Advertisement

ଅନ୍ତର୍ଜାତୀୟ

ଏହି ଦେଶରେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ ହେବାରୁ ପ୍ରଧାନମନ୍ତ୍ରୀ ଦେଲେ ଇସ୍ତଫାଏହି ଦେଶରେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ ହେବାରୁ ପ୍ରଧାନମନ୍ତ୍ରୀ ଦେଲେ ଇସ୍ତଫା

ଏହି ଦେଶରେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ ହେବାରୁ ପ୍ରଧାନମନ୍ତ୍ରୀ ଦେଲେ ଇସ୍ତଫା

ଉଲାନବାଟର,୨୨।୧ : ମଙ୍ଗୋଲିଆର ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖନା ସଂସଦରେ ତାଙ୍କର ଇସ୍ତଫାପତ୍ର ଦାଖଲ କରିଛନ୍ତି। କାରଣ ମଙ୍ଗୋଲିଆର ଜଣେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ କରାଯାଇଥିଲା।…

5 years ago
ଏହି ଯୁବତୀଙ୍କ ପଛରେ ପାଣି ପରି ପଇସା ଖର୍ଚ୍ଚ କରନ୍ତି ପୁଟିନ୍‌ଏହି ଯୁବତୀଙ୍କ ପଛରେ ପାଣି ପରି ପଇସା ଖର୍ଚ୍ଚ କରନ୍ତି ପୁଟିନ୍‌

ଏହି ଯୁବତୀଙ୍କ ପଛରେ ପାଣି ପରି ପଇସା ଖର୍ଚ୍ଚ କରନ୍ତି ପୁଟିନ୍‌

ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ନାଁରେ ଜଣେ ବ୍ୟକ୍ତି ଏକ ଗୁରୁତର ଅଭିଯୋଗ କରିଛନ୍ତି। ତାହା ପୁଣି ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି। ଆଲେକ୍ସି ନାଓ୍ବଲନୀ…

5 years ago
ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନାଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନା

ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନା

ବେଜିଂ,୨୨।୧: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖରେ ସୀମା ବିବାଦ ଏପର୍ଯ୍ୟନ୍ତ ଥମି ନାହିଁ। ଚାଇନା ପୁଣିଥରେ ଅରୁଣାଚଳ ପ୍ରଦେଶ ଉପରେ ନିଜ ହକ୍‌ ଜାହିର କରିଛି।…

5 years ago
ଆର୍‌ଏସ୍‌ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ!ଆର୍‌ଏସ୍‌ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ!

ଆର୍‌ଏସ୍‌ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ!

ୱାଶିଂଟନ,୨୨ ।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ୨୦ ଜାନୁୟାରୀ ବୁଧବାର ଶପଥ ଗ୍ରହଣ କରି ସାରିଛନ୍ତି । ଏବେ ତାଙ୍କ ଟିମ୍‌ରେ…

5 years ago
ବାଇଡେନ୍‌ଙ୍କୁ ଟ୍ରମ୍ପ୍‌ଙ୍କ ଚିଠିବାଇଡେନ୍‌ଙ୍କୁ ଟ୍ରମ୍ପ୍‌ଙ୍କ ଚିଠି

ବାଇଡେନ୍‌ଙ୍କୁ ଟ୍ରମ୍ପ୍‌ଙ୍କ ଚିଠି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଉଦାରତାପୂର୍ଣ୍ଣ ଚିଠି ଲେଖିଛନ୍ତି। ଏ ନେଇ ବାଇଡେନ୍‌ ହ୍ବାଇଟ ହାଉସ୍‌ ପରିସରରେ ଖବରଦାତାଙ୍କୁ ସୂଚନା…

5 years ago
ବାଇଡେନ୍‌ ଅର୍ଡରବାଇଡେନ୍‌ ଅର୍ଡର

ବାଇଡେନ୍‌ ଅର୍ଡର

ଓ୍ବାଶିଂଟନ,୨୨ା୧:ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ଜୋ ବାଇଡେନ୍‌ ନିଜ ପୂର୍ବସୂରୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନୀତିଗୁଡ଼ିକୁ ପଲଟାଇବା ଆରମ୍ଭ କରିଦେଇଛନ୍ତି । ଶପଥ…

5 years ago
୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର

୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର

ଓ୍ବାଶିଂଟନ୍‌, ୨୧।୧: ଶରୀରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକ ଲୋକ କସ୍‌ମେଟିକ୍‌ ସର୍ଜରୀ କରିଥାନ୍ତି। ଏବେ ଏହା ଦ୍ୱାରା ଉଚ୍ଚତା ବୃଦ୍ଧି ହେଉଥିବା ଚର୍ଚ୍ଚା ହେଉଛି। ଆମେରିକାର…

5 years ago
ବାଗଦାଦ ଆତ୍ମଘାତି ବିସ୍ଫୋରଣ: ୮ ମୃତ ୧୫ ଆହତବାଗଦାଦ ଆତ୍ମଘାତି ବିସ୍ଫୋରଣ: ୮ ମୃତ ୧୫ ଆହତ

ବାଗଦାଦ ଆତ୍ମଘାତି ବିସ୍ଫୋରଣ: ୮ ମୃତ ୧୫ ଆହତ

ବାଗଦାଦ,୨୧ ।୧: ଇରାକର ରାଜଧାନୀ ବାଗଦାଦରେ ଗୁରୁବାର ଏକ ଆତ୍ମଘାତି ବିସ୍ଫୋରଣ ହୋଇଛି । ଏଥିରେ ପାଖାପାଖି ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ…

5 years ago
ପାକିସ୍ତାନ କ୍ଷେପଣାସ୍ତ୍ର ପାଲଟିଲା ବୁମେରାଂପାକିସ୍ତାନ କ୍ଷେପଣାସ୍ତ୍ର ପାଲଟିଲା ବୁମେରାଂ

ପାକିସ୍ତାନ କ୍ଷେପଣାସ୍ତ୍ର ପାଲଟିଲା ବୁମେରାଂ

ଇସଲାମାବାଦ୍‌, ୨୧।୧: ପାକିସ୍ତାନ ପକ୍ଷରୁ ଶାହିନ୍‌-୩ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ତେବେ ଏହା ବୁମେରାଂ ପାଲଟିଛି। କ୍ଷେପଣାସ୍ତ୍ର ପରୀକ୍ଷଣ ସମୟରେ ବହୁ ଲୋକ ଆହତ ହୋଇଛନ୍ତି।…

5 years ago
ପାଞ୍ଚ ଲକ୍ଷ ଭାରତୀୟଙ୍କୁ ନାଗରିକତା ଦେବାକୁ ବିଧେୟକ ଆଣିବେ ବାଇଡେନପାଞ୍ଚ ଲକ୍ଷ ଭାରତୀୟଙ୍କୁ ନାଗରିକତା ଦେବାକୁ ବିଧେୟକ ଆଣିବେ ବାଇଡେନ

ପାଞ୍ଚ ଲକ୍ଷ ଭାରତୀୟଙ୍କୁ ନାଗରିକତା ଦେବାକୁ ବିଧେୟକ ଆଣିବେ ବାଇଡେନ

ୱାଶିଂଟନ,୨୧ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶାସନ ଆରମ୍ଭ ହୋଇଛି । ଆରମ୍ଭରୁ ହିଁ ଆକ୍ସନ ମୁଡ୍‌ର ଅଛନ୍ତି ବାଇଡେନ । ବୁଧବାର…

5 years ago