ଅନ୍ତର୍ଜାତୀୟ

୧୭ ଶହ ବର୍ଷ ତଳେ ବୁଡ଼ିଥିବା ଜାହାଜର ସନ୍ଧାନ ମିଳିଲା: ରୋମାନ ସମୟର ଶହେ ପାତ୍ର ରହିଛି ସୁରକ୍ଷିତ

ମାଦ୍ରିଦ୍‌,୨୯।୯: ସ୍ପେନ୍‌ର ବେଲେରିକ୍‌ ଦ୍ୱୀପ ନିକଟରେ ସମୁଦ୍ରରେ ୧୭ ଶହ ବର୍ଷ ତଳେ ବୁଡ଼ିଥିବା ଏକ ଜାହାଜର ସନ୍ଧାନ ମିଳିଛି। ଏଥିରେ ରୋମାନ୍‌ ସମୟର ୨ଶହଟି ପାତ୍ର…

5 years ago

ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୩୬ ମୃତ

ବେଜିଂ,୨୯।୯: ଚାଇନାର ପୂର୍ବ ଜିଆଙ୍ଗ୍‌ସୁ ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୬ରୁ ଅଧିକ ଲୋକ ଆହତ ହୋଇଛନ୍ତି।…

5 years ago

ପ୍ରଦୂଷଣ ବିରୋଧରେ ବିପ୍ଳବ: ଖାଦ୍ୟ ନଷ୍ଟ ରୋକିବାକୁ ଫ୍ରାନ୍ସର ପ୍ରୟାସ

ପ୍ୟାରିସ୍‌,୨୯ା୯: ପରିବେଶ ପ୍ରଦୂଷଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଏହାର ସମାଧାନ ଦିଗରେ ଫ୍ରାନ୍ସ ସରକାର ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ସାରା…

5 years ago

ଆମେରିକାରେ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା

ହ୍ୟୁଷ୍ଟନ,୨୯ା୯(ପି.ଟି.): ଆମେରିକାର ଟେକ୍ସାସରେ ଜଣେ ଭାରତୀୟ-ଆମେରିକୀୟ ଶିଖ୍‌ ପୋଲିସ ଅଫିସରଙ୍କୁ ହତ୍ୟା କରାଯାଇଛି। ଆମେରିକା ପୋଲିସ ବିଭାଗରେ ସନ୍ଦିପ୍‌ ସିଂ ଧଲିଓ୍ବାଲଙ୍କୁ ଦାଢ଼ି ରଖିବା ଓ ପଗଡି…

5 years ago

ମସ୍ତିଷ୍କରେ ସ୍ମୃତିକୁ ରଖେ ସାଇତି ଏହି ପ୍ରୋଟିନ୍‌…

ମନୁଷ୍ୟ ମସ୍ତିଷ୍କରେ ଛୋଟବେଳଠାରୁ ବଡ ହେବା ପର୍ଯ୍ୟନ୍ତ ଅନେକ ସ୍ମୃତି ରହିଥାଏ। ଧୀରେ ଧୀରେ କେତେକ ଘଟଣା ଭଲ ଭାବେ ମନେ ମଧ୍ୟ ପଡି ନ ଥାଏ।…

5 years ago

କଲ୍ଲୀ ପୁରୀଙ୍କୁ ମିଳିଲା ମିଡିଆ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଭାବଶାଳୀ ମହିଳା ସମ୍ମାନ

ଇଂଲଣ୍ଡ,୨୮।୯: ଇଣ୍ଡିଆ ଟୁଡେ ଗ୍ରୁପ୍‌ର ଭାଇସ୍‌ ଚେୟାରମ୍ୟାନ କଲ୍ଲୀ ପୁରୀଙ୍କୁ ‘ଇଣ୍ଡିଆଜ୍‌ ମୋଷ୍ଟ ପାଓ୍ବାରଫୁଲ ଓ୍ବିମେନ ଇନ୍‌ ମିଡିଆ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ଶୁକ୍ରବାର ବ୍ରିଟିଶ ସଂସଦରେ…

5 years ago

ଆଫଗାନିସ୍ତାନରେ ବିସ୍ଫୋରଣ

କାନ୍ଧାର,୨୮।୯: ଦକ୍ଷିଣ ଆଫଗାନିସ୍ତାନର କାନ୍ଧାର ସହରରେ ଶନିବାର ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

5 years ago

କଶ୍ମୀର ନୁହେଁ ଚାଇନାରେ ବାସ କରୁଥିବା ମୁସଲମାନ୍‌ଙ୍କ ଚିନ୍ତା କରୁ ପାକିସ୍ତାନ: ଆମେରିକା

ଜେନେଭା, ୨୮।୯: ଆମେରିକା ପକ୍ଷରୁ ଜାତିସଂଘରେ ଆମେରିକା ପକ୍ଷରୁ କଡ଼ାଜବାବ ମିଳିଛି। ଆମେରିକା କହିଛି ଯେ, ପାକିସ୍ତାନ କଶ୍ମୀରରେ ବାସ କରୁଥିବା ମୁସଲମାନ୍‌ଙ୍କ ଚିନ୍ତା ନ କରି…

5 years ago

ଚିକିତ୍ସାରେ ତ୍ରୁଟି ଯୋଗୁ ପ୍ରତିବର୍ଷ ଯାଉଛି ୨୬ ଲକ୍ଷରୁ ଅଧିକ ଜୀବନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା,୨୮।୯: ପ୍ରତିବର୍ଷ ଚିକିତ୍ସାରେ ତ୍ରୁଟି ଯୋଗୁ ୨୬ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି।…

5 years ago

ଆତଙ୍କବାଦୀଙ୍କୁ ପେନସନ୍‌ ଦେଉଛି ପାକିସ୍ତାନ: ଜାତିସଂଘରେ ଭାରତର କଡ଼ା ଜବାବ

ଜେନେଭା,୨୮।୯: ପାକିସ୍ତାନ ଆତଙ୍କବାଦୀଙ୍କୁ ପେନସନ୍‌ ଦେଉଛି। ଏନେଇ ଜାତିସଂଘରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଥିବା ଭାରତୀୟ ପ୍ରଥମ ସଚିବ ବିଦିଶା ମିଶ୍ରା ‘ରାଇଟ୍‌…

5 years ago