ଅନ୍ତର୍ଜାତୀୟ

ବଦଳିବ ଇଣ୍ଡୋନେସିଆର ରାଜଧାନୀ

ଜାକର୍ତ୍ତା,୯।୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ବଦଳରେ ବୋର୍ଣ୍ଣିଓ ଦ୍ୱୀପକୁ ଉଠାଇ ନିଆଯିବା ପାଇଁ ଯୋଜନା ଚାଲିଛି ବୋଲି ରାଷ୍ଟ୍ରପତି ଜୋକୋ ୱିଡୋଡୋ ସୂଚନା ଦେଇଛନ୍ତି। ଏହା କାଲିମାଣ୍ଟନ,…

5 years ago

ନାଗାସାକିରେ ଧ୍ୱଂସଲୀଳା ରଚିଥିଲା ‘ଫ୍ୟାଟମ୍ୟାନ୍‌’

ଟୋକିଓ,୯।୮:ଜାପାନର ନାଗାସାକି ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର…

5 years ago

ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ିଲା ପାକ୍‌

ଇସ୍‌ଲାମାବାଦ,୯।୮(ପି.ଟି.):କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଗୁରୁବାର ଅନ୍ତର୍ଜାତୀୟ ସମୁଦାୟର ସହଯୋଗ ଲୋଡିଛନ୍ତି। କଶ୍ମୀରବାସୀଙ୍କ ଉପରେ ଭାରତ ସାମରିକ ବଳ ପ୍ରୟୋଗ କରୁଛି। ଅନ୍ତର୍ଜାତୀୟ ସମୁଦାୟର…

5 years ago

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା କରିଥିବାବେଳେ…

5 years ago

ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ

ଇସ୍‌ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ…

5 years ago

‘ଆମେ ଶାନ୍ତିରେ ବଞ୍ଚତ୍ପାରିବା’

ଲଣ୍ଡନ,୯।୮:କଶ୍ମୀର ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଆମେ ଶାନ୍ତିରେ ବଞ୍ଚତ୍ପାରିବା। କେହି କାହାକୁ ଆଘାତ ଦେବା ବା କ୍ଷତି ପହଞ୍ଚାଇବା ଅନାବଶ୍ୟକ ବୋଲି ନୋବେଲ ଶାନ୍ତି ପୁରସ୍କାର…

5 years ago

ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…

ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍‌ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ।…

5 years ago

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି। ଏହାକୁ…

5 years ago

ତିନି କପ୍‌ରୁ ବେଶି କଫି ପିଇଲେ ଅଧାକପାଳି ବିନ୍ଧା ହୁଏ

ନ୍ୟୁୟର୍କ: କଫିପ୍ରିୟ ବ୍ୟକ୍ତିମାନେ ଟିକେ ସାବଧାନ ହୋଇଯାଆନ୍ତୁ। ଦିନକୁ ତିନି କପ୍‌ରୁ ବେଶି କଫି ପିଅନ୍ତୁନାହିଁ। ନଚେତ ଅଧାକପାଳି ବିନ୍ଧାର ଶିକାର ହୋଇପାରନ୍ତି। ଯେଉଁଦିନ ତିନିି କପରୁ…

5 years ago

ଝିଅମାନେ ପିଲାଦିନେ ସକ୍ରିୟ ରହିଲେ ଯୁବାବସ୍ଥାରେ ଫୁସଫୁସ ସୁସ୍ଥ ରହେ

ମାଦ୍ରିଦ: ପିଲାବେଳେ ଝିଅମାନେ ସକ୍ରିୟ ରହିଲେ ଯୁବାବସ୍ଥାରେ ପୁଅମାନଙ୍କ ତୁଳନାରେ ସେମାନଙ୍କ ଫୁସଫୁସ ସୁସ୍ଥ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି । ଏ ସମ୍ବନ୍ଧିତ ତଥ୍ୟ…

5 years ago