ସିଓଲ,୧୨ା୫: ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସତର୍କ କରିଦିଆଯାଇଛି। କଟକଣା କୋହଳ ହେବା ପରେ ରବିବାର ସଂକ୍ରମଣ ମାସକ ମଧ୍ୟରେ…
ଓ୍ବାଶିଂଟନ/ମସ୍କୋ/ଲଣ୍ଡନ, ୧୨ା୫: ବିଗିିଡ଼ିବାରେ ଲାଗିଛି କରୋନା ସ୍ଥିତି। ବିଶ୍ୱକୁ ଥରହର କରି ଆତଙ୍କର ବାତାବରଣ ସୃଷ୍ଟିକରିଛି ଏହି ମହାମାରୀ ଭୂତାଣୁ। ସୋମବାର ସୁଦ୍ଧା ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା…
ବେଜିଂ,୧୧।୫: ଚାଇନାକୁ ପୁଣି ଫେରିଛି କରୋନା। ରୁଷ ସୀମା ନିକଟରେ ଅବସ୍ଥିତ ଜିଲିନ ଅଞ୍ଚଳରେ ଥିବା ଶୁଲାନ ସହରରେ ୧୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା…
ଲଣ୍ଡନ,୧୧।୫: ବ୍ରିଟେନ୍ରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ଆସନ୍ତା ୨୦୨୪ ପର୍ଯ୍ୟନ୍ତ ସାମାଜିକ ଦୂରତା ନିୟମ ମାନିବାକୁ ପଡ଼ିବ।…
ତେହେରାନ,୧୧।୫: ଇରାନ୍ରେ ଏକ ଯୁଦ୍ଧ ଜାହାଜର ମିଜାଇଲ୍ ଲକ୍ଷ୍ୟଚ୍ୟୁତ ହୋଇଛି। ଏହାଦ୍ୱାରା ଅନ୍ୟ ଏକ ମାଲବାହୀ ଜାହାଜ ଧ୍ୱଂସ ହୋଇଯାଇଛି। ଜାହାଜରେ ୩୦ରୁ ୪୦ ନାବିକ ଥିଲେ।…
ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦ ବେଳକୁ…
ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍-୧୯ ବିରୋଧୀ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଇତିମଧ୍ୟରେ କରୋନା ମହାମାରୀ…
ଲଣ୍ଡନ,୧୦।୫: କରୋନା ଭାଇରସ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏଥିରୁ ଦୂରେଇ ରହିବାର ମୁଖ୍ୟମାଧ୍ୟମ ହେଉଛି ଲକ୍ଡାଉନ। ତେଣୁ ବିଶ୍ୱର ଅଧିକାଂଶ…
ଓ୍ବାଶିଂଟନ,୧୦।୫: ମହାମାରୀ କରୋନା ସଂକ୍ରମଣ (କୋଭିଡ୍-୧୯)କୁ ନେଇ ଚାଇନା ବିରୋଧରେ ଆମେରିକାର ଦୋଷାରୋପ ଜାରି ରହିଛି। ଚାଇନା କୋଭିଡ୍-୧୯ ସମ୍ପର୍କିତ ତଥ୍ୟ ଲୁଚାଇ ଚାଲିଛି ବୋଲି ଆମେରିକାର…