ଅନ୍ତର୍ଜାତୀୟ

୮୦୩ କିଲୋଗ୍ରାମ୍‌ ଓଜନର ବୃହତ୍‌ କଖାରୁ ଉତ୍ପାଦନ କରିଥିବା ଚାଷୀଙ୍କୁ ଲକ୍ଷେ ୬୦ ହଜାର ପୁରସ୍କାର

ଟରୋଣ୍ଟୋ,୭।୧୦: କାନାଡ଼ାରେ ଜଣେ ଚାଷୀ ୮୦୩.୫୪ କିଲୋଗ୍ରାମ୍‌ ଓଜନର ବୃହତ୍‌ କଖାରୁ ଉତ୍ପାଦନ କରି ଲକ୍ଷେ ୬୦ ହଜାର ଟଙ୍କାର ପୁରସ୍କାର ଜିଣିଛନ୍ତି। ସ୍ଥାନୀୟ ବୁଶ୍‌ କାଉଣ୍ଟିସ୍ଥିତ…

5 years ago

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ…

5 years ago

୩୭୦ ଉଚ୍ଛେଦ ବିରୋଧରେ ଜେକେଏଲ୍‌ଏଫ୍‌ର ଫ୍ରିଡମ୍‌ ମାର୍ଚ୍ଚ : ଏଲ୍‌ଓସି ଅଭିମୁଖେ ପିଓକେବାସୀ

ଇସ୍‌ଲାମାବାଦ,୭ା୧୦ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଦୁଇମାସ ପୂରିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ପାକିସ୍ତାନରେ ଜୋର୍‌ଦାର ବିରୋଧ…

5 years ago

ଜେଲ୍‌ରେ ରହିବା ପାଇଁ ବୃଦ୍ଧାବୃଦ୍ଧ କରୁଛନ୍ତି ଅପରାଧ

ଜାପାନରେ ବୟସ୍କ ବ୍ୟକ୍ତିମାନେ ବର୍ତ୍ତମାନ ସମୟରେ ଏକ ବିଚିତ୍ର ସମସ୍ୟା ଦେଇ ଗତିକରୁଛନ୍ତି। ଏଥିପାଇଁ ସେମାନେ ପ୍ରତିଦିନ କିଛି ନା କିଛି ଅପରାଧ କରି ଜେଲ୍‌ ଯିବାକୁ…

5 years ago

ଥରିଲା ପିଓକେ

ଇସ୍‌ଲାମାବାଦ,୬।୧୦: ପିଓକେ ବା ପାକ୍‌ ଅଧିକୃତ କଶ୍ମୀରରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଯଦିଓ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିଲା ତେବେବି ଏଥିରେ…

5 years ago

ପ୍ରଥମ ବିଶ୍ୱଯୁଦ୍ଧରେ ଶହୀଦ ଭାରତୀୟ ଯବାନଙ୍କୁ ଫ୍ରାନ୍ସରେ ଦିଆଗଲା ଶ୍ରଦ୍ଧାଞ୍ଜଳି

ପ୍ୟାରିସ,୬।୧୦: ଭାରତ ଓ ଫ୍ରାନ୍ସ ରବିବାର ସେହି ଭାରତୀୟ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ଯେଉଁମାନେ ପ୍ରଥମ ବିଶ୍ୱଯୁଦ୍ଧରେ ସର୍ବୋଚ୍ଚ ବଳିଦାନ ଦେଇଥିଲେ। ଫ୍ରାନ୍ସରେ ଥିବା ଭାରତୀୟ ଦୂତାବାସ…

5 years ago

ଇମ୍ରାନ୍‌ଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀର ଷଡ଼ଯନ୍ତ୍ର: ଚରମପନ୍ଥୀ ନେତାଙ୍କ ସହ ଯୋଗାଯୋଗ

ଇସଲାମାବାଦ୍‌,୬।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀ ପକ୍ଷରୁ ଷଡ଼ଯନ୍ତ୍ର ଆରମ୍ଭ ହୋଇଛି।…

5 years ago

ରୁଷରେ ମିଳିଲା ୮୦ କୋଟି ବର୍ଷ ତଳର ବିଶେଷ ଧରଣର ହୀରା

ମସ୍କୋ,୬।୧୦: ହୀରା ସର୍ବଦା ମୂଲ୍ୟବାନ ହୋଇଥିବା ବେଳେ ତା’ର ଏକ ସ୍ବତନ୍ତ୍ର ପରିଚୟ ରହିଛି। ତେବେ ହୀରା ପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ରୁଷର ଏକ…

5 years ago

ସୌଦିରେ ବଦଳିଲା ନିୟମ: ହୋଟେଲରେ ଗୋଟିଏ ରୁମ୍‌ରେ ରହିପାରିବେ ଦମ୍ପତି

ରିୟାଦ୍‌,୬।୧୦: ସୌଦିରେ ପାରମ୍ପରିକ ନିୟମ ଏବେ ବଦଳିବାରେ ଲାଗିଛି। ଏଣିକି ଏଠାକାର ହୋଟେଲରେ ଦମ୍ପତି ଗୋଟିଏ ରୁମ୍‌ରେ ରହିପାରିବେ। ବିଦେଶୀ ଦମ୍ପତିଙ୍କ ପାଇଁ ଏହି ନିୟମ ଲାଗୁ…

5 years ago

ପାକିସ୍ତାନରେ ପୋଲିଓ ଆତଙ୍କ

ଇସ୍‌ଲାମାବାଦ,୬।୧୦: ଚଳିତ ବର୍ଷ ପାକିସ୍ତାନରେ ପୋଲିଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି ବୋଲି ଜଣାପଡିଛି। ଏବେ ସୁଦ୍ଧା ସେଠାରେ ୭୨ ପୋଲିଓ ରୋଗୀ ଚିହ୍ନଟ ହୋଇ ସାରିଲେଣି। ନିକଟରେ…

5 years ago