Advertisement

ଅନ୍ତର୍ଜାତୀୟ

କମଲା ହାରିସ୍‌ ହୋଲି ଅବସରରେ କହିଲେ ଏପରି…କମଲା ହାରିସ୍‌ ହୋଲି ଅବସରରେ କହିଲେ ଏପରି…

କମଲା ହାରିସ୍‌ ହୋଲି ଅବସରରେ କହିଲେ ଏପରି…

ଓ୍ବାଶିଂଟନ,୨୯।୩: ଆମେରିକା ରାଷ୍ଟ୍ରପତି କମଲା ହାରିସ୍‌ ହୋଲି ଅବସରରେ ଶୁଭକାମନା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ହୋଲି ଉତ୍ସବରେ ନିଜ ନିଜ ମଧ୍ୟରେ ଥିବା…

4 years ago
ସୁଏଜ୍‌ କେନାଲ ଉପରୁ ସଙ୍କଟ ହଟିଲାସୁଏଜ୍‌ କେନାଲ ଉପରୁ ସଙ୍କଟ ହଟିଲା

ସୁଏଜ୍‌ କେନାଲ ଉପରୁ ସଙ୍କଟ ହଟିଲା

କାଏରୋ,୨୯।୩: ଇଜିପ୍ଟରେ ଥିବା ସୁଏଜ୍‌ କେନାଲରେ ଗତ ୬ ଦିନ ଧରି ମାର୍ଚ୍ଚ ୨୩ଠାରୁ କୌଣସି ପଣ୍ୟ ବୋଝେଇ ଜାହାଜ ଚଳାଚଳ କରିପାରୁ ନ ଥିଲା। କେନାଲ…

4 years ago
ଘୋଡ଼ା-କୁକୁରଙ୍କୁ ମିଳିବ ପେନସନ୍‌ଘୋଡ଼ା-କୁକୁରଙ୍କୁ ମିଳିବ ପେନସନ୍‌

ଘୋଡ଼ା-କୁକୁରଙ୍କୁ ମିଳିବ ପେନସନ୍‌

ଓ୍ବାର୍‌ସ୍ବ,୨୮।୩: ଚାକିରିରୁ ଅବସର ଗ୍ରହଣ ପରେ ମଣିଷଙ୍କୁ ପେନସନ୍‌ ମିଳିବା ଶୁଣାଯାଇଥାଏ। ତେବେ ଏବେ ସରକାରୀ ଚାକିରି କରିଥିବା ଘୋଡ଼ା ଏବଂ କୁକୁରଙ୍କୁ ଅବସର ପରେ ପେନସନ୍‌…

4 years ago
ରାଷ୍ଟ୍ରପତିଙ୍କ ଫେସ୍‌ବୁକ୍‌ ପେଜ୍‌ ବ୍ୟାନରାଷ୍ଟ୍ରପତିଙ୍କ ଫେସ୍‌ବୁକ୍‌ ପେଜ୍‌ ବ୍ୟାନ

ରାଷ୍ଟ୍ରପତିଙ୍କ ଫେସ୍‌ବୁକ୍‌ ପେଜ୍‌ ବ୍ୟାନ

ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଗୁଜବ ପ୍ରଚାର ଯୋଗୁ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍‌ ମଦୁରୋଙ୍କ ପେଜ୍‌ ବନ୍ଦ କରିଛି ଫେସ୍‌ବୁକ। କାର୍‌ଭାଟିଭିର୍‌ ନାମକ ଏକ ଔଷଧକୁ ‘ଚମତ୍କାର’…

4 years ago
ଜଳବାୟୁ ସମିଟ୍‌କୁ ମୋଦି ଆମନ୍ତ୍ରିତଜଳବାୟୁ ସମିଟ୍‌କୁ ମୋଦି ଆମନ୍ତ୍ରିତ

ଜଳବାୟୁ ସମିଟ୍‌କୁ ମୋଦି ଆମନ୍ତ୍ରିତ

ଓ୍ବାଶିଂଟନ,୨୮।୩: ଆମେରିକା ଆସନ୍ତା ମାସରେ ଜଳବାୟୁ ଉପରେ ଏକ ଭର୍ଚୁଆଲ ସମିଟ୍‌ର ଆୟୋଜନ କରୁଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ ଏହି ସମିଟ୍‌ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

