭିଡିଓ

କିଏଭ୍‌,୧୦।୧: ଇରାନର ରାଜଧାନୀ ତେହେରାନ ବିମାନ ବନ୍ଦର ନିକଟରେ ବୁଧବାର ୟୁକ୍ରେନର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏବେ ଏହି ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ…

5 years ago

ଟ୍ରମ୍ପ୍‌ଙ୍କ ପକ୍ଷଚ୍ଛେଦନ ପାଇଁ ଆମେରିକା କଂଗ୍ରେସର ଉଦ୍ୟମ

ଓ୍ବାଶିଂଟନ,୧୦।୧: ଆମେରିକା ଓ ଇରାନ ପ୍ରତ୍ୟକ୍ଷ ଯୁଦ୍ଧରୁ ଛଘୁଞ୍ଚା ଦେଇଛନ୍ତି। ଅନ୍ୟପକ୍ଷରେ ଟ୍ରମ୍ପ୍‌ ନିଜ ଦେଶରେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ଯୁଦ୍ଧ କ୍ଷମତାକୁ ନେଇ ବିତର୍କ…

5 years ago

ଦୁର୍ଘଟଣା ପୂର୍ବରୁ ବିମାନରେ ଲାଗିଥିଲା ନିଆଁ:କ୍ଷେପଣାସ୍ତ୍ର ମାଡ଼ରେ ଖସିଥିବା ଆଶଙ୍କା

କିଏଭ୍‌,୯ା୧- ଇରାନ ରାଜଧାନୀ ତେହେରାନ ନିକଟରେ ୟୁକ୍ରେନର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୧୭୬ ଜଣଙ୍କ ମୃତ୍ୟୁ ଘଟିବା ପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କୌଣସି…

5 years ago

ପୃଥିବୀ ଆଉ ସହ୍ୟ କରି ପାରିବନି ଯୁଦ୍ଧ; ଆମେରିକା-ଇରାନ ଶାନ୍ତି ଜାରି ରଖନ୍ତୁ: ଜାତିସଂଘ

ଓ୍ବାଶିଂଟନ,୯।୧: ଆମେରିକା ଇରାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଜାତିସଂଘ ପକ୍ଷରୁ ଦୁଇଦେଶ…

5 years ago

ଜାପାନୀ ଶିଳ୍ପପତି ନିଜ ଟୁଇଟର ଫଲୋଅର୍ସଙ୍କୁ ବାଣ୍ଟିବେ ୪୬ କୋଟି…

ଟୋକିଓ, ୯।୧: ପୃଥିବୀର ବିଭିନ୍ନ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ସଉକ ଦେଖିବାକୁ ମିଳିଥାଏ। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଜାପାନର ଶିଳ୍ପପତି ୟୁସାକୁ ମିଜାବା। ସେ…

5 years ago

ପୃଥିବୀଠାରୁ ବଡ଼ ଗ୍ରହର ମିଳିଲା ସନ୍ଧାନ: ମାତ୍ର ୩୭ ଦିନରେ ହେଉଛି ଏକ ବର୍ଷ

ଓ୍ବାଶିଂଟନ୍‌, ୯।୧: ପୃଥିବୀଠାରୁ ଏକ ବଡ଼ ଗ୍ରହର ସନ୍ଧାନ ମିଳିଛି। ଏଲିଅନ୍‌ଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଥିବା ସ୍ପେସକ୍ରାଫ୍ଟର ଟେଲିସ୍କୋପ୍‌ ଦ୍ୱାରା ଏହି ଗ୍ରହର ଉପସ୍ଥିତି ବିଷୟରେ…

5 years ago

ରାଜ ପଦ ଛାଡିବେ ପ୍ରିନ୍ସ ହ୍ୟାରୀ-ମେଘନ

ଲଣ୍ଡନ,୯।୧: ବ୍ରିଟେନ ରାଜ ଦମ୍ପତି ପ୍ରିନ୍ସ ହ୍ୟାରୀ ଓ ତାଙ୍କ ଆମେରିକୀୟ ପତ୍ନୀ ମେଘନ ମାର୍କେଲ ରାଜ ପରିବାରର ବରିଷ୍ଠ ପଦ ଛାଡିବାକୁ ସ୍ଥିର କରିଛନ୍ତି, ଯାହା…

5 years ago