Advertisement

ଅନ୍ତର୍ଜାତୀୟ

ବ୍ରିଟେନରେ ପିଲାଙ୍କୁ ବିରଳ ରୋଗବ୍ରିଟେନରେ ପିଲାଙ୍କୁ ବିରଳ ରୋଗ

ବ୍ରିଟେନରେ ପିଲାଙ୍କୁ ବିରଳ ରୋଗ

ଲଣ୍ଡନ,୨୯ା୪: କିଛିଦିନ ହେଲା ଆମେରିକା, ଇଟାଲୀ ଓ ସ୍ପେନରେ କରେନା (କୋଭିଡ୍‌-୧୯) ସଂକ୍ରମଣର ସ୍ଥିତିରେ ଧୀରେ ଧୀରେ ସୁଧାର ହେଉଥିବା ଲକ୍ଷ୍ୟ କରାଯାଉଥିବାବେଳେ ବ୍ରିଟେନରେ ଏହି ମହାମାରୀର…

5 years ago
କ୍ଷମତା ଲୋଭରେ ବିପଦକୁ ଆମନ୍ତ୍ରଣ: କୋଭିଡ୍‌-୧୯କୁ ଅସ୍ତ୍ରକରି ସତ୍ୟର କଣ୍ଠରୋଧକ୍ଷମତା ଲୋଭରେ ବିପଦକୁ ଆମନ୍ତ୍ରଣ: କୋଭିଡ୍‌-୧୯କୁ ଅସ୍ତ୍ରକରି ସତ୍ୟର କଣ୍ଠରୋଧ

କ୍ଷମତା ଲୋଭରେ ବିପଦକୁ ଆମନ୍ତ୍ରଣ: କୋଭିଡ୍‌-୧୯କୁ ଅସ୍ତ୍ରକରି ସତ୍ୟର କଣ୍ଠରୋଧ

ବେଜିଂ,୨୯।୪: କ୍ଷମତାସୀନ ନେତାମାନେ ନିଜ ଦୋଷ ଦୁର୍ବଳତା ଘୋଡ଼ାଇବାକୁ କ୍ଷମତାର ଅପବ୍ୟବହାର କରିଚାଲିଛନ୍ତି। ଏପରି କି ମୁକ୍ତ ସାମ୍ବାଦିକତାର କଣ୍ଠରୋଧ କରି ନିଜକୁ ପ୍ରଭାବଶାଳୀ ଭାବେ ଉପସ୍ଥାପନ…

5 years ago
ପେଣ୍ଟାଗନ ଜାରି କଲା ୟୁଏଫ୍‌ଓ ଭିଡିଓପେଣ୍ଟାଗନ ଜାରି କଲା ୟୁଏଫ୍‌ଓ ଭିଡିଓ

ପେଣ୍ଟାଗନ ଜାରି କଲା ୟୁଏଫ୍‌ଓ ଭିଡିଓ

ଓ୍ବାଶିଂଟନ,୨୯ା୪: ପୃଥିବୀ ବାହାରରେ ଥିବା ଦୁନିଆ ଓ ସେଠାରେ ବସବାସ କରୁଥିବା ଏଲିଅନ୍‌ଙ୍କୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ଜୋର୍‌ ଧରିଥାଏ। ଅନେକ ସମୟରେ ଅନ୍‌ଆଇଡେଣ୍ଟିଫାଏଡ୍‌ ଫ୍ଲାଇଂ…

5 years ago
ସହରୀ ବସ୍ତିକୁ ବଡ଼ ବିପଦସହରୀ ବସ୍ତିକୁ ବଡ଼ ବିପଦ

ସହରୀ ବସ୍ତିକୁ ବଡ଼ ବିପଦ

ନ୍ୟୁୟର୍କ,୨୯ା୪: ମହାମାରୀ କରୋନା ସ୍ଥାନକାଳ ବାଛ ବିଚାର କରୁନାହିଁ। ଯେଉଁଠି ଯେତେବେଳେ ପାରିଲା ମାଡ଼ିଯାଉଛି। ତେବେ ଅସ୍ବଚ୍ଛ ଓ ଅଶ୍ୱସ୍ତିକର ପରିବେଶରେ ଏହି ଘାତକ ଭୂତାଣୁ ସଂକ୍ରମଣ…

5 years ago
କରୋନା ସଂକ୍ରମଣରୁ ମୁକ୍ତି ପାଇଁ ଟକ୍ସିକ ମିଥାନଲ ପିଇ ୭ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ!କରୋନା ସଂକ୍ରମଣରୁ ମୁକ୍ତି ପାଇଁ ଟକ୍ସିକ ମିଥାନଲ ପିଇ ୭ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ!

