ଅନ୍ତର୍ଜାତୀୟ

ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ଯୁଦ୍ଧ: ପାକିସ୍ତାନ ମନ୍ତ୍ରୀ

ଇସ୍‌ଲାମାବାଦ,୧୪।୧୨: ନିଜର ବେକାବୁ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାକୁ ଆସି ପରିହାସର ଶିକାର ହେଉଥିବା ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ଏଥର ମଧ୍ୟ ସେମିତି ଏକ ବୟାନ…

5 years ago

ବିକଳ୍ପ ଶକ୍ତି ଭବିଷ୍ୟତର ଭରସା

ଜାତିସଂଘ: ବିଶ୍ୱରେ ୧୪ ଡିସେମ୍ବରରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଉଛି। ଶକ୍ତି କ୍ଷୟ ରୋକିବା ଓ ଏହାର ବିନିଯୋଗ ଉପରେ ଗୁରୁତ୍ୱ ପ୍ରଦାନ କରିଥାଏ…

5 years ago

ନୂଆ ନାଗରିକତା ଆଇନ ଭେଦଭାବ ପୂର୍ଣ୍ଣ: ଜାତିସଂଘ

ଜେନେଭା,୧୪।୧୨: ଭାରତରେ ପ୍ରଣୀତ ହୋଇଥିବା ନୂଆ ନାଗରିକତା ଆଇନ ସମ୍ପୂର୍ଣ୍ଣ ଭାବେ ଭେଦଭାବ ପୂର୍ଣ୍ଣ ବୋଲି ଜାତିସଂଘର ମାନବାଧିକାର ଶାଖା ପକ୍ଷରୁ କୁହାଯାଇଛି। ଏନେଇ ଜାତିସଂଘ ମାନବାଧିକାର…

5 years ago

ଆବେଙ୍କ ଭାରତ ଗସ୍ତ ସ୍ଥଗିତ

ନୂଆଦିଲ୍ଲୀ,୧୪ା୧୨: ସିଏଏକୁ ନେଇ ବିବାଦ ପ୍ରରିପ୍ରେକ୍ଷୀରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ଭାରତ ଗସ୍ତକୁ ସ୍ଥଗିତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ଆବେଙ୍କ…

5 years ago

ଟ୍ରମ୍ପ୍‌ଙ୍କ ବିରୋଧରେ ଅଭିଯୋଗକୁ ମଞ୍ଜୁରୀ

ଓ୍ବାଶିଂଟନ,୧୪ା୧୨(ଏଏଫ୍‌ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଆଣିବା ସପକ୍ଷରେ ଗୃହ ନ୍ୟାୟିକ କମିଟି ଭୋଟ ଦେଇଛି। ଫଳରେ ଆସନ୍ତା ସପ୍ତାହ ଶେଷରେ ମହାଭିଯୋଗର ଦୁଇଟି…

5 years ago

ନିର୍ବାଚନ ଜିତିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ

ଲଣ୍ଡନ,୧୪ା୧୨(ପି.ଟି.):ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ କଞ୍ଜରଭେଟିଭ୍‌ ପାର୍ଟି ସାଧାରଣ ନିର୍ବାଚନରେ ବିଜୟୀ ହୋଇଛି। ପାର୍ଲାମେଣ୍ଟର ୬୫୦ ଆସନ ମଧ୍ୟରୁ କଞ୍ଜରଭେଟିଭ୍‌ ପାର୍ଟି ୩୬୪ ଆସନ ଦଖଲ କରିଛି।…

5 years ago

ଫୋବର୍‌ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ

ନୂଆଦିଲ୍ଲୀ,୧୩।୧୨: ଫୋବର୍‌ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି। ପ୍ରଥମ…

5 years ago

ବୋରିସ ଜନସନଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୧୩।୧୨: ବ୍ରିଟେନରେ ୧୯୨୩ ପରେ ପ୍ରଥମଥର ଲାଗି ଡିସେମ୍ବରରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଉ ଏହି ନିର୍ବାଚନରେ କଞ୍ଜରଭେଟିଭ ପାର୍ଟି ବହୁମତରେ ନିର୍ବାଚନ ଜିତିଥିବା ସୂଚନା…

5 years ago

ବ୍ରିଟେନ ସାଧାରଣ ନିର୍ବାଚନ ଲାଗି ମତଦାନ

ଲଣ୍ଡନ,୧୩।୧୨(ପି.ଟି.):ବ୍ରିଟେନରେ ପାଖାପାଖି ୧୦୦ ବର୍ଷ ପରେ ପ୍ରଥମ ଥର ଡିସେମ୍ବରରେ ସାଧାରଣ ନିର୍ବାଚନ ହେଉଥିବାବେଳେ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ଗୁରୁବାର ଭୋଟକେନ୍ଦ୍ରଗୁଡିକରେ ହଜାର…

5 years ago

ନାଇଜେରିଆ ଆତଙ୍କବାଦୀ ଆକ୍ରମଣରେ ୭୧ ସେନା ମୃତ

ମିୟାମି,୧୨।୧୨: ନାଇଜେରିଆର ଏକ ସେନା ଶିବିରରେ ଆତଙ୍କବାଦୀଙ୍କ ଦ୍ୱାରା କରାଯାଇଥିବା ଆକ୍ରମଣରେ ଅତିକମ୍‌ରେ ୭୧ ଜଣ ସେନାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦକ୍ଷିଣ ଆଫ୍ରିକୀୟ ଦେଶର…

5 years ago