Advertisement

ଅନ୍ତର୍ଜାତୀୟ

ଭାରତ ପରେ ଏବେ ଏହି ଦେଶରେ ଟିକ୍‌ଟକ୍‌ ସମେତ ୫୯ ଚାଇନା ଆପ୍‌ ଉପରେ ଲାଗିପାରେ ପ୍ରତିବନ୍ଧକ: ସଙ୍କେତ ଦେଲେ ବର୍ହିବ୍ୟାପାର ମନ୍ତ୍ରୀଭାରତ ପରେ ଏବେ ଏହି ଦେଶରେ ଟିକ୍‌ଟକ୍‌ ସମେତ ୫୯ ଚାଇନା ଆପ୍‌ ଉପରେ ଲାଗିପାରେ ପ୍ରତିବନ୍ଧକ: ସଙ୍କେତ ଦେଲେ ବର୍ହିବ୍ୟାପାର ମନ୍ତ୍ରୀ

ଭାରତ ପରେ ଏବେ ଏହି ଦେଶରେ ଟିକ୍‌ଟକ୍‌ ସମେତ ୫୯ ଚାଇନା ଆପ୍‌ ଉପରେ ଲାଗିପାରେ ପ୍ରତିବନ୍ଧକ: ସଙ୍କେତ ଦେଲେ ବର୍ହିବ୍ୟାପାର ମନ୍ତ୍ରୀ

ଓ୍ବାଶିଂଟନ,୭।୭: ଭାରତ ସରକାରଙ୍କ ଦ୍ୱାରା ଟିକ୍‌ଟକ୍‌ ସହିତ ୫୯ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯିବା ପରେ ଏବେ ସାରା ବିଶ୍ୱରେ ଚାଇନା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା…

5 years ago
କରୋନା ପାଇଁ ପ୍ରଭାବିତ ହେଉଛି ଏଚ୍‌ଆଇଭି ଚିକିତ୍ସାକରୋନା ପାଇଁ ପ୍ରଭାବିତ ହେଉଛି ଏଚ୍‌ଆଇଭି ଚିକିତ୍ସା

କରୋନା ପାଇଁ ପ୍ରଭାବିତ ହେଉଛି ଏଚ୍‌ଆଇଭି ଚିକିତ୍ସା

ଓ୍ବାଶିଂଟନ,୭।୭: ସାରା ବିଶ୍ୱରେ ୨୦୧୯ ଶେଷ ବେଳକୁ ପାଖାପାଖି ୩ କୋଟି ୮୦ ଲକ୍ଷ ଲୋକ ଏଚ୍‌ଆଇଭି(ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ) ଦ୍ୱାରା ସଂକ୍ରମିତ ହୋଇଥିଲେ। ସୋମବାର ଜାତିସଂଘ…

5 years ago
ପିଓକେରେ ଚାଇନା-ପାକିସ୍ତାନ ବିରୋଧରେ ପ୍ରଦର୍ଶନପିଓକେରେ ଚାଇନା-ପାକିସ୍ତାନ ବିରୋଧରେ ପ୍ରଦର୍ଶନ

ପିଓକେରେ ଚାଇନା-ପାକିସ୍ତାନ ବିରୋଧରେ ପ୍ରଦର୍ଶନ

ଇସଲାମାବାଦ୍‌, ୭।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସ୍ଥିତି ଏବେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ନୀଲମ୍‌ ଏବଂ ଝେଲମ୍‌ ନଦୀ ଉପରେ ଚାଇନା କମ୍ପାନୀ ଦ୍ୱାରା ନିର୍ମିତ…

5 years ago
୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆମେରିକା ଛାଡ଼ିବାକୁ ନିର୍ଦ୍ଦେଶ୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆମେରିକା ଛାଡ଼ିବାକୁ ନିର୍ଦ୍ଦେଶ

୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆମେରିକା ଛାଡ଼ିବାକୁ ନିର୍ଦ୍ଦେଶ

ଓ୍ବାଶିଂଟନ, ୭।୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆମେରିକା ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇତିମଧ୍ୟରେ ଆମେରିକା ଛାଡ଼ିବାକୁ ୧୦ ଲକ୍ଷ…

5 years ago
ଚାଇନା ସହିତ ଲଢ଼େଇ ହେଲେ ଭାରତ ପଟେ ରହିବେ ଆମେରିକା ସୈନ୍ୟଚାଇନା ସହିତ ଲଢ଼େଇ ହେଲେ ଭାରତ ପଟେ ରହିବେ ଆମେରିକା ସୈନ୍ୟ

