ଅନ୍ତର୍ଜାତୀୟ

ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି।…

5 years ago

ସୌଦି ଆରବରେ ଏବେ ଆଉ ନଷ୍ଟ ହେବନାହିଁ ଖାଦ୍ୟ

ରିୟାଦ,୧୬।୧୨: ସୌଦି ଆରବରେ ବହୁପରିମାଣରେ ଖାଦ୍ୟ ନଷ୍ଟ ହେଉଥିବା ଦେଖାଯାଏ। ଏହାର କାରଣ ହେଉଛି ଏମାନେ ଖାଇବା ସମୟରେ ବଡ ବଡ ଥାଳି ବ୍ୟବହାର କରିବା ସହ…

5 years ago

ଭାରତରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କ ତାଲିକା ମାଗିଲେ ସରକାର

ଢାକା,୧୬।୧୨: ଭାରତରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କ ତାଲିକା ମାଗିଛନ୍ତି ବାଂଲାଦେଶ ସରକାର। ଯଦି କେହି ବାଂଲାଦେଶୀ ନାଗରିକ ଅବୈଧଭାବେ ଭାରତରେ ରହୁଥିବେ ତେବେ ଦେଶ ତାଙ୍କୁ…

5 years ago

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ ଉପଗ୍ରହ…

5 years ago

୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଯୋଡ଼ି ହେବେ ୨ ଶହ କୋଟି: ଭାରତ ଛୁଇଁବ ୧୬୭ କୋଟି

ଜେନେଭା,୧୫।୧୨: ପୃଥିବୀର ଜନସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି। ୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଅଧିକ ୨ କୋଟି ଯୋଡ଼ି ହେବେ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି।…

5 years ago

ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ଲଣ୍ଡନରେ ବିରୋଧ ପ୍ରଦର୍ଶନ

ଲଣ୍ଡନ,୧୫।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଆସାମ, ତ୍ରିପୁରା, ନାଗାଲାଣ୍ଡ ସମେତ ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ଏହାକୁ…

5 years ago

ଆମେରିକା ତାଗିଦ୍‌କୁ ଭୟ ନାହିଁ: ପୁଣି ଆଣବିକ ପରୀକ୍ଷଣ କଲା ଉତ୍ତରକୋରିଆ

ଓ୍ବାଶିଂଟନ, ୧୫।୧୨: ଆମେରିକା ତାଗିଦ୍‌କୁ ଭୟ ନ କରି ଉତ୍ତରକୋରିଆ ପୁଣି ଥରେ ଆଣବିକ ପରୀକ୍ଷଣ କରିଛି। ସୋହେ ସ୍ଥିତି ପରୀକ୍ଷଣ କେନ୍ଦ୍ରରେ ଏହା କରାଯାଇଛି। ଆମେରିକା-ଉତ୍ତରକୋରିଆ…

5 years ago

ପ୍ରେମିକାଙ୍କୁ ମନେଇବା ପାଇଁ ଯୁବକ ଟାଣିଲେ ୨୧୮ ଟନ୍‌ ଓଜନର ଟ୍ରେନ୍‌

ବ୍ଲାଡ଼ିଭୋସ୍ତକ,୧୫।୧୨: ପ୍ରେମରେ ପଡ଼ିଲେ କେତେକ ଅତି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବସନ୍ତି ବୋଲି କୁହାଯାଏ। ତାହାର ସଦ୍ୟତମ ଉଦାହରଣ ରୁଷିଆର ବ୍ଲାଡ଼ିଭୋସ୍ତକ ସହରରେ ଦେଖିବାକୁ ମିଳିଛି। ୩୪ ବର୍ଷ…

5 years ago

ଜାମାଇକାର ଟୋନି-ଅନ୍‌ ସିଂ ମିସ୍‌ ଓ୍ବାଲର୍‌ଡ

ଲଣ୍ଡନ,୧୫ା୧୨ : ଜାମାଇକାର ଟୋନି-ଅନ୍‌ ସିଂ(୨୩) ଶନିବାର ୨୦୧୯ର ମିସ୍‌ ଓ୍ବାଲର୍‌ଡ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ସମାବେଶରେ ବିଶ୍ୱର ୧୧୦…

5 years ago

ଯେଉଁ ଖଣିର ହୀରା ନେଇ ପାରିବେ ସାଧାରଣ ଜନତା

ହୀର ଖଣି ସାଧାରଣତଃ କମ୍ପାନୀମାନଙ୍କ ଅଧିନରେ ଥାଏ। ଯେଉଁମାନେ ଏହାକୁ କ୍ରୟ କରିଥାଆନ୍ତି। ହେଲେ ଏମିତି ଏକ ଖଣି ଅଛି ଯେଉଁଠୁ ସାଧାରଣ ଜନତା ମଧ୍ୟ ହୀରା…

5 years ago