ତେହେରାନ,୨ା୧(ପି.ଟି.): ପଡୋଶୀ ଇରାକରେ ଆମେରିକା ଯୁଦ୍ଧ ଉତ୍ତେଜନା ସୃଷ୍ଟି କରୁଥିବାରୁ ଇରାନରେ ଏହାର ସ୍ବାର୍ଥ ପାଇଁ କାର୍ଯ୍ୟ କରୁଥିବା ସ୍ବିସ୍ ଦୂତାବାସର ଅଧିକାରୀଙ୍କୁ ତେହେରାନ ସମନ କରିଛି।…
ଓ୍ବାଶିଂଟନ,୨ା୧(ପି.ଟି.): ଇରାକ ରାଜଧାନୀ ବାଗଦାଦରେ ଇରାନ ସମର୍ଥତ୍ତ ବିଦ୍ରୋହୀଙ୍କ ଉପରେ ଆକାଶମାର୍ଗରୁ ଆକ୍ରମଣ କରିଥିଲା ଆମେରିକା। ଏହାକୁ ନେଇ ଉତ୍ତ୍ୟକ୍ତ ବିକ୍ଷୋଭକାରୀମାନେ ବାଗଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ…
ଓ୍ବାଶିଂଟନ୍,୧ା୧: ପପୁଲାର ଚାଇନିଜ୍ ଭିଡିଓ ଆପ୍ ଟିକ୍ଟକ୍କୁ ଆମେରିକା ସେନା ନିଷିଦ୍ଧ କରିଛି। ଏଣିକି ଆମେରିକା ସେନା ଏହାକୁ ଆଉ ବ୍ୟବହାର କରିପାରିବେ ନାହିଁ। ଜାତୀୟ ସୁରକ୍ଷା…
ଓ୍ବାଶିଂଟନ,୧।୧: ନୂଆବର୍ଷ ପହିଲି ଦିନରେ ପୃଥିବୀରେ ମୋଟ ୩ ଲକ୍ଷ ୯୨ ହଜାର ୭୮ ଜଣ ନବଜାତକ ଜନ୍ମଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ଭାରତରେ ସର୍ବାଧିକ ୬୭ ହଜାର…
ଓ୍ବାଶିଂଟନ,୧।୧: ଖାଦ୍ୟପେୟ ତଥା ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ କେତେକ ଛୋଟ ପିଲାଙ୍କଠାରେ ମେଦବହୁଳତା ଦେଖାଯାଉଛି। ଏହାର ପ୍ରଭାବରେ ସେମାନଙ୍କ ମନେ ରଖିବା ଶକ୍ତି କମିଯାଉଛି। ଏନେଇ…
ସିଡ୍ନୀ,୧ା୧: ଦକ୍ଷିଣ-ପୂର୍ବ ଅଷ୍ଟ୍ରେଲିଆର ନ୍ୟୁ ସାଉଥ୍ ଓ୍ବେଲ୍ସସ୍ଥିତ କୋବାର୍ଗୋ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିବାରୁ ୨ ଜଣ ପ୍ରାଣ ହରାଇଛନ୍ତି। ଅନେକ ନିଖୋଜ ଥିବା ଜଣାପଡ଼ିଛି। ମୃତକ…
ଢ଼ାକା,୧ା୧: ଭାରତୀୟ ସୀମାକୁ ଲାଗି ୧ କି.ମି. ଅଞ୍ଚଳ ପର୍ଯ୍ୟନ୍ତ ମୋବାଇଲ ସେବାକୁ ବାଂଲାଦେଶ ସରକାର ବନ୍ଦ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା…
ଶୋରାବକ,୩୧।୧୨: ଦକ୍ଷିଣ ପୂର୍ବ ଆଫଗାନିସ୍ତାନର କାନ୍ଦାହାରରେ ଥିବା ଶୋରାବକ ଜିଲାରେ ହୋଇଥିବା ପୃଥକ ପୃଥକ ବିମାନ ଆକ୍ରମଣରେ ୧୧ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…
ଓ୍ବାଶିଂଟନ,୩୧।୧୨: ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଗୁଗୁଲ ଆତସବାଜୀକୁ ନେଇ ଡୁଡୁଲ ପ୍ରସ୍ତୁତ କରିଛି। ନ୍ୟୁ ଇୟର ଇଭ ନାଁରେ ଏହି ଡୁଡୁଲ ପ୍ରସ୍ତୁତ କରାଯାଇଛି। ଆଉ…
ବେଜିଂ, ୩୧।୧୨: ଚାଇନାର ଦକ୍ଷିଣ-ପଶ୍ଚିମ ଗିୟାଝୋଇ ପ୍ରାନ୍ତରେ ଥିବା ପିଙ୍ଗ୍ଟାଙ୍ଗ୍ ବ୍ରିଜ୍ ଟାଓ୍ବାରକୁ ମଙ୍ଗଳବାର ଲୋକାର୍ପିତ କରାଯାଇଛି। ଦୁଇ ପାହାଡ଼ ମଧ୍ୟରେ ଥିବା ଏହି ୨୧୩୫ ମିଟର…