ଚାଇନା ସହିତ ଲଢ଼େଇ ହେଲେ ଭାରତ ପଟେ ରହିବେ ଆମେରିକା ସୈନ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୭: ଭାରତ ଚାଇନା ମଧ୍ୟରେ ଉତ୍ତେଜନା କ୍ରମଶଃ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଚାଇନା ସହିତ ଲଢ଼େଇ ହେଲେ ଆମେରିକା ସୈନ୍ୟ ଭାରତ ପଟେ ରହିବ ବୋଲି…

5 years ago
ନେପାଳୀ ସ୍କୁଲ ପିଲାଙ୍କ ମନରେ ଭାରତ ପ୍ରତି ଘୃଣା ଭାବନା ସୃଷ୍ଟି କରୁଛି ଚାଇନାନେପାଳୀ ସ୍କୁଲ ପିଲାଙ୍କ ମନରେ ଭାରତ ପ୍ରତି ଘୃଣା ଭାବନା ସୃଷ୍ଟି କରୁଛି ଚାଇନା

ନେପାଳୀ ସ୍କୁଲ ପିଲାଙ୍କ ମନରେ ଭାରତ ପ୍ରତି ଘୃଣା ଭାବନା ସୃଷ୍ଟି କରୁଛି ଚାଇନା

କାଠମାଣ୍ଡୁ, ୭।୭: ନେପାଳୀ ସ୍କୁଲ ପିଲାଙ୍କ ମନରେ ଭାରତ ପ୍ରତି ଘୃଣା ଭାବନା ସୃଷ୍ଟି କରିବା ପାଇଁ ଚାଇନା ଷଡ଼ଯନ୍ତ୍ର ରଚିଛି। ଚାଇନାର ସ୍ବୟଂସେବୀ ଶିକ୍ଷକ ନେପାଳୀ…

5 years ago
ଜାପାନ ବନ୍ୟାରେ ୪୦ ମୃତଜାପାନ ବନ୍ୟାରେ ୪୦ ମୃତ

ଜାପାନ ବନ୍ୟାରେ ୪୦ ମୃତ

ଟୋକିଓ,୭ା୭: ଜାପାନର ଦକ୍ଷିଣ ଭାଗରେ ତିନିଦିନ ଧରି ପ୍ରବଳ ବର୍ଷା ସହ ବନ୍ୟା ଆସିବା ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି ଓ ୧୦ ଜଣ ନିଖୋଜ…

5 years ago
ପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନାପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୭ା୭(ପି.ଟି.): ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଡ. ଜାଫର ମିର୍ଜା କରୋନା ଆକ୍ରାନ୍ତ ଥିବା ସୋମବାର ପରୀକ୍ଷାରୁ ଜଣାପଡିଛି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଘରେ…

5 years ago
ପୁଣି ଚାଇନାକୁ ଟାର୍ଗେଟ କଲା ଆମେରିକାପୁଣି ଚାଇନାକୁ ଟାର୍ଗେଟ କଲା ଆମେରିକା

ପୁଣି ଚାଇନାକୁ ଟାର୍ଗେଟ କଲା ଆମେରିକା

ଓ୍ବାଶିଂଟନ୍‌,୬।୭: କରୋନା ଭାଇରସ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ସମୟରେ ଚାଇନାକୁ ଟାର୍ଗେଟ କରିଥାନ୍ତି। ସୋମବାର ପୁଣି ଥରେ ଟ୍ରମ୍ପ ଚାଇନାକୁ ଭର୍ତ୍ସନା କରି…

5 years ago
କୁଏତ୍‌ର ନୂଆ ବିଲ୍‌: ୮ଲକ୍ଷ ଭାରତୀୟ ଚାକିରି ହରାଇବା ଆଶଙ୍କାକୁଏତ୍‌ର ନୂଆ ବିଲ୍‌: ୮ଲକ୍ଷ ଭାରତୀୟ ଚାକିରି ହରାଇବା ଆଶଙ୍କା

କୁଏତ୍‌ର ନୂଆ ବିଲ୍‌: ୮ଲକ୍ଷ ଭାରତୀୟ ଚାକିରି ହରାଇବା ଆଶଙ୍କା

କୁଏତ୍‌ ସିଟି,୬।୭: କୁଏତ୍‌ ସରକାର ନୂଆ ଅପ୍ରବାସୀ ବିଲ୍‌ ଆଣିବାକୁ ଯାଉଛନ୍ତି। ଏହା ଦ୍ୱାରା ଏଠାରେ ବାସ କରୁଥିବା ୮ଲକ୍ଷରୁ ଅଧିକ ଭାରତୀୟ ଚାକିରି ହରାଇବାର ଆଶଙ୍କା…

5 years ago