4 years ago
ସେନା ଗୁଳିରେ ୯୩ ନିହତସେନା ଗୁଳିରେ ୯୩ ନିହତ

ସେନା ଗୁଳିରେ ୯୩ ନିହତ

ୟାଙ୍ଗୁନ୍‌,୨୮।୩: ଫେବୃୟାରୀ ୧ରେ ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କ କ୍ଷମତା ଅପହରଣ କରି ତାଙ୍କୁ ଜେଲରେ ପୂରାଇବା ପରଠାରୁ ଅଶାନ୍ତ ହୋଇପଡ଼ିଛି ମ୍ୟାନ୍‌ମାର।…

4 years ago
ଏମିତି ଦେଶ, ଯେଉଁଠି ଗର୍ଭପାତ ପରେ ସ୍ତ୍ରୀ-ସ୍ବାମୀଙ୍କୁ ମିଳେ ୩ ଦିନର ପାରିଶ୍ରମିକ ସହ ଛୁଟିଏମିତି ଦେଶ, ଯେଉଁଠି ଗର୍ଭପାତ ପରେ ସ୍ତ୍ରୀ-ସ୍ବାମୀଙ୍କୁ ମିଳେ ୩ ଦିନର ପାରିଶ୍ରମିକ ସହ ଛୁଟି

ଏମିତି ଦେଶ, ଯେଉଁଠି ଗର୍ଭପାତ ପରେ ସ୍ତ୍ରୀ-ସ୍ବାମୀଙ୍କୁ ମିଳେ ୩ ଦିନର ପାରିଶ୍ରମିକ ସହ ଛୁଟି

ପ୍ରତ୍ୟେକ ଦେଶରେ ଭିନ୍ନ ଭିନ୍ନ ନିୟମ କାନୁନ ରହିଛି। ସେମିତି ନ୍ୟୁଜିଲାଣ୍ଡରେ ଏକ ନିୟମ ରହିଛି ଯେ, ଯଦି କୌଣସି କର୍ମଜୀବୀ ମହିଳାଙ୍କ ଗର୍ଭପାତ ହୁଏ ତେବେ…

4 years ago
ଘର ବାହୁଡ଼ିଲେ ୫୪ ଭାରତୀୟ ଧୀବରଘର ବାହୁଡ଼ିଲେ ୫୪ ଭାରତୀୟ ଧୀବର

ଘର ବାହୁଡ଼ିଲେ ୫୪ ଭାରତୀୟ ଧୀବର

କଲୋମ୍ବୋ,୨୭।୩: ଶ୍ରୀଲଙ୍କା ନୌବାହିନୀ ଦ୍ୱାରା ଗିରଫ ହୋଇଥିବା ୫୪ ଭାରତୀୟ ଧୀବର ଘରକୁ ବାହୁଡ଼ିଛନ୍ତି। ମାର୍ଚ୍ଚ ୨୪ରେ ଦୁଇଟି ଭିନ୍ନ ଭିନ୍ନ ସାମୁଦ୍ରିକ ଅଞ୍ଚଳରୁ ସେମାନଙ୍କୁ ମାଛଧରା…

4 years ago
୫୦ ନିରୀହ ଲୋକଙ୍କ ଉପରେ ଆଖିବୁଜା ଗୁଳି ବର୍ଷା୫୦ ନିରୀହ ଲୋକଙ୍କ ଉପରେ ଆଖିବୁଜା ଗୁଳି ବର୍ଷା

୫୦ ନିରୀହ ଲୋକଙ୍କ ଉପରେ ଆଖିବୁଜା ଗୁଳି ବର୍ଷା

ମ୍ୟାନମାର୍‌,୨୭।୩: ମ୍ୟାନମାର୍‌ରେ ସୈନ୍ୟବାହିନୀ କ୍ଷମତା ଦଖଲ କରିବା ପରେ ସଙ୍କଟ ଧୀରେଧୀରେ ବଢ଼ିବାରେ ଲାଗିଛି। ଶନିବାର ସୈନ୍ୟ ବାହିନୀଙ୍କ ଆଖିବୁଜା ଗୁଳିମାଡ଼ରେ ୫୦ ଜଣ ନିରୀହ ଲୋକଙ୍କ…

4 years ago
ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲାମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲା

ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲା

ଢାକା/କୋଲକାତା,୨୭।୩: ପଶ୍ଚିମବଙ୍ଗର ୨ କୋଟି ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ଲକ୍ଷ୍ୟ ନେଇ ଭାଜପା ପକ୍ଷରୁ ଦେଶରୁ ଆରମ୍ଭ ହୋଇଥିବା ରାଜନୀତି ବିଦେଶରେ ପହଞ୍ଚିଛି। ଏହି ୨ କୋଟିର…

4 years ago