ଅନ୍ତର୍ଜାତୀୟ

ବୃହତ୍‌ ରକେଟ ଲଞ୍ଚର ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୨୬ା୮: ଆମେରିକା ସହ ଅଣୁଅସ୍ତ୍ର କାର୍ଯ୍ୟକ୍ରମ ରୋକିବା ସମ୍ପର୍କରେ ଆଲୋଚନା ପୂର୍ବରୁ ଉତ୍ତର କୋରିଆ ଶନିିବାର ସର୍ବବୃହତ୍‌ ରକେଟ ଲଞ୍ଚର ପରୀକ୍ଷା କରିଛି। ନୂତନ ଭାବେ ବିକଶିତ…

5 years ago

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ ବିଶ୍ୱନେତାମାନଙ୍କୁ…

5 years ago

ବିବାହ ସରିବା ମାତ୍ରେ ଦୁର୍ଘଟଣା: ନବଦମ୍ପତିଙ୍କ ମୃତ୍ୟୁ

ଅରେଞ୍ଜ (ଟେକ୍ସାସ),୨୬ା୮: ବିବାହର ଖୁସି ମୁହୂର୍ତ୍ତକ ମଧ୍ୟରେ ପାଣିଫୋଟକା ଭଳି ମିଳାଇଗଲା। ବିବାହ ସମ୍ପନ୍ନ ହେବାର କେଇ ମିନିଟ ପରେ ଟ୍ରାକ୍ଟର ବୋଝେଇ ଏକ ଟ୍ରେଲର ଧକ୍କାଦେଲା। ବିବାହ…

5 years ago

ମହାକାଶରେ ଆକାଉଣ୍ଟ ହ୍ୟାକ୍‌

ଓ୍ବାଶିଂଟନ୍‌, ୨୬ା୮(ଏଏଫ୍‌ପି):ମହାକାଶରେ ବ୍ୟାଙ୍କ ଆକାଉଣ୍ଟ ହ୍ୟାକ୍‌ ଘଟଣାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ୍ୟ। ଏହି ଘଟଣାର ତଦନ୍ତ କରିବାକୁ ଯାଉଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା…

5 years ago

ଏକତାର ଚିତ୍ର ଆଙ୍କିଲେ ଟ୍ରମ୍ପ୍‌

ବିଆରିଜ୍‌,୨୬ା୮:ସାରା ବିଶ୍ୱରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗିରହିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଏକତାର ଚିତ୍ର ଆଙ୍କିଛନ୍ତି। ଏହି ଅବସରରେ ସେ…

5 years ago

ଜି-୭ରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ବିଆରିଜ୍‌,୨୬ା୮(ଏଏଫ୍‌ପି): ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଭାଗନେବା ପାଇଁ ରବିବାର ଇରାନର ବହିର୍ବ୍ୟାପାର ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌ ଅତି ନାଟକୀୟ ଭାବେ ପହଞ୍ଚତ୍ଛନ୍ତି। ପରମାଣୁ…

5 years ago

ଥମୁନି ଆମାଜନ ଜଙ୍ଗଲର ନିଆଁ, ସାରା ବିଶ୍ୱରେ ବିରୋଧ ପ୍ରଦର୍ଶନ ଜାରି

ହୁମାଇଟା,୨୫।୮: ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ଦୁଇ ସପ୍ତାହ ହେଲା ଜଳୁଛି। ଏହି ନିଆଁ ଲିଭିବାର ନାଁ ଧରୁନି। ବ୍ରାଜିଲ୍‌ ଏବଂ ବୋଲଭିଆ…

5 years ago

ବ୍ରିଟେନ୍‌ ମହାରାଣୀ ପିନ୍ଧି ସାରିଛନ୍ତି ୫ହଜାର ପ୍ରକାରର ଟୋପି

ବ୍ରିଟେନ୍‌ରେ ଲୋକେ ହ୍ୟାଟ୍‌ ବା ଟୋପି ପିନ୍ଧିବାକୁ ବେଶି ପସନ୍ଦ କରିଥାଆନ୍ତି। ବିବାହ ହେଉ ଅବା ଅନ୍ୟ କୌଣସି ଉତ୍ସବ ଅଧିକାଂଶ ଲୋକେ ଟୋପି ପିନ୍ଧିବାକୁ ପସନ୍ଦ…

5 years ago

ମୋଦିଙ୍କ ସହ ସାକ୍ଷାତ୍‌ ପରେ ୨୫୦ ଭାରତୀୟ କଏଦୀଙ୍କୁ ମୁକ୍ତ କଲେ ବାହାରିନ ସରକାର

ମନାମା,୨୫।୮: ଗୋଟିଏ ପଟେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ…

5 years ago

ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ଦେଖି ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୫।୮: କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌ ଜାୟଦ’ରେ…

5 years ago