ଅନ୍ତର୍ଜାତୀୟ

ହ୍ବାଇଟ୍‌ ହାଉସ୍‌ ନିକଟରେ ବିସ୍ଫୋରଣ: ଜଣେ ମୃତ, ୫ ଆହତ

ଓ୍ବାଶିଂଟନ୍‌, ୨୦।୯: ଆମେରିକାର ହ୍ବାଇଟ୍‌ ହାଉସ୍‌ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ସମୟ ରାତି…

5 years ago

୨୧ରେ ପୂରିବ ବିକ୍ରମ ଆୟୁଷ

ହ୍ୟୁଷ୍ଟନ,୨୦-୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମର ଆୟୁଷ ଆଉ ମାତ୍ର ଦୁଇଦିନ ବାକି। ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହେବା ପରେ…

5 years ago

ସୁପର ୩୦ ପ୍ରତିଷ୍ଠାତା ଆମେରିକାରେ ପୁରସ୍କୃତ

ଓ୍ବାଶିଂଟନ,୨୦-୯(ପି.ଟି.):ସୁପର ୩୦ର ପ୍ରତିଷ୍ଠାତା ଆନନ୍ଦ କୁମାରଙ୍କୁ ଆମେରିକାରେ ପୁରସ୍କୃତ କରାଯାଇଛି। ପ୍ରତିବର୍ଷ ୩୦ ଜଣ ଗରିବ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପ୍ରଶିକ୍ଷଣ ଦେଇ ସେମାନଙ୍କୁ ଆଇଆଇଟି ପ୍ରବେଶିକା ପରୀକ୍ଷା…

5 years ago

ଆଫଗାନିସ୍ତାନରେ ରାଷ୍ଟ୍ରପତି ନିର୍ବାଚନକୁ ୯ ଦିନ:ତାଲିବାନ ଆକ୍ରମଣରେ ୨୦ ନିହତ

କାବୁଲ,୨୦-୯(ଆଇଏଏନ୍‌ଏସ୍‌):ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ତାଲିବାନର ଆଉ ଏକ ଆକ୍ରମଣ। ଏଥର ଜାବୁଲ ପ୍ରଦେଶର କଲାତ୍‌ ସହରସ୍ଥିତ ଏକ ହସ୍ପିଟାଲକୁ ଟାର୍ଗେଟ କରିଛି ଏହି ଆତଙ୍କବାଦୀ ସଙ୍ଗଠନ। ଗୁରୁବାର…

5 years ago

ନେତାନ୍ୟାହୁଙ୍କୁ ନିର୍ବାଚନୀ ଝଟକା

ଜେରୁଜେଲମ୍‌,୨୦-୯:ପଞ୍ଚମଥର ପାଇଁ କ୍ଷମତାସୀନ ହେବାକୁ ଅଣ୍ଟାଭିଡ଼ିଥିବା ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନେତାନ୍ୟାହୁଙ୍କୁ ଗୁରୁବାର ନିର୍ବାଚନୀ ଝଟ୍‌କା ଲାଗିଛି। ନିର୍ବାଚନରେ ନେତାନ୍ୟାହୁଙ୍କ ନେତ୍ୱତ୍ୱାଧୀନ ଦକ୍ଷିଣପନ୍ଥୀ ଶାସକ ଦଳ ଲିକୁଡ୍‌…

5 years ago

ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ତାଲିବାନ

କାବୁଲ,୧୯।୯: ଦକ୍ଷିଣ ଆଫଗିସ୍ତାନର ଜାବୁଲ ସହରରେ ଗୁରୁବାର ହୋଇଥିବା ବିସ୍ଫୋରଣରେ ଏବେ ସୁଦ୍ଧା ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୫୦ରୁ ଊର୍ଦ୍ଧ୍ୱ ଆହତ…

5 years ago

ଭାତ-ଡାଲି ଆନୁବଂଶିକ ରୋଗରୁ ଦେବ ମୁକ୍ତି

ବର୍ଲିନ୍‌,୧୯।୯: ଭାରତୀୟ ଖାଦ୍ୟ ଭାତ-ଡାଲି ଆନୁବଂଶିକ ରୋଗରୁ ମୁକ୍ତି ଦେବ। ଜର୍ମାନୀର ଲ୍ୟୁବେକ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ପ୍ରକାଶ ପାଇଛି। ଆନୁବଂଶିକ ରୋଗ…

5 years ago

ଭାରତର ଜାତୀୟ ସଙ୍ଗୀତ ସ୍ବରରେ ଝୁମିଲେ ଆମେରିକା ଆର୍ମି ବ୍ୟାଣ୍ଡ

ଓ୍ବାଶିଂଟନ,୧୯।୯: ଆମେରିକାର ମ୍ୟାକୋର୍ଡ ସ୍ଥିତ ଜଏଣ୍ଟ ବେସ ଲେବିସରେ ଭାରତ-ଆମେରିକା ମଧ୍ୟରେ ୧୯ତମ ସଂଯୁକ୍ତ ଯୁଦ୍ଧାଭ୍ୟାସ ଚାଲିଛି। ଏହି ଅବସରରେ ଆମେରିକାର ଆର୍ମି ବ୍ୟାଣ୍ଡ ଭାରତର ରାଷ୍ଟ୍ରଗାନ…

5 years ago

ଆତଙ୍କବାଦୀଙ୍କୁ ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ଙ୍କ ପରାମର୍ଶ

ଇସଲାମାବାଦ୍‌,୧୯।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କୁ ପରାମର୍ଶ ଦେଇଛନ୍ତି। ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ କହିଛନ୍ତି। ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ତୋରଖାମ୍‌ ଟର୍ମିନାଲର ଲୋକାର୍ପଣ ଉତ୍ସବରେ…

5 years ago

ବିଶ୍ୱରେ ସର୍ବାଧିକ ପ୍ରବାସୀ ଭାରତୀୟ

ଜାତିସଂଘ,୧୯ା୯(ପି.ଟି.): ଚଳିତ ବର୍ଷର ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା ସର୍ବାଧିକ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘର ନୂଆ ଆକଳନ ଅନୁଯାୟୀ ସାରା ବିଶ୍ୱରେ…

5 years ago