କରୋନା ସଂକ୍ରମଣରୁ ମୁକ୍ତି ପାଇଁ ଟକ୍ସିକ ମିଥାନଲ ପିଇ ୭ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ!

ତେହେରାନ,୨୮।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏହି ମହାମାରୀ ଯୋଗୁ ବିଶ୍ୱରେ ଦିନକୁ ହଜାର ହଜାର ଲୋକଙ୍କ ଜୀବନ ଯାଉଛି।…

5 years ago
ଖୁସି ଖବର: ଆମେରିକାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟାଖୁସି ଖବର: ଆମେରିକାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଖୁସି ଖବର: ଆମେରିକାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୮।୪: କରୋନା ଭାଇରସ ସଂକ୍ରମଣରେ ଆମେରିକାର ମେରୁଦଣ୍ଡ ଏକ ପ୍ରକାର ଭାଙ୍ଗି ପଡିଲାଣି ବୋଲି ଆଲୋଚନା ହେଉଛି। ଏଠାରେ ପ୍ରତିଦିନ କରୋନା ଯୋଗୁ ହଜାର ହଜାର ସଂଖ୍ୟାରେ…

5 years ago
ଗରିବ ଦେଶରେ ୧୦୦ କୋଟିଙ୍କୁ କରୋନା ସଂକ୍ରମଣ ଆଶଙ୍କା,ମୃତକଙ୍କ ସଂଖ୍ୟା ଛୁଇଁବ ୩୦ ଲକ୍ଷ: ତାଲିକାରେ ପାକିସ୍ତାନ-ବାଂଲାଦେଶ-ମ୍ୟାନ୍‌ମାର୍‌ଗରିବ ଦେଶରେ ୧୦୦ କୋଟିଙ୍କୁ କରୋନା ସଂକ୍ରମଣ ଆଶଙ୍କା,ମୃତକଙ୍କ ସଂଖ୍ୟା ଛୁଇଁବ ୩୦ ଲକ୍ଷ: ତାଲିକାରେ ପାକିସ୍ତାନ-ବାଂଲାଦେଶ-ମ୍ୟାନ୍‌ମାର୍‌

ଗରିବ ଦେଶରେ ୧୦୦ କୋଟିଙ୍କୁ କରୋନା ସଂକ୍ରମଣ ଆଶଙ୍କା,ମୃତକଙ୍କ ସଂଖ୍ୟା ଛୁଇଁବ ୩୦ ଲକ୍ଷ: ତାଲିକାରେ ପାକିସ୍ତାନ-ବାଂଲାଦେଶ-ମ୍ୟାନ୍‌ମାର୍‌

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ କରୋନା…

5 years ago
ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍‌ବୁକ୍‌ ସହିତ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍‌ବୁକ୍‌ ସହିତ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ

ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍‌ବୁକ୍‌ ସହିତ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ

ରୋମ୍‌,୨୮।୪: ଇଟାଲିରେ କରୋନା ସଂକ୍ରମଣ କମିବାରେ ଳାଗିଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଏବେ କେତେକାଶଂରେ ବି ଜାରି ରହିଛି। ଦିନେ କରୋନା ମହାମାରୀର ହଟ୍‌ସ୍ପଟ୍‌…

5 years ago
କରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦକରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦ

କରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସାମାଜିକ ଦୂରତା, ମାସ୍କ୍‌ ବ୍ୟବହାର, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର ଆଦି ନେଇ…

5 years ago
କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କରକରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି।…

5 years ago