ଅନ୍ତର୍ଜାତୀୟ

ଆରମ୍ଭ ହେଲା ‘ହାଓଡି ମୋଦି’ କାର୍ଯ୍ୟକ୍ରମ: କିଛି ସମୟ ପରେ ଯୋଗଦେବେ ମୋଦି-ଟ୍ରମ୍ପ୍‌

ହ୍ୟୁଷ୍ଟନ୍‌,୨୨।୯: ଆମେରିକାର ହ୍ୟୁଷ୍ଟନରେ ବହୁ ପ୍ରତୀକ୍ଷିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ହ୍ୟୁଷ୍ଟନର ଏଆରଜି ଷ୍ଚାଡିୟମ କମ୍ପୁଛି। ଶିଖ୍‌ଙ୍କ ପବିତ୍ର ଗୁରୁବାଣୀ…

5 years ago

ପାକିସ୍ତାନ ପ୍ରଧାନମନ୍ତ୍ରୀ ହେଲେ ହଟହଟା: ଅନ୍ୟ ଦେଶର ବିମାନରେ ଆମେରିକା ଗଲେ, ସ୍ବାଗତ କରିବାକୁ ବି କେହି ଆସିଲେନି

ଓ୍ବାଶିଂଟନ, ୨୨।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜାତିସଂଘର ସାଧାରଣ ଅଧିବେଶନରେ ଯୋଗଦେବା ଆମେରିକାରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ତାଙ୍କୁ ହଟହଟା ହେବାକୁ ପଡିଛି। ଆମେରିକାର…

5 years ago

କଶ୍ମୀର ପଣ୍ଡିତଙ୍କୁ ଭେଟି କହିଲେ ମୋଦି: ତୁମେମାନେ ବହୁତ ସହିଛ, ଏବେ ମିଶିକି ନୂଆ କଶ୍ମୀର ଗଠନ କରିବା

ହ୍ୟୁଷ୍ଟନ,୨୨।୯: ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରବାସୀ ଭାରତୀୟ କଶ୍ମୀର ପଣ୍ଡିତମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି।…

5 years ago

ମସ୍ତିଷ୍କର କ୍ରିୟାଶୀଳତା କମାଏ କ୍ଷୀଣ ଆଲୋକ…

କ୍ଷୀଣ ଆଲୋକ ମସ୍ତିଷ୍କ ଉପରେ ଖରାପ ପ୍ରଭାବ ପକାଏ। ଏହାଦ୍ୱାରା ସ୍ମତିଶକ୍ତି କମିବା ସହିତ ଚିନ୍ତାଶକ୍ତି ମଧ୍ୟ ହ୍ରାସ ପାଏ। ଅପରପକ୍ଷରେ ଉଜ୍ଜଳ ଆଲୋକ ମସ୍ତିଷ୍କ କୋଷିକାର…

5 years ago

୧୬ ବର୍ଷୀୟ ସ୍ପର୍ଶଙ୍କ ଶରୀରରେ ୧୩୦ଟି ଫ୍ରାକ୍ଚର: ମୋଦିଙ୍କ ସାମ୍ନାରେ ଗାଇବେ ଜାତୀୟ ସଙ୍ଗୀତ

ହ୍ୟୁଷ୍ଟନ୍‌,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି। ସେଠାରେ ବସବାସ କରୁଥିବା ଭାରତୀୟ ସମୁଦାୟଙ୍କ ଦ୍ୱାରା ଆୟୋଜିତ ହାଓଡି ମୋଦିି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

5 years ago

ପୁଣି ହୃଦୟ ଜିତିଲେ ମୋଦି: ବିମାନବନ୍ଦରରେ ତଳୁ ଉଠାଇଲେ ଫୁଲ

ହ୍ୟୁଷ୍ଟନ,୨୨।୯: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଧାରଣ ଜୀବନଯାପନ ଶୈଳୀ ଚର୍ଚ୍ଚାକୁ ଆସିଛି। ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଶନିବାର ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

5 years ago

୨ ଶହ ଫୁଟ ପାଣି ତଳୁ ମିଳିଲା ୧୪୧ ବର୍ଷ ତଳେ ନିଖୋଜ ହୋଇଥିବା ୨ ଜାହାଜ

ଲାସିଙ୍ଗ୍‌,୨୨।୯: ଆମେରିକା ମିସିଗାନ୍‌ରେ ୨ ଶହ ଫୁଟ ପାଣି ତଳୁ  କୋଇଲା ବୋଝେଇ ୨ ଜାହାଜର ସନ୍ଧାନ ମିଳିଛି। ୧୪୧ ବର୍ଷ ତଳେ ୧୮୭୮ରେ ଜାହାଜ ୨ଟି…

5 years ago

ମୋଦିଙ୍କ ଆମେରିକା ଗସ୍ତ: ଶକ୍ତି କ୍ଷେତ୍ରରେ ୫ ନିୟୁତ ଟନ୍‌ ଏଲ୍‌ଏନ୍‌ଜି ପାଇଁ ଚୁକ୍ତି

ହ୍ୟୁଷ୍ଟନ,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଟେକ୍ସାସ୍‌ର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି। ଆମେରିକା ଗସ୍ତର ପ୍ରଥମ ଦିନରେ ଶକ୍ତି କ୍ଷେତ୍ରରେ ବୃହତ୍‌ ବୁଝାମଣା ହୋଇଛି। ଏନେଇ ଆୟୋଜିତ ଏକ…

5 years ago

ମୋଦିଙ୍କ ପାଇଁ ହ୍ୟୁଷ୍ଟନରେ ସ୍ବତନ୍ତ୍ର ‘ନମୋ ଥାଳି’

ଓ୍ବାଶିଂଟନ,୨୨।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ରହଣୀ ସମୟରେ ମୂଳ ଭାରତୀୟ ରାନ୍ଧୁଣିଆ…

5 years ago

‘ଚାଇନାର ଶକ୍ତିବୃଦ୍ଧି ବିଶ୍ୱକୁ ବିପଦ’

ଓ୍ବାଶିଂଟନ,୨୨ା୯(ପି.ଟି.): ଚାଇନାର ସାମରିକ ଶକ୍ତିବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚିନ୍ତାବ୍ୟକ୍ତ କରିବା ସହ ଏହା ସାରା ବିଶ୍ୱ ପାଇଁ ବିପଦ ବୋଲି କହିଛନ୍ତି। ଏହି…

5 years ago