ଅନ୍ତର୍ଜାତୀୟ

ମରିୟମଙ୍କୁ ବିଦେଶ ଯାତ୍ରା ଅନୁମତି ଦେଲେ ନାହିଁ ଇମ୍ରାନ ସରକାର

ଇସ୍‌ଲାମାବାଦ,୨୩।୧୨: ପାକିସ୍ତାନର ଇମ୍ରାନ୍‌ ଖାନ୍‌ ସରକାର ପାକିସ୍ତାନ ମୁସଲିମ ଲିଗ୍‌ ନଓ୍ବାଜ (PML-N)ର ଉପାଧ୍ୟକ୍ଷ ମରିୟମ ନଓ୍ବାଜଙ୍କୁ ବିଦେଶ ଗସ୍ତ କରିବାକୁ ମନୁମତି ଦେଇ ନାହାନ୍ତି। ଇମ୍ରାନ୍‌…

5 years ago

ପାକ୍‌କୁ ଏଫ୍‌ଏଟିଏଫ୍‌ର ୧୫୦ ପ୍ରଶ୍ନ

ଇସ୍‌ଲାମାବାଦ,୨୩ା୧୨(ପି.ଟି.): ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ ଓ ମନିଲଣ୍ଡରିଂ ରୋକିବା ଦିଗରେ ମଦ୍ରାସାଗୁଡ଼ିକ ବିରୋଧରେ ପାକିସ୍ତାନ କ’ଣ ପଦକ୍ଷେପ ନେଇଛି ଜଣାଇବାକୁ ଅନ୍ତର୍ଜାତୀୟ ସଂସ୍ଥା ଫାଇନାନ୍ସିଆଲ ଆକ୍ସନ…

5 years ago

୪ ଦଶନ୍ଧି ପରେ କ୍ୟୁବାରେ ପ୍ରଥମ ପ୍ରଧାନମନ୍ତ୍ରୀ

ହାଭାନା,୨୩ା୧୨: ଦୀର୍ଘ ୪ ଦଶନ୍ଧି ପରେ କ୍ୟୁବାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ମାନୁଏଲ ମାରେରୋ କ୍ରୁଜ୍‌ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ମିଗୁଏଲ୍‌ ଡିଆଜ୍‌ କାନେଲ ପ୍ରଧାନମନ୍ତ୍ରୀ ଭାବେ…

5 years ago

ରାଷ୍ଟ୍ରପତି ନିର୍ବାଚନରେ ବିଜୟଲାଭ କଲେ ଅଶରଫ

କାବୁଲ,୨୨।୧୨: ନିକଟରେ ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହାର ଫଳାଫଳ ସାମ୍ନାକୁ ଆସିଛି। ଏଥିରେ ପୁଣିଥରେ ରାଷ୍ଟ୍ରପତି ଆସନ କବ୍‌ଜା କରିଛନ୍ତି ଅଶରଫ…

5 years ago

ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହେଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପୁଣିଥରେ ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶର ଶାସକ ଦଳ ଅଓ୍ବାମି ଲିଗ୍‌ର ରାଷ୍ଟ୍ରୀୟ ପରିଷଦ ହସିନାଙ୍କୁ…

5 years ago

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଦମକଳ ବାହିନୀ ପୋଷାକ ପିନ୍ଧିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବୋଟଙ୍କ ଫଟୋ ଭାଇରାଲ

ସିଡ୍‌ନୀ,୨୨।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲିଭିବାର ନାଁ ଧରୁନି। ଏବେ ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବୋଟଙ୍କ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୬୨ ବର୍ଷ…

5 years ago

ଆପାର୍ଟମେଣ୍ଟରେ ନିଆଁ: ୬ ମୃତ, ୧୩ ଆହତ

ଲାସ୍‌ ଭେଗାସ,୨୨।୧୨: ଆମେରିକାର ଲାସ୍‌ ଭେଗାସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ନିଆଁ ଲାଗିଯିବା ଫଳରେ ୬ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଆହତ ହୋଇଥିବା…

5 years ago

ପାକ୍‌ରେ ପ୍ରଫେସରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଇସ୍‌ଲାମାବାଦ, ୨୨ା୧୨(ପି.ଟି.): ଫେସ୍‌ବୁକ୍‌ରେ ଈଶ୍ୱରଙ୍କୁ ନିନ୍ଦାକରିବା ଅଭିଯୋଗରେ ଶନିବାର ପାକିସ୍ତାନର ଏକ କୋର୍ଟ ମୁସ୍‌ଲିମ ପ୍ରଫେସର ଜୁନୈଦ ହାଫିଜ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ପଞ୍ଜାବର ମୁଲ୍‌ତାନସ୍ଥିତ ହାଫିଜ୍‌ ବହଉଦ୍ଦିନ…

5 years ago

ଗାନ୍ଧିଜୀଙ୍କ ପ୍ରଚାର ପାଇଁ ଆମେରିକା କଂଗ୍ରେସରେ ବିଲ୍‌

ଓ୍ବାଶିଂଟନ,୨୨ା୧୨ ମହତ୍ମା ଗାନ୍ଧୀ ଓ ମାର୍ଟିନ ଲୁଥର କିଙ୍ଗ୍‌ ଜୁନିୟରଙ୍କ ଲିଗାସୀର ପ୍ରଚାର ପ୍ରସାର ପାଇଁ ସିଭିଲ ରାଇଟ୍ସ ନେତା ତଥା କଂଗ୍ରେସ ସଦସ୍ୟ ଜନ୍‌ ଲଓ୍ବେିସ୍‌…

5 years ago

ପଥର ଖଣିରୁ ମିଳିଲା ୩୮ କୋଟି ୬୦ ଲକ୍ଷ ବର୍ଷ ପୁରାତନ ଜଙ୍ଗଲ ଜୀବାଶ୍ମ

ଓ୍ବାଶିଂଟନ, ୨୧।୧୨: ଆମେରିକାର ଏକ ପଥର ଖଣିରୁ ୩୮ କୋଟି ୬୦ ଲକ୍ଷ ବର୍ଷ ତଳର ପୁରାତନ ଜଙ୍ଗଲ ଜୀବାଶ୍ମ ମିଳିଛି। ଜଙ୍ଗଲରେ ଥିବା ବୃକ୍ଷଗୁଡ଼ିକ ମାଟିତଳେ…

5 years ago