ଅନ୍ତର୍ଜାତୀୟ

ସିନ୍ଧୁ ନଦୀରେ ବେକେ ପାଣିରେ ବୁଡ଼ି ଯୁବକ କଲେ ରିପୋର୍ଟିଂ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇସଲାମାବାଦ୍‌,୨୮।୭: ଏବେ ସୋସିଆଲ୍‌ ମିଡ଼ିଆରେ ରିପୋର୍ଟିଂ କରୁଥିବା ଜଣେ ଯୁବକଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଯୁବକ ଜଣକ ହେଉଛନ୍ତି ଅଜଦର ହୁସେନ୍‌। ସେ ପାକିସ୍ତାନର ଏକ…

5 years ago

୨ ସପ୍ତାହ ମଧ୍ୟରେ ହେବ ଆଫଗାନିସ୍ତାନ-ତାଲିବାନ୍‌ ଶାନ୍ତି ଆଲୋଚନା

କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି ବ୍ୟାପାର…

5 years ago

ପାଚେରୀ ନିର୍ମାଣରେ ପେଣ୍ଟାଗନ ପାଣ୍ଠି ବ୍ୟବହାର କରିପାରିବେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୮ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମେକ୍ସିକୋ ସୀମାରେ ପାଚେରୀ ନିର୍ମାଣ ଲାଗି ପେଣ୍ଟାଗନ ପାଣ୍ଠିରୁ ୨.୫ ବିଲିୟନ ଡଲାର ବ୍ୟୟ କରିପାରିବେ। ଏଥିପାଇଁ ଆମେରିକା ସୁପ୍ରିମକୋର୍ଟ…

5 years ago

ଭଗ୍ନାବଶେଷ ତଳେ ଜୀବନ ଗଲା

ବିନିଶ୍‌,୨୮ା୭: ଉତ୍ତର ସିରିଆରେ ଯୁଦ୍ଧବିମାନରୁ ଆକ୍ରମଣ ବେଳେ ଏକ ବିଲ୍ଡିଂ ଉପରେ ବୋମାମାଡ଼ ହୋଇଛି। ୫ ବର୍ଷର ଝିଅଟି ଝୁଲନ୍ତା ଅବସ୍ଥାରେ ଥିବା ତା’ର କୁନି ଭଉଣୀକୁ…

5 years ago

ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି…

5 years ago

ବିଶ୍ୱର ସବୁଠାରୁ ଭୟଙ୍କର ସ୍ଥାନ: ମାଟିତଳେ ରହିଛି ୬୦ଲକ୍ଷ ଖପୁରି

ବିଶ୍ୱରେ ଏମିତି ସ୍ଥାନ ଅଛି ଯେଉଁଠିକି ଯିବାକୁ ଦିନରେ ମଧ୍ୟ ଭୟ ଲାଗିବ। ଆଉ ଏମିତି ବି କିଛି ସ୍ଥାନ ରହିଛି ଯାହାକୁ ଦେଖିଲେ ବା ଯାହା…

5 years ago

୬ ବର୍ଷର ଝିଅ ନିଜ ରୋଜଗାରରେ ପରିବାରକୁ ଦେଲେ ୫ ମହଲା ବିଶିଷ୍ଟ ବିଳାସମୟ ଘର

ସିଓଲ,୨୭।୭: ଦକ୍ଷିଣ କୋରିଆରେ ୬ ବର୍ଷର ଜଣେ ବାଳିକା ୟୁଟ୍ୟୁବରେ ରୋଜଗାର କରିଛନ୍ତି ୫୫ କୋଟି ଟଙ୍କା। ଏହି ରୋଜଗାରରେ ସେ ସିଓଲଠାରେ ଏକ ୫ ମହଲା…

5 years ago

ବନ୍ୟା ବିତ୍ପାତରେ ୪ ଦେଶରେ ୬ ଶହଙ୍କ ମୃତ୍ୟୁ; ୨୫ ନିୟୁତ ପ୍ରଭାବିତ: ଜାତିସଂଘ ରିପୋର୍ଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୭।୭: ଦକ୍ଷିଣ ଏସିଆର ୪ ଦେଶରେ ବନ୍ୟା ବିତ୍ପାତରେ ୬ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହାଦ୍ୱାରା ୨୫ ନିୟୁତ ଲୋକ ପ୍ରଭାବିତ ହୋଇଛନ୍ତି।…

5 years ago

ଇରାନର ବୁଡି ଯାଇଥିବା କାର୍ଗୋ ଜାହାଜରୁ ଉଦ୍ଧାର ହେଲେ ୨ ଭାରତୀୟ

ଅଜରବୈଜାନ,୨୭।୭: ଇରାନର ଅଜରବୈଜାନ ନିକଟରେ ଏହାର ଏକ ମାଲବାହୀ ଜାହଜ ‘ଶାବହାଂଗ’ ବୁଡିଯାଇଛି। ଏଥିରେ ଥିବା କ୍ରିୟୁ ମେମ୍ବରଙ୍କ ମଧ୍ୟରୁ ସମସ୍ତ ୯ ଜଣଙ୍କୁ ଉଦ୍ଧାର କରାଯାଇଥିବା…

5 years ago

ପୋଲ ପାର ହେବା ସମୟରେ ବାଇକ୍‌ ସହ ଭାସିଗଲେ ୨ ଯବାନ

କଲମ୍ବିଆ,୨୭।୭: କଲମ୍ବିଆରୁ ଏକ ବିଚଳିତ କରିଦେବାର ଦୃଶ୍ୟ ସାମ୍ନାକୁ ଆସିଛି। ସୋକ ପାଙ୍ଗ ଜିଲାର ଥାମେର କେଭେ ଗଁାକୁ ୨ ଯବାନ ବାଇକ୍‌ରେ ନଦୀ ପାର ହୋଇ…

5 years ago