ଅନ୍ତର୍ଜାତୀୟ

ଏହି କୋର୍ସରେ ଫେଲ୍‌ ହେଲେ ସାରା ଜୀବନ ରହିବେ ଅବିବାହିତ

ଜାକର୍ତ୍ତା,୨୮।୧୧: ବିବାହକୁ ନେଇ ଇଣ୍ଡୋନେସିଆ ସରକାର ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ବିବାହ ପରେ ଯେମିତି ଦାମ୍ପତ୍ୟ ଜୀବନରେ କୌଣସି ବିଭ୍ରାଟ ନ ଘଟେ ସେଥିପାଇଁ…

5 years ago

କାମ କରୁନି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରର ଶୌଚାଳୟ: ଡାଇପର ପିନ୍ଧୁଛନ୍ତି ମହାକାଶ ଯାତ୍ରୀ

ଓ୍ବାଶିଂଟନ,୨୮।୧୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରର ଶୌଚାଳୟ କାମ କରୁନି। ଫଳରେ ମହାକାଶ ଯାତ୍ରୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନେ ଏବେ ଡାଇପର ପିନ୍ଧୁଛନ୍ତି। ଏହି କେନ୍ଦ୍ରରେ…

5 years ago

କଲରାଡୋରେ ପ୍ରବଳ ବରଫପାତ: ୫୦ ଲକ୍ଷ ଲୋକ ପ୍ରଭାବିତ

ଡେନଭର,୨୮।୧୧: ଆମେରିକାର ପଶ୍ଚିମଭାଗ କଲରାଡୋର ରାଜଧାନୀ ଡେନଭର ଓ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ବରଫପାତ ଓ ବରଫଝଡ଼ରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେଠାରେ ଆୟୋଜିତ…

5 years ago

୮ ହଜାର କୋଟିର ଅଳଙ୍କାର ଲୁଟ୍‌

ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍‌ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା…

5 years ago

ବୟସ୍କ ତୀର୍ଥଯାତ୍ରୀଙ୍କ ସହାୟତା ପାଇଁ ପଶୁପତିନାଥ ମନ୍ଦିର ଟ୍ରଷ୍ଟକୁ ଭାରତ ଦେଲା ୨ ବିଦ୍ୟୁତ୍‌ ଚାଳିତ ଯାନ

କାଠମାଣ୍ଡୁ,୨୭।୧୧: ନେପାଳର ପଶୁପତିନାଥ ମନ୍ଦିରକୁ ଆସୁଥିବା ବୟସ୍କ ତୀର୍ଥଯାତ୍ରୀଙ୍କ ଯିବା ଆସିବାରେ ସୁବିଧା ପାଇଁ ଭାରତ ପକ୍ଷରୁ ୨ଟି ବିଦ୍ୟୁତ୍‌ ଚାଳିତ ଯାନ ଯୋଗାଇ ଦିଆଯାଇଛି। ଭାରତ…

5 years ago

ଦୁଇଟି କୁକୁରଙ୍କ ଯତ୍ନ ନେଲେ ମାସକୁ ମିଳିବ ଏତିକି ଲକ୍ଷ…

ଲଣ୍ଡନର ନାଇଟ୍ସବ୍ରିଜ୍‌ରେ ଜଣେ ଦମ୍ପତି ଏକ ବିଜ୍ଞାପନ ଦେଇଛନ୍ତି, ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଉକ୍ତ ଦମ୍ପତି ନିଜର ଦୁଇଟି କୁକୁରର ଯତ୍ନ ନେବା…

5 years ago

କରତାରପୁର ପରେ ଏବେ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଦାବି

ଇସଲାମାବାଦ୍‌,୨୭।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ କରତାରପୁର କରିଡୋର ଖୋଲିଛନ୍ତି। ଏବେ ଆମେରିକାର ଏକ ସଂସ୍ଥା ପକ୍ଷରୁ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଇମ୍ରାନ୍‌ଙ୍କ ନିକଟରେ…

5 years ago

ଢାକା କାଫେରେ ଆତଙ୍କବାଦୀ ଆକ୍ରମଣ ମାମଲା: ୭ଜଣଙ୍କୁ ଫାଶୀ ଦଣ୍ଡାଦେଶ

ଢାକା,୨୭।୧୧:  ବାଂଲାଦେଶ ରାଜଧାନୀ ଢାକା କାଫେରେ ୨୦୧୬ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାରେ ସ୍ଥାନୀୟ କୋର୍ଟ ବୁଧବାର ଶୁଣାଣି କରିଛନ୍ତି। ଏହି ଆକ୍ରମଣରେ ସଂମ୍ପୃକ୍ତ ଥିବା ୭ଜଣ…

5 years ago

ଅଳ୍ପସଂଖ୍ୟକଙ୍କ ଉପରେ ଅତ୍ୟାଚାର କରୁଛି ଚାଇନା: ଆମେରିକା

ଓ୍ବାଶିଂଟନ,୨୭।୧୧: ଚାଇନାରେ ଅଳ୍ପସଂଖ୍ୟକଙ୍କ ଉପରେ ଅତ୍ୟାଚାର କରାଯାଉଛି। ଏନେଇ ଆମେରିକା ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।…

5 years ago

ମାଲିରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୧୩ ଫ୍ରାନ୍ସ ସେନା ଶହୀଦ

ପ୍ୟାରିସ୍‌,୨୬।୧୧: ପ୍ୟାରିସ୍‌ର ମାଲିରେ ଇସ୍‌ଲାମ ଚରମପନ୍ଥୀ ବିରୋଧରେ ଚାଲିଥିବା ଏକ ଅପରେଶନରେ ସୋମବାର ରାତିରେ ୨ ହେଲିକପ୍ଟର ମୁହାଁମୁହିଁ ହୋଇଥିଲେ। ଏହି ଦୁର୍ଘଟଣାରେ ଫ୍ରାନ୍ସର ୧୩ ସେନା…

5 years ago