ଅନ୍ତର୍ଜାତୀୟ

ସେଲଫି ଭିଡିଓରୁ ଜାଣି ହେବ ବ୍ଲଡପ୍ରେସର

ଏଣିକି ବ୍ଲଡପ୍ରେସର ମାପିବ ସେଲଫି ଭିଡିଓ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାନାଡା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ମୋବାଇଲର କ୍ୟାମେରାରୁ ବ୍ଲଡ଼ ପ୍ରେସରର ଲେବୁଲ ଜାଣିବା ପାଇଁ…

5 years ago

ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି ଯାହା…

5 years ago

ଇଦ୍‌-ଉଲ୍‌-ଜୁହାର ଖୁସି ନୁହେଁ ଦର ବୃଦ୍ଧିରେ ଲୁହ ଗଡାଉଛି କାଙ୍ଗାଳ ପାକିସ୍ତାନ

ଇସଲାମାବାଦ,୧୨।୮: ସାରା ବିଶ୍ୱରେ ସୋମବାର ଇଦ୍‌-ଉଲ୍‌-ଜୁହା ବା ବକରି ଇଦ୍‌ ପାଳନ କରାଯାଉଥିବା ବେଳେ କାଙ୍ଗାଳ ପାକିସ୍ତାନ କିନ୍ତୁ ମହଙ୍ଗା ମାଡରେ ଯେମିତି ଚେପା ହୋଇଯାଇଛି। ମୁସଲମାନଙ୍କର…

5 years ago

ସଂଘର୍ଷରେ ୪୦ ନିହତ

ଦୁବାଇ,୧୨ା୮(ଏଏଫ୍‌ପି): ୟେମେନ୍‌ର ଆଡେନ୍‌ ସହରରେ ସରକାର ସପକ୍ଷବାଦୀ ବାହିନୀ ଓ ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ସଂଘର୍ଷ ଘଟି ୪୦ ଜଣ ନିହତ ହୋଇଥିବାବେଳେ ୨୬୦ ଜଣ ଆହତ ହୋଇଛନ୍ତି। ୮…

5 years ago

‘ପାକ୍‌ ସେନା ଏଲ୍‌ଓସି ମୁହାଁ’

ଲକ୍ଷ୍ନୌ, ୧୨ା୮(ଆଇଏଏନ୍‌ଏସ୍‌): ପାକିସ୍ତାନୀ ସେନା ଅସ୍ତ୍ରଶସ୍ତ୍ର ସହ ଶନିବାର ରାତିରୁ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅଭିମୁଖେ ଅଗ୍ରସର ହେଉଥିବା ଦେଖାଯାଇଛି। ପାକିସ୍ତାନର ଖବରଦାତା ହମିଦ୍‌ ମିର୍‌ ଏହି…

5 years ago

ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା ପାକିସ୍ତାନ…

5 years ago

ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍‌…

ଚୁଇଗମ୍‌ ଚୋବାଇବା ଦ୍ୱାରା  ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍‌ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ। ଏହା…

5 years ago

ଭଲ ଜୀବନସାଥୀ ପାଇଁ ଲଣ୍ଡା ହୁଅନ୍ତି ଯୁବତୀ

ସାଉଥ୍‌ ଆଫ୍ରିକାର ଇଥିଓପିଆ ଓ ସୋମାଲିଆ ମଧ୍ୟରେ ରହିଛନ୍ତି ବୋରାନା ଜନଜାତି । ଏହି ଜନଜାତିଙ୍କର ପରମ୍ପରା ବିଶ୍ୱରେ କେଉଁଠି ଦେଖିବାକୁ ମିଳେ ନାହିଁ। ଏଠାକାର ପରମ୍ପରା…

5 years ago

ପାକିସ୍ତାନର ନୂଆ ନାଟକ: ବନ୍ଦ କଲା ଟେଲିଭିଜନର ବିଶେଷ କାର୍ଯ୍ୟକ୍ରମ

ଇସଲାମାବାଦ,୧୧।୮: ଗୋଟିଏ ପରେ ଗୋଟିଏ ନୂଆ ନାଟକ କରି ଚାଲିଛି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ପ୍ରଥମେ…

5 years ago

ହଡବଡେଇଲେ ପାକିସ୍ତାନୀ ନ୍ୟୁଜ ଆଙ୍କର

ଇସଲାମାବାଦ,୧୧।୮: ଜମ୍ମୁ-କଶ୍ମୀରରୁ ଭାରତ ଅନୁଚ୍ଛେଦ ୩୭୦ ହଟାଇବା ପରେ ପାକିସ୍ତାନର ସ୍ଥିତିକୁ ଦେଖି ଏବେ ସବୁଠି ଚର୍ଚ୍ଚା ଚାଲିଛି। ପାକିସ୍ତାନର ଜଣାଶୁଣା ନ୍ୟୁଜ ଆଙ୍କର କିରଣ ନାଜ…

5 years ago